Biblia Todo Logo
Bib sou entènèt

- Piblisite -




ରୋମୀୟ 11:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 “ଅବା କିଏ ତାହାଙ୍କୁ ପ୍ରଥମରେ ଦାନ କରିଅଛି, ଆଉ ତାହାକୁ ପ୍ରତିଦାନ କରାଯିବ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

35 ଅବା କିଏ ତାହାଙ୍କୁ ପ୍ରଥମରେ ଦାନ କରିଅଛି, ଆଉ ତାକୁ ପ୍ରତିଦାନ କରାଯିବ?

Gade chapit la Kopi

ଓଡିଆ ବାଇବେଲ

35 ଅବା କିଏ ତାହାଙ୍କୁ ପ୍ରଥମରେ ଦାନ କରିଅଛି, ଆଉ ତାକୁ ପ୍ରତିଦାନ କରାଯିବ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

35 କିଏ କଅଣ ଈଶ୍ୱରଙ୍କୁ ଏପରି କିଛି ଦେଇ ପାରିଛି, ଯାହାର ପ୍ରତିଦାନ ଈଶ୍ୱରଙ୍କୁ ଦେବାକୁ ପଡ଼ିଛି?”

Gade chapit la Kopi

ପବିତ୍ର ବାଇବଲ

35 “କିଏ କେବେ ହେଲେ ପରମେଶ୍ୱରଙ୍କୁ କ’ଣ ବା ଦେଇଛି? ଯେ ପରମେଶ୍ୱର ପ୍ରତ୍ୟୁପକାରରେ କିଛି ଦେବେ।”

Gade chapit la Kopi




ରୋମୀୟ 11:35
4 Referans Kwoze  

କିଏ ଆଗେ ଆମ୍ଭକୁ ଦେଇଅଛି ଯେ, ଆମ୍ଭେ ତାହାକୁ ପରିଶୋଧ କରିବା? ସମୁଦାୟ ଆକାଶମଣ୍ଡଳ ତଳେ ଯାହା କିଛି ଅଛି, ସବୁ ହିଁ ଆମ୍ଭର।


ତୁମ୍ଭେ ଧାର୍ମିକ ହେଲେ, ତାହାଙ୍କୁ କଅଣ ଦିଅ? ଅବା ସେ ତୁମ୍ଭ ହସ୍ତରୁ କଅଣ ପାଆନ୍ତି?


କାରଣ କିଏ ତୁମ୍ଭକୁ ଶ୍ରେଷ୍ଠ କରିଅଛି? ଆଉ, ଯାହା ତୁମ୍ଭେ ଦାନ ସ୍ୱରୂପେ ପାଇ ନାହଁ, ଏପରି ତୁମ୍ଭର କଅଣ ଅଛି? କିନ୍ତୁ ଯଦି ତୁମ୍ଭେ ତାହା ଦାନ ସ୍ୱରୂପେ ପାଇଅଛ, ତେବେ ତାହା ଦାନ ସ୍ୱରୂପେ ପାଇ ନ ଥିଲା ପରି କାହିଁକି ଗର୍ବ କରୁଅଛ?


ନିଜ ସମ୍ପତ୍ତିକୁ ନିଜ ଇଚ୍ଛାନୁସାରେ ବ୍ୟବହାର କରିବାକୁ କଅଣ ମୋହର ଅଧିକାର ନାହିଁ? ନା ମୁଁ ଦାନଶୀଳ ହେବାରୁ ତୁ ଈର୍ଷାଦୃଷ୍ଟି କରୁଅଛୁ?’


Swiv nou:

Piblisite


Piblisite