Biblia Todo Logo
Bib sou entènèt

- Piblisite -




ରୋମୀୟ 14:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 କାରଣ ଆମ୍ଭମାନଙ୍କ ମଧ୍ୟରୁ କେହି ଆପଣା ଉଦ୍ଦେଶ୍ୟରେ ବଞ୍ଚେ ନାହିଁ ଏବଂ ଆପଣା ଉଦ୍ଦେଶ୍ୟରେ ମରେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 କାରଣ ଆମ୍ଭମାନଙ୍କ ମଧ୍ୟରୁ କେହି ଆପଣା ଉଦ୍ଦେଶ୍ୟରେ ବଞ୍ଚେ ନାହିଁ ଏବଂ ଆପଣା ଉଦ୍ଦେଶ୍ୟରେ ମରେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

7 କାରଣ ଆମ୍ଭମାନଙ୍କ ମଧ୍ୟରୁ କେହି ଆପଣା ଉଦ୍ଦେଶ୍ୟରେ ବଞ୍ଚେ ନାହିଁ ଏବଂ ଆପଣା ଉଦ୍ଦେଶ୍ୟରେ ମରେ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 କେହି କେବଳ ନିଜ ପାଇଁ ବଞ୍ଚେ ନାହିଁ, କିମ୍ବା ନିଜ ପାଇଁ ମରେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

7 ଆମ୍ଭେ ସମସ୍ତେ ନିଜ ପାଇଁ ନୁହେଁ କିନ୍ତୁ ପ୍ରଭୁଙ୍କ ପାଇଁ ଜୀବିତ ବା ମୃତ୍ୟୁବରଣ କରୁ।

Gade chapit la Kopi




ରୋମୀୟ 14:7
10 Referans Kwoze  

ଯେପରି ତୁମ୍ଭେମାନେ ଜାଗତିକ ଜୀବନର ଅବଶିଷ୍ଟ କାଳ ମନୁଷ୍ୟର କୁଅଭିଳାଷ ଅନୁସାରେ କ୍ଷେପଣ ନ କରି ଈଶ୍ବରଙ୍କ ଇଚ୍ଛାନୁସାରେ କ୍ଷେପଣ କର।


ଆଉ ସେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ଯେପରି ଯେଉଁମାନେ ଜୀବିତ, ସେମାନେ ଆଉ ଆପଣା ଆପଣା ନିମନ୍ତେ ଜୀବନଯାପନ ନ କରି ବରଂ ଯେ ସେମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ ଓ ଉତ୍ଥିତ ହେଲେ, ତାହାଙ୍କ ନିମନ୍ତେ ଜୀବନଯାପନ କରନ୍ତି।


ସେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ଯେପରି ଆମ୍ଭେମାନେ ଜାଗ୍ରତ ଥାଉ କିମ୍ବା ନିଦ୍ରିତ ଥାଉ ତାହାଙ୍କ ସହିତ ଜୀବିତ ରହିବୁ।


ସେହି ଖ୍ରୀଷ୍ଟ ଯୀଶୁ ଆମ୍ଭମାନଙ୍କୁ ସମସ୍ତ ଅଧର୍ମରୁ ମୁକ୍ତ କରିବାକୁ ଓ ଆପଣା ନିମନ୍ତେ ସତ୍କର୍ମରେ ଉଦ୍‌ଯୋଗୀ ନିଜସ୍ୱ ଲୋକ ସ୍ୱରୂପେ ଶୁଦ୍ଧ କରିବାକୁ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ।


କାରଣ ଖ୍ରୀଷ୍ଟ ଯେପରି ମୃତ ଓ ଜୀବିତ ଉଭୟଙ୍କ ପ୍ରଭୁ ହୁଅନ୍ତି, ସେହି ଉଦ୍ଦେଶ୍ୟରେ ସେ ମୃତ୍ୟୁଭୋଗ କଲେ, ପୁଣି, ପୁନର୍ଜୀବିତ ହେଲେ।


ହଁ, ଯିରୂଶାଲମର ଓ ଯିହୁଦାର ହାଣ୍ଡିସବୁ ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ଆଉ, ଯଜ୍ଞକାରୀ ସମସ୍ତେ ଆସି ସେହି ହାଣ୍ଡି ମଧ୍ୟରୁ ନେଇ ରୋଷେଇ କରିବେ ଓ ତହିଁରେ ପାକ କରିବେ; ପୁଣି, ସେହି ଦିନ ସୈନ୍ୟାଧିପତି ସଦାପ୍ରଭୁଙ୍କ ଗୃହରେ କିଣାନୀୟ କୌଣସି ଲୋକ ଆଉ ନ ଥିବ।


କାରଣ ମୃତ୍ୟୁ କି ଜୀବନ, ଦୂତ କି କର୍ତ୍ତାପଣ, ବର୍ତ୍ତମାନ କି ଭବିଷ୍ୟତ କି ପରାକ୍ରମ,


Swiv nou:

Piblisite


Piblisite