Biblia Todo Logo
Bib sou entènèt

- Piblisite -




ରୋମୀୟ 12:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ମନ୍ଦ ବଦଳରେ କାହାରି ମନ୍ଦ କର ନାହିଁ; ସମସ୍ତ ମନୁଷ୍ୟଙ୍କ ଦୃଷ୍ଟିରେ ଯାହା ଯାହା ଉତ୍ତମ, ସେହିସବୁ ଚିନ୍ତା କର;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ମନ୍ଦ ବଦଳରେ କାହାରି ମନ୍ଦ କର ନାହିଁ; ସମସ୍ତ ମନୁଷ୍ୟଙ୍କ ଦୃଷ୍ଟିରେ ଯାହା ଯାହା ଉତ୍ତମ, ସେହିସବୁ ଚିନ୍ତା କର;

Gade chapit la Kopi

ଓଡିଆ ବାଇବେଲ

17 ମନ୍ଦ ବଦଳରେ କାହାରି ମନ୍ଦ କର ନାହିଁ; ସମସ୍ତ ମନୁଷ୍ୟଙ୍କ ଦୃଷ୍ଟିରେ ଯାହା ଯାହା ଉତ୍ତମ, ସେହି ସବୁ ଚିନ୍ତା କର;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

17 କେହି ତୁମ ପ୍ରତି ଅନ୍ୟାୟ କଲେ, ତୁମେ ତା’ ପ୍ରତି ଅନ୍ୟାୟ କର ନାହିଁ। ଅନ୍ୟମାନଙ୍କ ଦୃଷ୍ଟିରେ ଯାହା ସତ୍କାର୍ଯ୍ୟ, ତାହା ହିଁ କର।

Gade chapit la Kopi

ପବିତ୍ର ବାଇବଲ

17 ମନ୍ଦ ପ୍ରତିବଦଳରେ କାହାରି ପ୍ରତି ମନ୍ଦ କର ନାହିଁ। ଯାହାକୁ ସବୁ ଲୋକ ଭଲ ବୋଲି ଚିନ୍ତା କରନ୍ତି ସେହିଭଳି କାମ କରିବା ତୁମ୍ଭର ଲକ୍ଷ ହେଉ।

Gade chapit la Kopi




ରୋମୀୟ 12:17
22 Referans Kwoze  

“ଆମ୍ଭେ ଅନିଷ୍ଟର ପ୍ରତିଫଳ ଦେବା,” ତୁମ୍ଭେ ଏପରି କଥା କୁହ ନାହିଁ, ସଦାପ୍ରଭୁଙ୍କଠାରେ ଅନୁସରଣ କର, ସେ ତୁମ୍ଭକୁ ଉଦ୍ଧାର କରିବେ।


ସାବଧାନ, କେହି କାହାରି ପ୍ରତି ଅପକାର ବଦଳରେ ଅପକାର ନ କରୁ, ବରଂ ତୁମ୍ଭେମାନେ ସର୍ବଦା ପରସ୍ପରର ଓ ସମସ୍ତଙ୍କର ମଙ୍ଗଳ କରିବାକୁ ସଚେଷ୍ଟା ହୁଅ।


କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଦୁଷ୍ଟର ପ୍ରତିରୋଧ କର ନାହିଁ, ମାତ୍ର ଯେ କେହି ତୁମ୍ଭର ଡାହାଣ ଗାଲରେ ଚାପୁଡ଼ା ମାରେ, ତାହାକୁ ଅନ୍ୟ ଗାଲ ମଧ୍ୟ ଦେଖାଇଦିଅ।


ଅନିଷ୍ଟ ପରିବର୍ତ୍ତେ ଅନିଷ୍ଟ କିଅବା ନିନ୍ଦାର ପରିବର୍ତ୍ତେ ନିନ୍ଦା ନ କରି ଅନ୍ୟ ପକ୍ଷରେ ବରଂ ଆଶୀର୍ବାଦ କର, କାରଣ ତୁମ୍ଭେମାନେ ଯେପରି ଆଶୀର୍ବାଦର ଅଧିକାରୀ ହୁଅ, ଏଥିପାଇଁ ଆହୂତ ହୋଇଅଛ।


ହେ ପ୍ରିୟମାନେ, ତୁମ୍ଭେମାନେ ନିଜେ ନିଜେ ପ୍ରତିଶୋଧ ନିଅ ନାହିଁ, କିନ୍ତୁ ଈଶ୍ବରଙ୍କ କ୍ରୋଧ ପାଇଁ ସ୍ଥାନ ଛାଡ଼ିଦିଅ; କାରଣ ଲେଖାଅଛି, “ପ୍ରଭୁ କହନ୍ତି, ପ୍ରତିଶୋଧ ନେବା ଆମ୍ଭର ଅଧିକାର, ଆମ୍ଭେ ପ୍ରତିଫଳ ଦେବା।”


ଯେପରି ତୁମ୍ଭମାନଙ୍କ ନିନ୍ଦକମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କର ଖ୍ରୀଷ୍ଟୀୟ ଆଚରଣର ଦୋଷାରୋପ କରନ୍ତି, ସେଥିରେ ସେମାନେ ଲଜ୍ଜିତ ହେବେ।


