ରୋମୀୟ 15:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ବିଶ୍ୱାସରେ ବଳବାନ ଯେ ଆମ୍ଭେମାନେ, ଦୁର୍ବଳମାନଙ୍କ ଦୁର୍ବଳତା ସହିବା ଆମ୍ଭମାନଙ୍କର ଉଚିତ, ଆଉ ନିଜ ନିଜର ସୁଖ ଚେଷ୍ଟା କରିବା ଉଚିତ୍ ନୁହେଁ। Gade chapit laପବିତ୍ର ବାଇବଲ (Re-edited) - (BSI)1 ବିଶ୍ଵାସରେ ବଳବାନ ଯେ ଆମ୍ଭେମାନେ, ଦୁର୍ବଳମାନଙ୍କ ଦୁର୍ବଳତା ସହିବା ଆମ୍ଭମାନଙ୍କର ଉଚିତ, ଆଉ ନିଜ ନିଜର ସୁଖ ଚେଷ୍ଟା କରିବା ଉଚିତ ନୁହେଁ। Gade chapit laଓଡିଆ ବାଇବେଲ1 ବିଶ୍ୱାସରେ ବଳବାନ ଯେ ଆମ୍ଭେମାନେ, ଦୁର୍ବଳମାନଙ୍କ ଦୁର୍ବଳତା ସହିବା ଆମ୍ଭମାନଙ୍କର ଉଚିତ, ଆଉ ନିଜ ନିଜର ସୁଖ ଚେଷ୍ଟା କରିବା ଉଚିତ ନୁହେଁ । Gade chapit laପବିତ୍ର ବାଇବଲ (CL) NT (BSI)1 ଯେଉଁମାନେ ବିଶ୍ୱାସରେ ବଳିଷ୍ଠ, ସେମାନ ଦୁର୍ବଳ ବିଶ୍ୱାସୀ ଭାଇର ଦୋଷ ଦୁର୍ବଳତା ପ୍ରତି ସହନଶୀଳ ହୁଅନ୍ତୁ। କେହି କେବଳ ନିଜକୁ ଖୁସି କରିବା ପାଇଁ ଇଚ୍ଛା ନ କରୁ। Gade chapit laପବିତ୍ର ବାଇବଲ1 ଆମ୍ଭେ ଆମ୍ଭର ବିଶ୍ୱାସ ପାଇଁ ବଳବାନ୍ ଅଟୁ। ଅତଏବ, ଦୁର୍ବଳ ଲୋକମାନଙ୍କୁ ଆମ୍ଭେ ସାହାଯ୍ୟ କରିବା ଉଚିତ୍ ଏବଂ ସେମାନଙ୍କର ଦୁର୍ବଳତାରୁ ସେମାନଙ୍କୁ ଉଦ୍ଧାର କରିବା। ଆମ୍ଭେ କେବଳ ନିଜକୁ ଖୁସୀ ରଖିବା ପାଇଁ ଚେଷ୍ଟା କରିବା ଉଚିତ୍ ନୁହେଁ। Gade chapit la |
ବତ୍ସଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, କାରଣ ତୁମ୍ଭେମାନେ ପିତାଙ୍କୁ ଜାଣିଅଛ। ହେ ପିତୃଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, କାରଣ ଯେ ଆଦ୍ୟରୁ ଅଛନ୍ତି, ତାହାଙ୍କୁ ତୁମ୍ଭେମାନେ ଜାଣିଅଛ। ହେ ଯୁବକମାନେ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, କାରଣ ତୁମ୍ଭେମାନେ ବଳବାନ, ପୁଣି, ଈଶ୍ବରଙ୍କ ବାକ୍ୟ ତୁମ୍ଭମାନଙ୍କଠାରେ ଅଛି ଓ ତୁମ୍ଭେମାନେ ପାପାତ୍ମାକୁ ଜୟ କରିଅଛ।