ରୋମୀୟ 13:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଯାହାଙ୍କର ଯାହା ପ୍ରାପ୍ୟ, ତାହାଙ୍କୁ ତାହା ଦିଅ; ଯାହାଙ୍କୁ ରାଜସ୍ୱ ଦେବାକୁ ହୁଏ, ତାହାଙ୍କୁ ରାଜସ୍ୱ ଦିଅ; ଯାହାଙ୍କୁ ଶୁଳ୍କ ଦେବାକୁ ହୁଏ, ତାହାଙ୍କୁ ଶୁଳ୍କ ଦିଅ; ଯାହାଙ୍କୁ ଭୟ କରିବାକୁ ହୁଏ, ତାହାଙ୍କୁ ଭୟ କର; ଯାହାଙ୍କୁ ସମାଦର କରିବାକୁ ହୁଏ, ତାହାଙ୍କୁ ସମାଦର କର। Gade chapit laପବିତ୍ର ବାଇବଲ (Re-edited) - (BSI)7 ଯାହାଙ୍କର ଯାହା ପ୍ରାପ୍ୟ, ତାହାଙ୍କୁ ତାହା ଦିଅ; ଯାହାଙ୍କୁ ରାଜସ୍ଵ ଦେବାକୁ ହୁଏ, ତାହାଙ୍କୁ ରାଜସ୍ଵ ଦିଅ; ଯାହାଙ୍କୁ ଶୁଳ୍କ ଦେବାକୁ ହୁଏ, ତାହାଙ୍କୁ ଶୁଳ୍କ ଦିଅ; ଯାହାଙ୍କୁ ଭୟ କରିବାକୁ ହୁଏ, ତାହାଙ୍କୁ ଭୟ କର; ଯାହାଙ୍କୁ ସମାଦର କରିବାକୁ ହୁଏ, ତାହାଙ୍କୁ ସମାଦର କର। Gade chapit laଓଡିଆ ବାଇବେଲ7 ଯାହାଙ୍କର ଯାହା ପ୍ରାପ୍ୟ, ତାହାଙ୍କୁ ତାହା ଦିଅ; ଯାହାଙ୍କୁ ରାଜସ୍ୱ ଦେବାକୁ ହୁଏ, ତାହାଙ୍କୁ ରାଜସ୍ୱ ଦିଅ; ଯାହାଙ୍କୁ ଶୁଳ୍କ ଦେବାକୁ ହୁଏ, ତାହାଙ୍କୁ ଶୁଳ୍କ ଦିଅ; ଯାହାଙ୍କୁ ଭୟ କରିବାକୁ ହୁଏ, ତାହାଙ୍କୁ ଭୟ କର; ଯାହାଙ୍କୁ ସମାଦର କରିବାକୁ ହୁଏ, ତାହାଙ୍କୁ ସମାଦର କର । Gade chapit laପବିତ୍ର ବାଇବଲ (CL) NT (BSI)7 ତେଣୁ ସେମାନଙ୍କର ଯାହା ପ୍ରାପ୍ୟ, ତାହା ଦେଇ ଦିଅ। ରାଜସ୍ୱ ବା ଶୁଳ୍କ ତୁମର ଯାହା ଦେୟ, ତାହା ପଇଠ କରି ଦିଅ ଏବଂ ସେମାନଙ୍କୁ ଯଥୋଚିତ ଶ୍ରଦ୍ଧା ଓ ସମ୍ମାନ ପ୍ରଦର୍ଶନ କର। Gade chapit laପବିତ୍ର ବାଇବଲ7 ସମାଜରେ ଯାହାଙ୍କର ଯାହା ପ୍ରାପ୍ୟ ତାହାଙ୍କୁ ତାହା ଦିଅ। ଯାହାଙ୍କୁ ଶୁଳ୍କ ଦେବା କଥା ତାହାଙ୍କୁ ସମସ୍ତ ପ୍ରକାରର ଶୁଳ୍କ ଦେଇ ଦିଅ। ଯାହାଙ୍କୁ ଭୟ ସହିତ ଆଦର କରିବା କଥା ସେମାନଙ୍କୁ ଭୟ ଓ ଆଦର କର। ଯାହାଙ୍କୁ ସମ୍ମାନ ଦେବା କଥା ସେମାନଙ୍କୁ ସମ୍ମାନ ଦିଅ। Gade chapit la |