Biblia Todo Logo
Bib sou entènèt

- Piblisite -




ରୋମୀୟ 15:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 କିନ୍ତୁ ଏବେ ସାଧୁମାନଙ୍କର ସେବା କରିବା ନିମନ୍ତେ ମୁଁ ଯିରୂଶାଲମ ସହରକୁ ଯାଉଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 କିନ୍ତୁ ଏବେ ସାଧୁମାନଙ୍କର ସେବା କରିବା ନିମନ୍ତେ ମୁଁ ଯିରୂଶାଲମକୁ ଯାଉଅଛି।

Gade chapit la Kopi

ଓଡିଆ ବାଇବେଲ

25 କିନ୍ତୁ ଏବେ ସାଧୁମାନଙ୍କର ସେବା କରିବା ନିମନ୍ତେ ମୁଁ ଯିରୂଶାଲମକୁ ଯାଉଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

25 ଏହିକ୍ଷଣି ଈଶ୍ୱରଙ୍କ ଲୋକମାନଙ୍କ ସେବା କରିବାକୁ ମୁଁ ଯିରୂଶାଲମ ଯାତ୍ରାରେ ବାହାରିଛି।

Gade chapit la Kopi

ପବିତ୍ର ବାଇବଲ

25 ପରମେଶ୍ୱରଙ୍କ ଲୋକଙ୍କ ସେବାରେ ଏବେ ମୁଁ ଯିରୁଶାଲମ ଯାଉଛି।

Gade chapit la Kopi




ରୋମୀୟ 15:25
14 Referans Kwoze  

ଅନେକ ବର୍ଷ ପରେ ମୁଁ ମୋହର ଜାତି ନିକଟକୁ ଦାନ କରିବା ନିମନ୍ତେ ଓ ନୈବେଦ୍ୟ ଉତ୍ସର୍ଗ କରିବା ନିମନ୍ତେ ଆସିଥିଲି।


ଏହି ସମସ୍ତ ବିଷୟ ଶେଷ ହେଲା ଉତ୍ତାରେ ପାଉଲ ମାକିଦନିଆ ଓ ଆଖାୟା ଦେଇ ଯିରୂଶାଲମ ସହରକୁ ଯିବା ନିମନ୍ତେ ମନରେ ସ୍ଥିର କରି କହିଲେ ଯେ ସେଠାକୁ ଗଲା ଉତ୍ତାରେ ମୋତେ ରୋମକୁ ମଧ୍ୟ ଯିବାକୁ ହେବ।


ଏବେ ଦେଖ, ମୁଁ ଆତ୍ମାରେ ପ୍ରେରଣା ପାଇ ଯିରୂଶାଲମ ସହରକୁ ଯାଉଅଛି, ସେ ସ୍ଥାନରେ ମୋ ପ୍ରତି କଅଣ ସବୁ ଘଟିବ, ତାହା ମୁଁ ଜାଣେ ନାହିଁ;


କାରଣ ପାଉଲଙ୍କ ଏସିଆରେ ଯେପରି ସମୟ କ୍ଷେପଣ କରିବାକୁ ନ ପଡ଼େ, ଏଥିପାଇଁ ସେ ଏଫିସ ଛାଡ଼ି ଯାତ୍ରା କରିବାକୁ ସ୍ଥିର କରିଥିଲେ, ଯେଣୁ ସମ୍ଭବ ହେଲେ ପେଣ୍ଟିକଷ୍ଟ ଦିନରେ ଯିରୂଶାଲମ ସହରରେ ଉପସ୍ଥିତ ହେବା ପାଇଁ ସେ ଚଞ୍ଚଳ ହେଉଥିଲେ।


ମାତ୍ର ସେମାନଙ୍କଠାରୁ ବିଦାୟ ଘେନି କହିଲେ, ଈଶ୍ବରଙ୍କ ଇଚ୍ଛା ହେଲେ ଆଉ ଥରେ ଆପଣମାନଙ୍କ ନିକଟକୁ ବାହୁଡ଼ି ଆସିବି; ପୁଣି, ସେ ଏଫିସରୁ ପ୍ରସ୍ଥାନ କଲେ।


ଆମ୍ଭେମାନେ ଯେପରି ଦରିଦ୍ରମାନଙ୍କୁ ସ୍ମରଣ କରୁ, କେବଳ ଏହା ସେମାନେ ଆମ୍ଭମାନଙ୍କୁ କହିଥିଲେ; ତାହା କରିବା ନିମନ୍ତେ ମୁଁ ମଧ୍ୟ ଉଦ୍‍ଯୋଗୀ ଥିଲି।


କିନ୍ତୁ ହନନୀୟ ଉତ୍ତର ଦେଲେ, ପ୍ରଭୁ, ଯିରୂଶାଲମ ସହରରେ ଆପଣଙ୍କ ସାଧୁମାନଙ୍କ ପ୍ରତି ଏହି ଲୋକ ଯେ କେତେ ଅତ୍ୟାଚାର କରିଅଛି, ତାହା ମୁଁ ଅନେକଙ୍କଠାରୁ ଏହି ଲୋକ ବିଷୟରେ ଶୁଣିଅଛି।


ସାଧୁମାନଙ୍କ ଅଭାବ ମୋଚନ କର; ଆତିଥ୍ୟ ସତ୍କାରରେ ପ୍ରସ୍ତୁତ ହୁଅ।


ସାଧୁମାନଙ୍କ ସେବାର ସହଭାଗିତାରୂପ ଅନୁଗ୍ରହପ୍ରାପ୍ତ ହେବା ନିମନ୍ତେ ସେମାନେ ସ୍ୱେଚ୍ଛାରେ ବହୁତ ବିନତି ସହ ଆମ୍ଭମାନଙ୍କୁ ନିବେଦନ କଲେ;


ଏଣୁ ତୀତସ ତୁମ୍ଭମାନଙ୍କ ମଧ୍ୟରେ ଏହି ଅନୁଗ୍ରହ କାର୍ଯ୍ୟ ଯେଉଁ ପ୍ରକାରେ ଆରମ୍ଭ କରିଥିଲେ, ସେହି ପ୍ରକାରେ ତାହା ଯେପରି ସମାପ୍ତ ମଧ୍ୟ କରନ୍ତି, ଏଥିନିମନ୍ତେ ତାହାଙ୍କୁ ଉତ୍ସାହ ଦେଲୁ।


କାରଣ ଈଶ୍ବର ତୁମ୍ଭମାନଙ୍କର କର୍ମ, ଆଉ ସାଧୁଲୋକମାନଙ୍କର ସେବା କରିଥିବା ଦ୍ୱାରା ଓ ଯାହା ଏବେ ମଧ୍ୟ କରୁଥିବା ଦ୍ୱାରା ତାହାଙ୍କ ନାମ ପ୍ରତି ତୁମ୍ଭେମାନେ ଯେଉଁ ପ୍ରେମ କରୁଅଛ, ତାହା ଈଶ୍ବର ଯେ ଭୁଲିଯିବେ, ଏପରି ଅନ୍ୟାୟକାରୀ ସେ ନୁହଁନ୍ତି।


ପୁଣି, ଯଦି ମୋହର ମଧ୍ୟ ଯିବାର ଉପଯୁକ୍ତ ହୁଏ, ତେବେ ସେମାନେ ମୋʼ ସାଙ୍ଗରେ ଯିବେ।


Swiv nou:

Piblisite


Piblisite