Biblia Todo Logo
Bib sou entènèt

- Piblisite -




ରୋମୀୟ 11:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 “କାରଣ, ପ୍ରଭୁଙ୍କର ମନ କିଏ ଜାଣିଅଛି? କିମ୍ବା ତାହାଙ୍କର ପରାମର୍ଶଦାତା କିଏ ହୋଇଅଛି?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 କାରଣ, ପ୍ରଭୁଙ୍କର ମନ କିଏ ଜାଣିଅଛି? କିମ୍ଵା ତାହାଙ୍କର ମନ୍ତ୍ରୀ କିଏ ହୋଇଅଛି?

Gade chapit la Kopi

ଓଡିଆ ବାଇବେଲ

34 କାରଣ, ପ୍ରଭୁଙ୍କର ମନ କିଏ ଜାଣିଅଛି ? କିମ୍ବା ତାହାଙ୍କର ପରାମର୍ଶଦାତା କିଏ ହୋଇଅଛି ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

34 ଶାସ୍ତ୍ର ଅନୁଯାୟୀ: “କିଏ ଈଶ୍ୱରଙ୍କ ମନୋଭାବ ବୁଝି ପାରିବ? କିଏ ବା ତାଙ୍କୁ ପରାମର୍ଶ ଦେବାକୁ ସମର୍ଥ?

Gade chapit la Kopi

ପବିତ୍ର ବାଇବଲ

34 କେହିହେଲେ ପରମେଶ୍ୱରଙ୍କ ପଥ ସବୁ ବୁଝି ପାରିବେ ନାହିଁ। ଶାସ୍ତ୍ର କୁହେ: “ପ୍ରଭୁଙ୍କର ମନକୁ କିଏ ଜାଣିଛି? କିଏ ପରମେଶ୍ୱରଙ୍କୁ ପରାମର୍ଶ ଦେଇ ପାରିବ କି?”

Gade chapit la Kopi




ରୋମୀୟ 11:34
6 Referans Kwoze  

ସଦାପ୍ରଭୁଙ୍କର ଆତ୍ମାକୁ କିଏ ଆଦେଶ ଦେଇଅଛି, ଅବା ମନ୍ତ୍ରୀ ହୋଇ କିଏ ତାହାଙ୍କୁ ଶିକ୍ଷା ଦେଇଅଛି?


ଯେପରି ପବିତ୍ର ଶାସ୍ତ୍ରରେ ଲେଖାଅଛି, “କାରଣ, କିଏ ପ୍ରଭୁଙ୍କ ମନ ଜାଣିଅଛି ଯେ, ସେ ତାହାଙ୍କୁ ଶିକ୍ଷା ଦେଇ ପାରେ?” କିନ୍ତୁ ଆମ୍ଭେମାନେ ଖ୍ରୀଷ୍ଟଙ୍କ ମନ ପାଇଅଛୁ।


ତୁମ୍ଭେ କʼଣ ପରମେଶ୍ୱରଙ୍କର ଗୁପ୍ତ ମନ୍ତ୍ରଣା ଶୁଣିଅଛ? ଓ ତୁମ୍ଭେ କʼଣ ଜ୍ଞାନ ଆତ୍ମସାତ୍‍ କରୁଅଛ?


ଦେଖ, ପରମେଶ୍ୱର ଆପଣା ପରାକ୍ରମରେ ଉଚ୍ଚ ଭାବରେ କାର୍ଯ୍ୟ କରନ୍ତି; ତାହାଙ୍କ ପରି ଶିକ୍ଷକ କିଏ ଅଛି?


ମାତ୍ର ସଦାପ୍ରଭୁଙ୍କର ବାକ୍ୟ ପ୍ରତ୍ୟକ୍ଷରେ ଶୁଣିବା ପାଇଁ କିଏ ତାହାଙ୍କ ଆଗରେ ଠିଆ ହୋଇଅଛି? କିଏ ଆମ୍ଭର ବାକ୍ୟ ମନ ଦେଇ ଶୁଣିଅଛି?


ପରମେଶ୍ୱର ଊର୍ଦ୍ଧ୍ୱବାସୀମାନଙ୍କର ଶାସନ କରନ୍ତି, ଏଣୁ କେହି କି ତାହାଙ୍କୁ ଜ୍ଞାନ ଶିଖାଇବ?


Swiv nou:

Piblisite


Piblisite