Biblia Todo Logo
Bib sou entènèt

- Piblisite -




ରୋମୀୟ 12:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କୁ ଆଶୀର୍ବାଦ କର; ଆଶୀର୍ବାଦ କର, ଅଭିଶାପ ଦିଅ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କୁ ଆଶୀର୍ବାଦ କର; ଆଶୀର୍ବାଦ କର, ଅଭିଶାପ ଦିଅ ନାହିଁ।

Gade chapit la Kopi

ଓଡିଆ ବାଇବେଲ

14 ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କୁ ଆଶୀର୍ବାଦ କର; ଆଶୀର୍ବାଦ କର, ଅଭିଶାପ ଦିଅ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ତୁମକୁ ଯେଉଁମାନେ ତାଡ଼ନା କରନ୍ତି, ସେମାନଙ୍କର କଲ୍ୟାଣ କରବା ପାଇଁ ଈଶ୍ୱରଙ୍କଠାରେ ପ୍ରାର୍ଥନା କର। ସେମାନଙ୍କୁ ଆଶୀର୍ବାଦ କର, ଅଭିଶାପ ଦିଅ ନାହିଁ।

Gade chapit la Kopi

ପବିତ୍ର ବାଇବଲ

14 ଯେଉଁମାନେ ତୁମ୍ଭମାନଙ୍କ ପ୍ରତି ମନ୍ଦ ଆଚରଣ କରୁଛନ୍ତି ସେମାନଙ୍କ ପ୍ରତି ତୁମ୍ଭେ ଭଲ ଆଚରଣ କର। ସେମାନଙ୍କୁ ଅଭିଶାପ ଦିଅ ନାହିଁ, ବରଂ ସେମାନଙ୍କୁ ଭଲ କଥା କୁହ।

Gade chapit la Kopi




ରୋମୀୟ 12:14
11 Referans Kwoze  

ଅନିଷ୍ଟ ପରିବର୍ତ୍ତେ ଅନିଷ୍ଟ କିଅବା ନିନ୍ଦାର ପରିବର୍ତ୍ତେ ନିନ୍ଦା ନ କରି ଅନ୍ୟ ପକ୍ଷରେ ବରଂ ଆଶୀର୍ବାଦ କର, କାରଣ ତୁମ୍ଭେମାନେ ଯେପରି ଆଶୀର୍ବାଦର ଅଧିକାରୀ ହୁଅ, ଏଥିପାଇଁ ଆହୂତ ହୋଇଅଛ।


କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର, ପୁଣି, ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର,


ସାବଧାନ, କେହି କାହାରି ପ୍ରତି ଅପକାର ବଦଳରେ ଅପକାର ନ କରୁ, ବରଂ ତୁମ୍ଭେମାନେ ସର୍ବଦା ପରସ୍ପରର ଓ ସମସ୍ତଙ୍କର ମଙ୍ଗଳ କରିବାକୁ ସଚେଷ୍ଟା ହୁଅ।


କୁକର୍ମରେ ପରାଜିତ ନ ହୋଇ ସତ୍କର୍ମରେ କୁକର୍ମକୁ ପରାଜୟ କର।


ଯେଉଁମାନେ ତୁମ୍ଭମାନଙ୍କୁ ଅଭିଶାପ ଦିଅନ୍ତି, ସେମାନଙ୍କୁ ଆଶୀର୍ବାଦ କର; ଯେଉଁମାନେ ତୁମ୍ଭମାନଙ୍କୁ ଅପବ୍ୟବହାର କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର।


ଏକ ମୁଖରୁ ଧନ୍ୟବାଦ ଓ ଅଭିଶାପ ନିର୍ଗତ ହୁଏ। ହେ ମୋହର ଭାଇମାନେ, ଏପରି ହେବା ଉଚିତ୍ ନୁହେଁ।


ସେତେବେଳେ ଯୀଶୁ କହିଲେ, “ପିତଃ, ଏମାନଙ୍କୁ କ୍ଷମା କର, କାରଣ ଏମାନେ କଅଣ କରୁଅଛନ୍ତି, ତାହା ଜାଣନ୍ତି ନାହିଁ।” ଆଉ ସେମାନେ ତାହାଙ୍କ ବସ୍ତ୍ରସବୁ ଭାଗ କରିବା ନିମନ୍ତେ ଗୁଲିବାଣ୍ଟ କଲେ।


ପୁଣି, ସେ ଆଣ୍ଠୋଇପଡ଼ି ଉଚ୍ଚସ୍ୱରରେ ଡାକି କହିଲେ, ହେ ପ୍ରଭୁ, ଏହି ପାପ ଏମାନଙ୍କ ବିରୁଦ୍ଧରେ ଗଣନା କର ନାହିଁ। ସେ ଏହା କହି ମହାନିଦ୍ରା ପ୍ରାପ୍ତ ହେଲେ।


Swiv nou:

Piblisite


Piblisite