ରୋମୀୟ 13:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପ୍ରେମ ପ୍ରତିବାସୀର ଅନିଷ୍ଟ କରେ ନାହିଁ; ଅତଏବ, ପ୍ରେମ ବ୍ୟବସ୍ଥା ସଫଳ କରେ। Gade chapit laପବିତ୍ର ବାଇବଲ (Re-edited) - (BSI)10 ପ୍ରେମ ପ୍ରତିବାସୀର ଅନିଷ୍ଟ କରେ ନାହିଁ; ଅତଏବ, ପ୍ରେମ ବ୍ୟବସ୍ଥା ସଫଳ କରେ। Gade chapit laଓଡିଆ ବାଇବେଲ10 ପ୍ରେମ ପ୍ରତିବାସୀର ଅନିଷ୍ଟ କରେ ନାହିଁ; ଅତଏବ, ପ୍ରେମ ମୋଶାଙ୍କ ବ୍ୟବସ୍ଥା ସଫଳ କରେ । Gade chapit laପବିତ୍ର ବାଇବଲ (CL) NT (BSI)10 ତୁମେ ଜଣକୁ ପ୍ରେମ କରୁଥିଲେ, ତା’ ପ୍ରତି କେବେ ଅନ୍ୟାୟ କରିବ ନାହିଁ। ତେଣୁ ପ୍ରେମ କରିବା ଦ୍ୱାରା ହିଁ ସମସ୍ତ ବ୍ୟବସ୍ଥା ପାଳନ କରାଯାଏ। Gade chapit laପବିତ୍ର ବାଇବଲ10 ପ୍ରେମ ଅନ୍ୟ ଲୋକକୁ ଆଘାତ କରେ ନାହିଁ, ଅତଏବ ପ୍ରେମ କରିବା ସମ୍ପୂର୍ଣ୍ଣ ବ୍ୟବସ୍ଥା ପାଳନର ସମକକ୍ଷ। Gade chapit la |