ରୋମୀୟ 15:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଏହି ପ୍ରକାରେ ଯିରୂଶାଲମଠାରୁ ଇଲ୍ଲୁରିକ ଦେଶ ପର୍ଯ୍ୟନ୍ତ ଚତୁର୍ଦ୍ଦିଗରେ ମୁଁ ଖ୍ରୀଷ୍ଟଙ୍କ ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାର କରିଅଛି, Gade chapit laପବିତ୍ର ବାଇବଲ (Re-edited) - (BSI)19 ଏହିପ୍ରକାରେ ଯିରୂଶାଲମଠାରୁ ଇଲ୍ଲୁରିକ ପର୍ଯ୍ୟନ୍ତ ଚତୁର୍ଦ୍ଦିଗରେ ମୁଁ ଖ୍ରୀଷ୍ଟଙ୍କ ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାର କରିଅଛି, Gade chapit laଓଡିଆ ବାଇବେଲ19 ଏହି ପ୍ରକାରେ ଯିରୂଶାଲମଠାରୁ ଇଲ୍ଲୁରିକ ପର୍ଯ୍ୟନ୍ତ ଚତୁର୍ଦ୍ଦିଗରେ ମୁଁ ଖ୍ରୀଷ୍ଟଙ୍କ ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାର କରିଅଛି, Gade chapit laପବିତ୍ର ବାଇବଲ (CL) NT (BSI)19 ଏହା ସେ କରିଛନ୍ତି, ବାକ୍ୟ ଓ କର୍ମ ଦ୍ୱାରା ଓ ଈଶ୍ୱରଙ୍କ ଆତ୍ମାଙ୍କ ଶକ୍ତିରେ। ତେଣୁ ମୁଁ ଯିରୂଶାଲମଠାରୁ ଇଲିରିକମକୁ ଯାତ୍ରା କରିବାବେଳେ ପଥ ମଧ୍ୟରେ ଖ୍ରୀଷ୍ଟଙ୍କ ଶୁଭବାର୍ତ୍ତା ବିଶଦଭାବେ ପ୍ରଚାର କରିଛି। Gade chapit laପବିତ୍ର ବାଇବଲ19 ସେମାନେ ଆଶ୍ଚର୍ଯ୍ୟକର୍ମ ଓ ଅଦ୍ଦ୍ଭୂତ ଘଟଣା ମାଧ୍ୟମରେ ପବିତ୍ରଆତ୍ମାଙ୍କର ଶକ୍ତିରେ ପରମେଶ୍ୱରଙ୍କୁ ମାନିଛନ୍ତି। ମୁଁ ଯିରୁଶାଲମଠାରୁ ଇଲ୍ଲୁରିକ ଗ୍ଭରିପଟ ଅଞ୍ଚଳରେ ଖ୍ରୀଷ୍ଟଙ୍କ ସୁସମାଗ୍ଭର ପ୍ରଗ୍ଭର କଲି ଓ ମୋର ସେହି କାର୍ଯ୍ୟ ସମାପ୍ତ କଲି। Gade chapit la |
ଏହି ସମସ୍ତ ବିଷୟରେ ସେମାନେ ଯେ ଆପଣା ଆପଣାର ସେବା ନ କରି ତୁମ୍ଭମାନଙ୍କର ସେବା କରୁଥିଲେ, ଏହା ସେମାନଙ୍କ ନିକଟରେ ପ୍ରକାଶିତ ହୋଇଥିଲା, ଆଉ, ସେହି ସମସ୍ତ ବିଷୟ ସ୍ୱର୍ଗରୁ ପ୍ରେରିତ ପବିତ୍ର ଆତ୍ମାଙ୍କ ଶକ୍ତିରେ ତୁମ୍ଭମାନଙ୍କ ନିକଟରେ ସୁସମାଚାର ପ୍ରଚାରକମାନଙ୍କ ଦ୍ୱାରା ଏବେ ତୁମ୍ଭମାନଙ୍କୁ ଜଣାଇ ଦିଆଯାଇଅଛି; ସେହିସବୁ ବିଷୟ ଦୂତମାନେ ମଧ୍ୟ ନିରୀକ୍ଷଣ କରିବାକୁ ଇଚ୍ଛା କରନ୍ତି।