Biblia Todo Logo
Bib sou entènèt

- Piblisite -




ରୋମୀୟ 14:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ମୁଁ ଜାଣେ ଓ ପ୍ରଭୁ ଯୀଶୁଙ୍କଠାରେ ନିଶ୍ଚୟ ଜ୍ଞାନ କରେ ଯେ, କୌଣସି ବିଷୟ ନିଜେ ଅଶୁଚି ନୁହେଁ, କିନ୍ତୁ ଯେଉଁ ଜଣ କୌଣସି ପଦାର୍ଥକୁ ଅଶୁଚି ବୋଲି ଜ୍ଞାନ କରେ, କେବଳ ତାହାରି ପ୍ରତି ତାହା ଅଶୁଚି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ମୁଁ ଜାଣେ ଓ ପ୍ରଭୁ ଯୀଶୁଙ୍କଠାରେ ନିଶ୍ଚୟ ଜ୍ଞାନ କରେ ଯେ, କୌଣସି ବିଷୟ ନିଜେ ଅଶୁଚି ନୁହେଁ, କିନ୍ତୁ ଯେଉଁ ଜଣ କୌଣସି ପଦାର୍ଥକୁ ଅଶୁଚି ବୋଲି ଜ୍ଞାନ କରେ, କେବଳ ତାହାରି ପ୍ରତି ତାହା ଅଶୁଚି।

Gade chapit la Kopi

ଓଡିଆ ବାଇବେଲ

14 ମୁଁ ଜାଣେ ଓ ପ୍ରଭୁ ଯୀଶୁଙ୍କଠାରେ ନିଶ୍ଚୟ ଜ୍ଞାନ କରେ ଯେ, କୌଣସି ବିଷୟ ନିଜେ ଅଶୁଚି ନୁହେଁ, କିନ୍ତୁ ଯେଉଁ ଜଣ କୌଣସି ପଦାର୍ଥକୁ ଅଶୁଚି ବୋଲି ଜ୍ଞାନ କରେ, କେବଳ ତାହାରି ପ୍ରତି ତାହା ଅଶୁଚି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ଯୀଶୁଙକଠାରୁ ନିର୍ଦ୍ଦେଶ ପାଇ ନିଶ୍ଚିତଭାବେ କହୁଛି, କୌଣସି ଖାଦ୍ୟ ଅଶୁଚି ନୁହେଁ। କିନ୍ତୁ ଯଦି କେହି କୌଣସି ଖାଦ୍ୟ ଅଶୁଚି ବୋଲି ବିଶ୍ୱାସ କରେ, ତା’ ପାଇଁ ତାହା ଅଶୁଚି ହୁଏ।

Gade chapit la Kopi

ପବିତ୍ର ବାଇବଲ

14 ମୁଁ ପ୍ରଭୁ ଯୀଶୁଙ୍କଠାରେ ରହିଥିବାରୁ, ମୁଁ ଜାଣେ ଯେ, ନିଶ୍ଚୟ କୌମସି ଭୋଜନ ଆପେ ଆପେ ଅଶୁଚି ହୁଏ ନାହିଁ। କିନ୍ତୁ ଯଦି ଜଣେ କୌଣସି ଖାଦ୍ୟକୁ ଅଶୁଚି ବୋଲି ବିଶ୍ୱାସ କରେ, ସେହି ଖାଦ୍ୟ ତା’ ପାଇଁ ଅଶୁଚି ହୁଏ।

Gade chapit la Kopi




ରୋମୀୟ 14:14
12 Referans Kwoze  

ଶୁଚି ଲୋକମାନଙ୍କ ନିମନ୍ତେ ସମସ୍ତ ହିଁ ଶୁଚି; କିନ୍ତୁ କଳୁଷିତ ଓ ଅବିଶ୍ୱାସୀମାନଙ୍କ ନିମନ୍ତେ କୌଣସି ବିଷୟ ଶୁଚି ନୁହେଁ। ବରଂ ସେମାନଙ୍କ ମନ ଓ ବିବେକ ଉଭୟ ହିଁ କଳୁଷିତ।