ଯାହା ଉତ୍ତମ ତାହା ଧରି ରଖ; ସମସ୍ତ ପ୍ରକାର ମନ୍ଦତା ଠାରୁ ପୃଥକ୍ ହୋଇଥାଅ।


ତୁମ୍ଭେମାନେ ଅଣଯିହୁଦୀମାନଙ୍କ ମଧ୍ୟରେ ସଦାଚରଣ କର, ଯେପରି ସେମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କୁ ଦୁଷ୍କର୍ମକାରୀ ବୋଲି ନିନ୍ଦା କରନ୍ତି, ତୁମ୍ଭମାନଙ୍କର ସୁକର୍ମ ଦେଖି ସେହି ବିଷୟରେ କୃପାଦୃଷ୍ଟି ଦିନରେ ଈଶ୍ବରଙ୍କ ଗୌରବ କରିବେ।


ସୁଯୋଗର ସଦ୍‍ବ୍ୟବହାର କରି ବାହାରର ଲୋକମାନଙ୍କ ନିକଟରେ ବୁଦ୍ଧି ସହ ଆଚରଣ କର।


ଏଣୁ ତୁମ୍ଭମାନଙ୍କର ଉତ୍ତମ ବିଷୟ ନିନ୍ଦିତ ନ ହେଉ;


ଅତଏବ, ମୋହର ଇଚ୍ଛା, ଯୁବତୀ ବିଧବାମାନେ ବିବାହ କରନ୍ତୁ, ସନ୍ତାନ ପ୍ରସବ କରନ୍ତୁ, ଗୃହକାର୍ଯ୍ୟ ପରିଚାଳନା କରନ୍ତୁ, ନିନ୍ଦା କରିବା ପାଇଁ ଶତ୍ରୁକୁ କୌଣସି ସୁଯୋଗ ନ ଦିଅନ୍ତୁ;


ଯେପରି ବାହାର ଲୋକମାନଙ୍କ ପ୍ରତି ତୁମ୍ଭେମାନେ ସଦାଚାରୀ ହୁଅ ଆଉ ତୁମ୍ଭମାନଙ୍କର କୌଣସି ଅଭାବ ନ ହୁଏ।


ତହୁଁ ଯୋଷେଫ ସେମାନଙ୍କ ପାତ୍ରରେ ଶସ୍ୟପୂର୍ଣ୍ଣ କରି ପ୍ରତ୍ୟେକ ଜଣର ପଟରେ ଟଙ୍କା ଫେରାଇ ଦେବାକୁ ଓ ସେମାନଙ୍କୁ ପାଥେୟ ଦ୍ରବ୍ୟ ଦେବାକୁ ଆଜ୍ଞା ଦେଲେ; ତହିଁରେ ତଦ୍ରୂପ କରାଗଲା,


ମୁଁ ଯେ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କର ପ୍ରତିକୂଳରେ ହସ୍ତ ବିସ୍ତାର କରିବି, ଏହା ସଦାପ୍ରଭୁ ମୋʼ ଠାରୁ ଦୂର କରନ୍ତୁ; ମାତ୍ର ତୁମ୍ଭେ ତାଙ୍କ ମସ୍ତକ ପାଖରୁ ବର୍ଚ୍ଛା ଓ ଜଳପାତ୍ର ନେଇଆସ, ଆମ୍ଭେମାନେ ଯିବା।”


“ସେ ମୋʼ ପ୍ରତି ଯେପରି କରିଅଛି, ତାହା ପ୍ରତି ମୁଁ ସେପରି କରିବି ଓ ତାହାର କର୍ମାନୁସାରେ ମୁଁ ତାହାକୁ ପ୍ରତିଫଳ ଦେବି, ଏରୂପ କୁହ ନାହିଁ।”


ତାହାହେଲେ ସେହି ସ୍ଥାନରେ ବେଦି ସମ୍ମୁଖରେ ତୁମ୍ଭର ନୈବେଦ୍ୟ ଥୋଇଦେଇ ଚାଲିଯାଅ, ଆଗେ ନିଜ ଭାଇ ସାଙ୍ଗରେ ମିଳିତ ହୁଅ, ଆଉ ତାହା ପରେ ଆସି ତୁମ୍ଭର ନୈବେଦ୍ୟ ଉତ୍ସର୍ଗ କର।


ତହିଁରେ ରୂତ ସକାଳ ଯାଏ ତାହାର ପାଦ ନିକଟରେ ଶୋଇ ରହିଲା, ପୁଣି କେହି କାହାକୁ ଚିହ୍ନି ପାରିବା ସମୟ ପୂର୍ବେ ସେ ଉଠିଲା କାରଣ ବୋୟଜ କହିଲା, “ଖଳାକୁ ଏ ସ୍ତ୍ରୀ ଯେ ଆସିଥିଲା, ଏହା ଜଣା ନ ଯାଉ।”


Swiv nou:

Piblisite


Piblisite