ରୋମୀୟ 14:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 କାରଣ ଖ୍ରୀଷ୍ଟ ଯେପରି ମୃତ ଓ ଜୀବିତ ଉଭୟଙ୍କ ପ୍ରଭୁ ହୁଅନ୍ତି, ସେହି ଉଦ୍ଦେଶ୍ୟରେ ସେ ମୃତ୍ୟୁଭୋଗ କଲେ, ପୁଣି, ପୁନର୍ଜୀବିତ ହେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)9 କାରଣ ଖ୍ରୀଷ୍ଟ ଯେପରି ମୃତ ଓ ଜୀବିତ ଉଭୟଙ୍କ ପ୍ରଭୁ ହୁଅନ୍ତି, ସେହି ଉଦ୍ଦେଶ୍ୟରେ ସେ ମୃତ୍ୟୁଭୋଗ କଲେ, ପୁଣି ପୁନର୍ଜୀବିତ ହେଲେ। Gade chapit laଓଡିଆ ବାଇବେଲ9 କାରଣ ଖ୍ରୀଷ୍ଟ ଯେପରି ମୃତ ଓ ଜୀବିତ ଉଭୟଙ୍କ ପ୍ରଭୁ ହୁଅନ୍ତି, ସେହି ଉଦ୍ଦେଶ୍ୟରେ ସେ ମୃତ୍ୟୁଭୋଗ କଲେ, ପୁଣି, ପୁନର୍ଜୀବିତ ହେଲେ । Gade chapit laପବିତ୍ର ବାଇବଲ (CL) NT (BSI)9 କାରଣ ଖ୍ରୀଷ୍ଟ ମୃତ୍ୟୁବରଣ କରି ପୁନରୁତ୍ଥିତ ହେବା ଦ୍ୱାରା ଉଭୟ ଜୀବିତ ଓ ମୃତ ସମସ୍ତଙ୍କର ସେ ପ୍ରଭୁ ହୋଇ ପାରିଛନ୍ତି। Gade chapit laପବିତ୍ର ବାଇବଲ9 ସେଥିପାଇଁ ଖ୍ରଷ୍ଟ ମୃତ୍ୟୁ ବରଣ କଲେ ଓ ମୃତ୍ୟୁରୁ ପୂନଃ ଜୀବିତ ହେଲେ। ଖ୍ରୀଷ୍ଟ ଏପରି କରିବାର କାରଣ ଯେ, ଯେଉଁମାନେ ମରି ସାରିଛନ୍ତି ଓ ଯେଉଁମାନେ ଜୀବିତ ଅଛନ୍ତି, ସେ ସମସ୍ତଙ୍କର ପ୍ରଭୁ ହୋଇ ପାରିବେ। Gade chapit la |