ରୋମୀୟ 11:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 “ଯେଣୁ ସମସ୍ତ ବିଷୟ ତାହାଙ୍କଠାରୁ, ତାହାଙ୍କ ଦ୍ୱାରା ଓ ତାହାଙ୍କ ନିମନ୍ତେ; ଯୁଗେ ଯୁଗେ ଗୌରବ ତାହାଙ୍କର। ଆମେନ୍।” Gade chapit laପବିତ୍ର ବାଇବଲ (Re-edited) - (BSI)36 ଯେଣୁ ସମସ୍ତ ବିଷୟ ତାହାଙ୍କଠାରୁ, ତାହାଙ୍କ ଦ୍ଵାରା ଓ ତାହାଙ୍କ ନିମନ୍ତେ; ଯୁଗେ ଯୁଗେ ଗୌରବ ତାହାଙ୍କର। ଆମେନ୍। Gade chapit laଓଡିଆ ବାଇବେଲ36 ଯେଣୁ ସମସ୍ତ ବିଷୟ ତାହାଙ୍କଠାରୁ, ତାହାଙ୍କ ଦ୍ୱାରା ଓ ତାହାଙ୍କ ନିମନ୍ତେ; ଯୁଗେ ଯୁଗେ ଗୌରବ ତାହାଙ୍କର । ଆମେନ୍ । Gade chapit laପବିତ୍ର ବାଇବଲ (CL) NT (BSI)36 ସମସ୍ତ ପ୍ରତିଦାନ ଈଶ୍ୱରଙ୍କ ଦ୍ୱାରା ସୃଷ୍ଟ; ସମସ୍ତ ବିଷୟର ଅସ୍ତିତ୍ୱ ତାଙ୍କ ନିମନ୍ତେ ଓ ତାଙ୍କଠାରେ ନିହିତ। ଯୁଗେ ଯୁଗେ ଈଶ୍ୱର ମହିମାନ୍ୱିତ ହୁଅନ୍ତୁ। Gade chapit laପବିତ୍ର ବାଇବଲ36 ପରମେଶ୍ୱର ସମସ୍ତ ସୃଷ୍ଟି କରିଛନ୍ତି। ପ୍ରତ୍ୟେକ ବିଷୟ ତାହାଙ୍କ ମାଧ୍ୟମରେ ଓ ତାହାଙ୍କ ପାଇଁ ରହିଛି। ତାହାଙ୍କର ଗୌରବ ସର୍ବଦା ହେଉ। ଆମେନ୍। Gade chapit la |