Biblia Todo Logo
Bib sou entènèt

- Piblisite -




ରୋମୀୟ 15:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 କିନ୍ତୁ ଏବେ ଏହିସବୁ ଅଞ୍ଚଳରେ କାର୍ଯ୍ୟ କରିବାକୁ ଆଉ ସ୍ଥାନ ନ ଥିବାରୁ ପୁଣି, ଅନେକ ବର୍ଷ ହେଲା ତୁମ୍ଭମାନଙ୍କ ନିକଟକୁ ଯିବା ନିମନ୍ତେ ଆକାଂକ୍ଷା କରି ଆସୁଥିବାରୁ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 କିନ୍ତୁ ଏବେ ଏହିସବୁ ଅଞ୍ଚଳରେ କାର୍ଯ୍ୟ କରିବାକୁ ଆଉ ସ୍ଥାନ ନ ଥିବାରୁ ପୁଣି, ଅନେକ ବର୍ଷ ହେଲା ତୁମ୍ଭମାନଙ୍କ ନିକଟକୁ ଯିବା ନିମନ୍ତେ ଆକାଂକ୍ଷା କରି ଆସୁଥିବାରୁ,

Gade chapit la Kopi

ଓଡିଆ ବାଇବେଲ

23 କିନ୍ତୁ ଏବେ ଏହି ସବୁ ଅଞ୍ଚଳରେ କାର୍ଯ୍ୟ କରିବାକୁ ଆଉ ସ୍ଥାନ ନ ଥିବାରୁ ପୁଣି, ଅନେକ ବର୍ଷ ହେଲା ତୁମ୍ଭମାନଙ୍କ ନିକଟକୁ ଯିବା ନିମନ୍ତେ ଆକାଂକ୍ଷା କରି ଆସୁଥିବାରୁ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

23 କିନ୍ତୁ ଏହି ଅଞ୍ଚଳରେ ମୋର କାର୍ଯ୍ୟ ଶେଷ ହୋଇଛି ଏବଂ ମୋର ଆଶା, ତୁମ୍ଭମାନଙ୍କୁ ଦେଖିବା ପାଇଁ ମୋ ଅନେକ ବର୍ଷର ଅଭିଳାଷ ଏବଂ ପୂରଣ ହେବ।

Gade chapit la Kopi

ପବିତ୍ର ବାଇବଲ

23 ଏବେ ଏହି ଅଞ୍ଚଳରେ ମୁଁ ମୋର କାର୍ଯ୍ୟ ସମାପ୍ତ କରି ସାରିଛି। ବିଗତ ଅନେକ ବର୍ଷଧରି ମୁଁ ତୁମ୍ଭମାନଙ୍କ ପାଖକୁ ଆସିବା ପାଇଁ ଇଚ୍ଛା କରୁଥିଲି।

Gade chapit la Kopi




ରୋମୀୟ 15:23
6 Referans Kwoze  

ପୁଣି, ଈଶ୍ବରଙ୍କ ଇଚ୍ଛାରେ ମୁଁ ଯେପରି ଆନନ୍ଦରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇ ତୁମ୍ଭମାନଙ୍କ ସହିତ ଆରାମ ପ୍ରାପ୍ତ ହୁଏ।


ଆଉ ମୁଁ ଜାଣେ, ଯେତେବେଳେ ମୁଁ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେବି, ସେତେବେଳେ ଖ୍ରୀଷ୍ଟଙ୍କ ଆଶୀର୍ବାଦର ପୂର୍ଣ୍ଣତାରେ ଉପସ୍ଥିତ ହେବି।


ଏହି ସମସ୍ତ ବିଷୟ ଶେଷ ହେଲା ଉତ୍ତାରେ ପାଉଲ ମାକିଦନିଆ ଓ ଆଖାୟା ଦେଇ ଯିରୂଶାଲମ ସହରକୁ ଯିବା ନିମନ୍ତେ ମନରେ ସ୍ଥିର କରି କହିଲେ ଯେ ସେଠାକୁ ଗଲା ଉତ୍ତାରେ ମୋତେ ରୋମକୁ ମଧ୍ୟ ଯିବାକୁ ହେବ।


ମୁଁ ଯେପରି ଆନନ୍ଦରେ ପରିପୂର୍ଣ୍ଣ ହୁଏ, ଏଥିନିମନ୍ତେ ତୁମ୍ଭର ଲୋତକ ସ୍ମରଣ କରି ତୁମ୍ଭକୁ ଦେଖିବା ପାଇଁ ଏକାନ୍ତ ଇଚ୍ଛା କରୁଅଛି;


ତୁମ୍ଭମାନଙ୍କ ବିଶ୍ୱାସର ଯାହା କିଛି ଉଣା ଅଛି, ତାହା ସମ୍ପୂର୍ଣ୍ଣ କରିବା ନିମନ୍ତେ ଆମ୍ଭେମାନେ ତୁମ୍ଭମାନଙ୍କ ସହିତ ଯେପରି ସାକ୍ଷାତ କରିପାରୁ, ଏଥିପାଇଁ ଦିବାରାତ୍ର ପ୍ରାର୍ଥନା କରୁଅଛୁ।


Swiv nou:

Piblisite


Piblisite