ରୋମୀୟ 14:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଯେ ଭୋଜନ କରେ, ସେ ଭୋଜନ ନ କରିବା ଲୋକକୁ ତୁଚ୍ଛ ନ କରୁ; ପୁଣି, ଯେ ଭୋଜନ କରେ ନାହିଁ, ସେ ଭୋଜନ କରିବା ଲୋକର ବିଚାର ନ କରୁ, କାରଣ ଈଶ୍ବର ତାହାକୁ ଗ୍ରହଣ କରିଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)3 ଯେ ଭୋଜନ କରେ, ସେ ଭୋଜନ ନ କରିବା ଲୋକକୁ ତୁଚ୍ଛ ନ କରୁ; ପୁଣି ଯେ ଭୋଜନ କରେ ନାହିଁ, ସେ ଭୋଜନ କରିବା ଲୋକର ବିଚାର ନ କରୁ, କାରଣ ଈଶ୍ଵର ତାକୁ ଗ୍ରହଣ କରିଅଛନ୍ତି। Gade chapit laଓଡିଆ ବାଇବେଲ3 ଯେ ଭୋଜନ କରେ, ସେ ଭୋଜନ ନ କରିବା ଲୋକକୁ ତୁଚ୍ଛ ନ କରୁ; ପୁଣି, ଯେ ଭୋଜନ କରେ ନାହିଁ, ସେ ଭୋଜନ କରିବା ଲୋକର ବିଚାର ନ କରୁ, କାରଣ ଈଶ୍ୱର ତାକୁ ଗ୍ରହଣ କରିଅଛନ୍ତି । Gade chapit laପବିତ୍ର ବାଇବଲ (CL) NT (BSI)3 ଯେ କୌଣସି ଖାଦ୍ୟ ଖାଇବାକୁ ଯାହାର ଆପତ୍ତି ନାହି, ସେ ନିରାମିଷାଶୀକୁ ଦୋଷୀ ମନେ ନ କରୁ। କାରଣ ଈଶ୍ୱର ତାକୁ ମଧ୍ୟ ଗ୍ରହଣ କରିଛନ୍ତି। Gade chapit laପବିତ୍ର ବାଇବଲ3 ଯେଉଁ ଲୋକ ସମସ୍ତ ପ୍ରକାର ଖାଦ୍ୟ ଖାଇପାରେ ସେ ଗର୍ବ କରିବା ଉଚିତ୍ ନୁହେଁ ଯେ, ସେ ଶାକାହାରୀ ଲୋକଠାରୁ ଅଧିକ ଭଲ। ସେହିପରି ଶାକାହାରୀ ଲୋକ ସ୍ଥିର ନ କରୁ ଯେ, ସମସ୍ତ ପ୍ରକାର ଭୋଜନ କରୁଥିବା ଲୋକ ମନ୍ଦ ଅଟେ। ପରମେଶ୍ୱର ତାହାକୁ ଗ୍ରହଣ କରିଛନ୍ତି। Gade chapit la |