ସମସ୍ତ ପଦାର୍ଥ ଭୋଜନ କରିବା ନିମନ୍ତେ ଜଣେ ଲୋକର ବିଶ୍ୱାସ ଅଛି, କିନ୍ତୁ ଯେ ବିଶ୍ୱାସରେ ଦୁର୍ବଳ, ସେ କେବଳ ଶାକ ଭୋଜନ କରେ।


ତଥାପି ସମସ୍ତଙ୍କର ଏହି ଜ୍ଞାନ ନାହିଁ; କିନ୍ତୁ କେତେକ ଲୋକ ଏପର୍ଯ୍ୟନ୍ତ ଦେବତା ଅଛି ବୋଲି ଭାବି ଦେବପ୍ରସାଦ ଭୋଜନ କରନ୍ତି, ଆଉ ସେମାନଙ୍କର ବିବେକ ଦୁର୍ବଳ ଥିବାରୁ କଳୁଷିତ ହୁଏ।


କାରଣ ଈଶ୍ବରଙ୍କ ସମସ୍ତ ସୃଷ୍ଟ ବସ୍ତୁ ଉତ୍ତମ, ପୁଣି, ଧନ୍ୟବାଦ ସହ ଗ୍ରହଣ କଲେ କୌଣସି ବିଷୟ ଅଗ୍ରହଣୀୟ ନୁହେଁ,


କାରଣ ଜ୍ଞାନୀ ଯେ ତୁମ୍ଭେ, ତୁମ୍ଭକୁ ଯଦି କେହି ପ୍ରତିମାର ମନ୍ଦିରରେ ଭୋଜନରେ ବସିବାର ଦେଖେ, ତେବେ ସେ ଦୁର୍ବଳ ହୋଇଥିଲେ ତାହାର ବିବେକ କଅଣ ଦେବପ୍ରସାଦ ଭୋଜନ କରିବାକୁ ସାହସିକ ହେବ ନାହିଁ?


ଆଉ ସେ ସେମାନଙ୍କୁ କହିଲେ, କୌଣସି ଅଣଯିହୁଦୀ ସାଙ୍ଗରେ ମିଶିବା କିମ୍ବା ତାହା ପାଖକୁ ଯିବା ଯିହୁଦୀ ଲୋକ ପକ୍ଷରେ କିପରି ବିଧିସଙ୍ଗତ ନୁହେଁ, ତାହା ଆପଣମାନେ ଜାଣନ୍ତି; ତଥାପି କୌଣସି ଲୋକକୁ ଅପବିତ୍ର କି ଅଶୁଚି ବୋଲି ନ କହିବାକୁ ଈଶ୍ବର ମୋତେ ଦେଖାଇଅଛନ୍ତି।


ବଜାରରେ ଯାହା ବିକ୍ରୟ ହୁଏ, ବିବେକ ସକାଶେ କିଛି ନ ପଚାରି ତାହା ଭୋଜନ କର,


କିନ୍ତୁ ଯେ ସନ୍ଦେହ କରି ଭୋଜନ କରେ, ସେ ଦଣ୍ଡନୀୟ ହୁଏ, କାରଣ ସେ ବିଶ୍ୱାସରେ ଭୋଜନ କରେ ନାହିଁ; ଆଉ ଯାହା କିଛି ବିଶ୍ୱାସରୁ ହୁଏ ନାହିଁ, ତାହା ପାପ।


ଖାଦ୍ୟ ସକାଶେ ଈଶ୍ବରଙ୍କର କର୍ମ ନଷ୍ଟ କର ନାହିଁ। ସମସ୍ତ ବିଷୟ ଅବଶ୍ୟ ଶୁଚି; ତଥାପି ଯେଉଁ ଲୋକ ଯାହା ଭୋଜନ କରି ବାଧା ପାଏ, ତାହା ପକ୍ଷରେ ତାହା ମନ୍ଦ।


ସେମାନେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ କେତେକଙ୍କୁ ଅଶୁଚି, ଅର୍ଥାତ୍‍ ଅଧୁଆ ହାତରେ ଖାଇବା ଦେଖିଲେ।


Swiv nou:

Piblisite


Piblisite