Biblia Todo Logo
Bib sou entènèt

- Piblisite -




ରୋମୀୟ 15:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ହଁ, ଯେପରି ମୁଁ ଅନ୍ୟ ଲୋକର ମୂଳଦୁଆ ଉପରେ ନ ଗଢ଼େ, ଏଥିନିମନ୍ତେ ଯେଉଁ ସ୍ଥାନରେ ଖ୍ରୀଷ୍ଟଙ୍କ ନାମ ଉଚ୍ଚାରିତ ହୋଇ ନାହିଁ, ଏପରି ସ୍ଥାନରେ ସୁସମାଚାର ପ୍ରଚାର କରିବା ପାଇଁ ମୁଁ ଲକ୍ଷ୍ୟ କରି ଆସିଅଛି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ହଁ, ଯେପରି ମୁଁ ଅନ୍ୟ ଲୋକର ମୂଳଦୂଆ ଉପରେ ନ ଗଢ଼େ, ଏଥିନିମନ୍ତେ ଯେଉଁ ସ୍ଥାନରେ ଖ୍ରୀଷ୍ଟଙ୍କ ନାମ ଉଚ୍ଚାରିତ ହୋଇ ନାହିଁ, ଏପରି ସ୍ଥାନରେ ସୁସମାଚାର ପ୍ରଚାର କରିବା ପାଇଁ ମୁଁ ଲକ୍ଷ୍ୟ କରି ଆସିଅଛି;

Gade chapit la Kopi

ଓଡିଆ ବାଇବେଲ

20 ହଁ, ଯେପରି ମୁଁ ଅନ୍ୟ ଲୋକର ମୂଳଦୂଆ ଉପରେ ନ ଗଢ଼େ, ଏଥି ନିମନ୍ତେ ଯେଉଁ ସ୍ଥାନରେ ଖ୍ରୀଷ୍ଟଙ୍କ ନାମ ଉଚ୍ଚାରିତ ହୋଇ ନାହିଁ, ଏପରି ସ୍ଥାନରେ ସୁସମାଚାର ପ୍ରଚାର କରିବା ପାଇଁ ମୁଁ ଲକ୍ଷ୍ୟ କରି ଆସିଅଛି;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

20 ଯେଉଁ ସ୍ଥାନମାନଙ୍କରେ ଲୋକେ ଖ୍ରୀଷ୍ଟଙ୍କ ବିଷୟରେ ଶୁଣି ନାହାନ୍ତି, ସେଠାରେ ତାଙ୍କ ବାର୍ତ୍ତା ପ୍ରଚାର କରିବା ମୋର ଲକ୍ଷ୍ୟ, କାରଣ ଅନ୍ୟମାନେ ପକାଇଥିବା ମୂଳଦୁଆ ଉପରେ ଗୃହ ନିର୍ମାଣ ମୁଁ ଚାହେଁ ନାହିଁ।

Gade chapit la Kopi

ପବିତ୍ର ବାଇବଲ

20 ମୁଁ ସେହି ଜାଗାମାନଙ୍କରେ ଯୀଶୁ ଖ୍ରୀଷ୍ଟଙ୍କର ସୁସମାଗ୍ଭର ପ୍ରଗ୍ଭର କରିବାକୁ ଇଚ୍ଛା କରେ, ଯେଉଁଠାରେ ଖ୍ରୀଷ୍ଟଙ୍କର ନାମ ମଧ୍ୟ ଲୋକମାନେ ଶୁଣି ନାହାନ୍ତି। ଏପରି କରିବା ଉଲେଖ୍ୟ ଯେ, ଅନ୍ୟ ଲୋକ ଦ୍ୱାରା ଆରମ୍ଭ କରା ଯାଇଥିବା ମୂଳଦୁଆ ଉପରେ କାର୍ଯ୍ୟକୁ ଯେପରି ମୁଁ ଆଉଥରେ ନ କରେ।

Gade chapit la Kopi




ରୋମୀୟ 15:20
6 Referans Kwoze  

ଅତଏବ, ରୋମବାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ନିକଟରେ ମଧ୍ୟ ସୁସମାଚାର ପ୍ରଚାର କରିବାକୁ ମୁଁ ଇଚ୍ଛୁକ ଅଟେ।


ପୁଣି, ପ୍ରେରିତ ନ ହେଲେ କିପରି ପ୍ରଚାର କରିବେ? ଯେପରି ଲେଖାଅଛି, “ଯେଉଁମାନେ ଶୁଭ ବିଷୟର ସୁସମାଚାର ଆଣନ୍ତି, ସେମାନଙ୍କର ପାଦ କିପରି ଶୋଭାଯୁକ୍ତ।”


କାରଣ ଅଣଯିହୁଦୀମାନେ ଯେପରି ପବିତ୍ର ଆତ୍ମାଙ୍କ ଦ୍ୱାରା ପବିତ୍ରୀକୃତ ହୋଇ ନୈବେଦ୍ୟ ସ୍ୱରୂପେ ସୁଗ୍ରାହ୍ୟ ହୁଅନ୍ତି, ଏଥିନିମନ୍ତେ ସେମାନଙ୍କ ନିକଟରେ ଖ୍ରୀଷ୍ଟ ଯୀଶୁଙ୍କ ସେବକ ହୋଇ ଈଶ୍ବରଙ୍କ ସୁସମାଚାରର ଯାଜକତ୍ୱ କରିବା ପାଇଁ ମୋତେ ସେହି ଅନୁଗ୍ରହ ଦତ୍ତ ହୋଇଅଛି।


Swiv nou:

Piblisite


Piblisite