Biblia Todo Logo
Bib sou entènèt

- Piblisite -




ରୋମୀୟ 11:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 କାରଣ ସମସ୍ତଙ୍କୁ ଦୟା କରିବା ନିମନ୍ତେ ଈଶ୍ବର ସମସ୍ତଙ୍କୁ ଅନାଜ୍ଞାବହତାରେ ସମର୍ପଣ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 କାରଣ ସମସ୍ତଙ୍କୁ ଦୟା କରିବା ନିମନ୍ତେ ଈଶ୍ଵର ସମସ୍ତଙ୍କୁ ଅନାଜ୍ଞାବହତାରେ ସମର୍ପଣ କରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

32 କାରଣ ସମସ୍ତଙ୍କୁ ଦୟା କରିବା ନିମନ୍ତେ ଈଶ୍ୱର ସମସ୍ତଙ୍କୁ ଅନାଜ୍ଞାବହତାରେ ସମର୍ପଣ କରିଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

32 ଈଶ୍ୱର ସମସ୍ତଙ୍କୁ ଅବାଧ୍ୟ ହେବା ପାଇଁ ଛାଡ଼ି ଦେଇଛନ୍ତି; ଫଳରେ ସମସ୍ତେ ଈଶ୍ୱରଙ୍କ ଦୟାର ପାତ୍ର ହୋଇ ପାରିବେ।

Gade chapit la Kopi

ପବିତ୍ର ବାଇବଲ

32 ସବୁ ଲୋକେ ପରମେଶ୍ୱରଙ୍କୁ ଅବଜ୍ଞା କରୁଛନ୍ତି। ସମସ୍ତଙ୍କୁ ସେ ଅବାଧ୍ୟ ସ୍ଥିତିରେ ପକାଇଛନ୍ତି ଯେପରି ସେ ସମସ୍ତଙ୍କୁ ଦୟା ଦେଖାଇ ପାରିବେ।

Gade chapit la Kopi




ରୋମୀୟ 11:32
9 Referans Kwoze  

କିନ୍ତୁ ଯେପରି ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ହେତୁ ପ୍ରତିଜ୍ଞା ବିଶ୍ୱାସ କରୁଥିବା ଲୋକମାନଙ୍କୁ ଦିଆଯାଏ, ଏଥିପାଇଁ ଧର୍ମଶାସ୍ତ୍ର ସମସ୍ତ ବିଷୟକୁ ପାପର ଅଧୀନ ବୋଲି ଗଣନା କରିଅଛି।


ତେବେ କଅଣ? ଆମ୍ଭେମାନେ କି ଅନ୍ୟମାନଙ୍କଠାରୁ ଶ୍ରେଷ୍ଠ? ନା, କୌଣସି ପ୍ରକାରେ ନୁହେଁ, କାରଣ ଯିହୁଦୀ ଓ ଗ୍ରୀକ୍‍ ସମସ୍ତେ ଯେ ପାପର ଅଧୀନ, ଆମ୍ଭେମାନେ ପୂର୍ବରେ ଉଭୟଙ୍କ ବିରୁଦ୍ଧରେ ଏହି ଅଭିଯୋଗ କରିଅଛୁ,


ଅର୍ଥାତ୍‍, ଈଶ୍ବରଙ୍କର ଯେଉଁ ଧାର୍ମିକତା ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ସମସ୍ତ ବିଶ୍ୱାସୀଙ୍କ ପ୍ରତି ବର୍ତ୍ତେ, କାରଣ କୌଣସି ପ୍ରଭେଦ ନାହିଁ,


ଆଉ, ମୁଁ ଯଦି ପୃଥିବୀରୁ ଊର୍ଦ୍ଧ୍ୱକୁ ଉତ୍ଥିତ ହେବି, ତାହାହେଲେ ସମସ୍ତଙ୍କୁ ଆପଣା ନିକଟକୁ ଆକର୍ଷଣ କରିବି।


ସେ ଯେପରି ଜ୍ୟୋତିଃ ବିଷୟରେ ସାକ୍ଷ୍ୟ ଦିଅନ୍ତି, ପୁଣି, ତାହାଙ୍କ ଦ୍ୱାରା ସମସ୍ତେ ବିଶ୍ୱାସ କରନ୍ତି, ଏଥିପାଇଁ ସେ ସାକ୍ଷ୍ୟ ଦେବା ନିମନ୍ତେ ଆସିଲେ।


କାରଣ ଯେପରି ଜଣକର ଅନାଜ୍ଞାବହତା ଦ୍ୱାରା ଅନେକେ ପାପୀ ହେଲେ, ସେହିପରି ମଧ୍ୟ ଜଣକର ଆଜ୍ଞାବହତା ଦ୍ୱାରା ଅନେକେ ଧାର୍ମିକ ହେବେ।


ସେହିପରି ଏମାନେ ମଧ୍ୟ ଏବେ ଅନାଜ୍ଞାବହ ହୋଇଅଛନ୍ତି, ଯେପରି ତୁମ୍ଭମାନଙ୍କ ପ୍ରତି ପ୍ରକାଶିତ ଦୟା ଦ୍ୱାରା ଏମାନେ ସୁଦ୍ଧା ଏବେ ଦୟା ପ୍ରାପ୍ତ ହୁଅନ୍ତି।


ମାତ୍ର ସେହି ବିଶ୍ୱାସ ଆସିବା ପୂର୍ବେ, ପ୍ରକାଶିତ ହେବାକୁ ଯାଉଥିବା ସେହି ବିଶ୍ୱାସ ପ୍ରାପ୍ତି ଉଦ୍ଦେଶ୍ୟରେ, ଆମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାର ଅଧୀନରେ ବନ୍ଦୀ ହୋଇ ରକ୍ଷିତ ହେଉଥିଲୁ।


Swiv nou:

Piblisite


Piblisite