Biblia Todo Logo
Bib sou entènèt

- Piblisite -




ରୋମୀୟ 15:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଏହି କାରଣରୁ ମଧ୍ୟ ମୁଁ ତୁମ୍ଭମାନଙ୍କ ନିକଟକୁ ଯିବା ନିମନ୍ତେ ଅନେକ ଥର ରୋକାଯାଇଅଛି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଏହି କାରଣରୁ ମଧ୍ୟ ମୁଁ ତୁମ୍ଭମାନଙ୍କ ନିକଟକୁ ଯିବା ନିମନ୍ତେ ଅନେକ ଥର ବାଧା ପାଇ ଆସୁଅଛି;

Gade chapit la Kopi

ଓଡିଆ ବାଇବେଲ

22 ଏହି କାରଣରୁ ମଧ୍ୟ ମୁଁ ତୁମ୍ଭମାନଙ୍କ ନିକଟକୁ ଯିବା ନିମନ୍ତେ ଅନେକ ଥର ବାଧା ପାଇ ଆସୁଅଛି;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

22 ଅନେକ ଥର ତୁମ୍ଭମାନଙ୍କ ନିକଟକୁ ଆସିବା ପାଇଁ ମୋର ସଙ୍କଳ୍ପ ବ୍ୟର୍ଥ ହୋଇଛି।

Gade chapit la Kopi

ପବିତ୍ର ବାଇବଲ

22 ସେଥିପାଇଁ ଅନେକ ଥର ମୋତେ ତୁମ୍ଭମାନଙ୍କ ପାଖକୁ ଆସିବା ପାଇଁ ଅଟକାଇ ଦିଆଯାଇଛି।

Gade chapit la Kopi




ରୋମୀୟ 15:22
3 Referans Kwoze  

ହେ ଭାଇମାନେ, ଅବଶିଷ୍ଟ ଅଣଯିହୁଦୀମାନଙ୍କ ମଧ୍ୟରେ ଯେପ୍ରକାରେ, ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ସେହି ପ୍ରକାରେ ମୁଁ ଯେପରି କିଛି ଫଳପ୍ରାପ୍ତ ହୋଇପାରେ, ସେଥିନିମନ୍ତେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ଯେ ଥରକୁଥର ମନସ୍ଥ କରିଥିଲି, କିନ୍ତୁ ଏପର୍ଯ୍ୟନ୍ତ ବାଧାପ୍ରାପ୍ତ ହୋଇ ଆସିଅଛି; ସେ ବିଷୟରେ ଯେ ତୁମ୍ଭେମାନେ ଅଜ୍ଞ ଥାଅ, ଏହା ମୋହର ଇଚ୍ଛା ନୁହେଁ।


କିନ୍ତୁ ଯୋହନ ତାହାଙ୍କୁ ମନା କରିବାକୁ ଚେଷ୍ଟା କରି କହିଲେ, “ଆପଣଙ୍କ ଦ୍ୱାରା ବାପ୍ତିଜିତ ହେବା ମୋହର ଆବଶ୍ୟକ, ଆଉ ଆପଣ ମୋ ନିକଟକୁ ଆସୁଅଛନ୍ତି?”


Swiv nou:

Piblisite


Piblisite