ରୋମୀୟ 11:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଆଉ, ସେମାନେ ଯଦି ଅବିଶ୍ୱାସରେ ନ ରୁହନ୍ତି, ତେବେ ସେମାନେ ମଧ୍ୟ କଲମ କରାଯିବେ, କାରଣ ସେମାନଙ୍କୁ ଆଉ ଥରେ କଲମ କରିବା ନିମନ୍ତେ ଈଶ୍ବର ସମର୍ଥ ଅଟନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)23 ଆଉ, ସେମାନେ ଯଦି ଅବିଶ୍ଵାସରେ ନ ରୁହନ୍ତି, ତେବେ ସେମାନେ ମଧ୍ୟ କଲମ କରାଯିବେ, କାରଣ ସେମାନଙ୍କୁ ଆଉ ଥରେ କଲମ କରିବା ନିମନ୍ତେ ଈଶ୍ଵର ସମର୍ଥ ଅଟନ୍ତି। Gade chapit laଓଡିଆ ବାଇବେଲ23 ଆଉ, ସେମାନେ ଯଦି ଅବିଶ୍ୱାସରେ ନ ରୁହନ୍ତି, ତେବେ ସେମାନେ ମଧ୍ୟ କଲମ କରାଯିବେ, କାରଣ ସେମାନଙ୍କୁ ଆଉ ଥରେ କଲମ କରିବା ନିମନ୍ତେ ଈଶ୍ୱର ସମର୍ଥ ଅଟନ୍ତି । Gade chapit laପବିତ୍ର ବାଇବଲ (CL) NT (BSI)23 ଯଦି ଇହୁଦୀମାନେ ସେମାନଙ୍କ ଅବିଶ୍ୱାସ ଦୂର କରନ୍ତି, ତେବେ ସେମାନେ ସ୍ୱସ୍ଥାନରେ ପୁନଃସ୍ଥାପିତ ହେବେ। ଏହା କରିବାକୁ ଈଶ୍ୱର ସମର୍ଥ। Gade chapit laପବିତ୍ର ବାଇବଲ23 ଯିହୂଦୀମାନେ ଯଦି ପୁନଃ ପରମେଶ୍ୱରଙ୍କୁ ବିଶ୍ୱାସ କରନ୍ତି, ତା'ହେଲେ ସେ ଯିହୂଦୀମାନଙ୍କୁ ପୁନଃ ଗ୍ରହଣ କରିନେବେ। ସେମାନଙ୍କୁ ନିଜ ପୂର୍ବ ସ୍ଥାନ ଦେବା ପାଇଁ ପରମେଶ୍ୱର ସମର୍ଥ ହେବେ। Gade chapit la |
ପୁଣି, ଆମ୍ଭେ ଦାଉଦ ବଂଶ ଉପରେ ଓ ଯିରୂଶାଲମ ନିବାସୀମାନଙ୍କ ଉପରେ ଅନୁଗ୍ରହ ଓ ବିନତିଜନକ ଆତ୍ମା ବୃଷ୍ଟି କରିବା; ତହିଁରେ ସେମାନେ ଆମ୍ଭ ପ୍ରତି, ଅର୍ଥାତ୍, ଯାହାଙ୍କୁ ସେମାନେ ବିଦ୍ଧ କରିଅଛନ୍ତି, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ; ଆଉ, କେହି ଯେପରି ଆପଣାର ଏକମାତ୍ର ପୁତ୍ର ଲାଗି ଶୋକ କରେ, ସେପରି ସେମାନେ ତାହାଙ୍କ ପାଇଁ ଶୋକ କରିବେ ଓ କେହି ଯେପରି ଆପଣା ପ୍ରଥମଜାତର ନିମନ୍ତେ ବ୍ୟାକୁଳିତ ହୁଏ, ସେପରି ସେମାନେ ତାହାଙ୍କ ପାଇଁ ବ୍ୟାକୁଳିତ ହେବେ।