Biblia Todo Logo
Bib sou entènèt

- Piblisite -




ରୋମୀୟ 15:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ପୁଣି, ଈଶ୍ବରଙ୍କ ଇଚ୍ଛାରେ ମୁଁ ଯେପରି ଆନନ୍ଦରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇ ତୁମ୍ଭମାନଙ୍କ ସହିତ ଆରାମ ପ୍ରାପ୍ତ ହୁଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ପୁଣି, ଈଶ୍ଵରଙ୍କ ଇଚ୍ଛାରେ ମୁଁ ଯେପରି ଆନନ୍ଦରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇ ତୁମ୍ଭମାନଙ୍କ ସହିତ ଆରାମପ୍ରାପ୍ତ ହୁଏ।

Gade chapit la Kopi

ଓଡିଆ ବାଇବେଲ

32 ପୁଣି, ଈଶ୍ୱରଙ୍କ ଇଚ୍ଛାରେ ମୁଁ ଯେପରି ଆନନ୍ଦରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇ ତୁମ୍ଭମାନଙ୍କ ସହିତ ଆରାମ ପ୍ରାପ୍ତ ହୁଏ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

32 ଈଶ୍ୱରଙ୍କ ଇଚ୍ଛା ହେଲେ, ମୁଁ ତୁମ୍ଭମାନଙ୍କ ନିକଟକୁ ଆନନ୍ଦରେ ଆସିବି ଓ ତୁମ୍ଭମାନଙ୍କ ସହିତ କିଛି ଦିନ ଅତିବାହିତ କରି ମୋ’ ମନରେ ସ୍ଫୂର୍ତ୍ତି ଅନୁଭବ କରିବି।

Gade chapit la Kopi

ପବିତ୍ର ବାଇବଲ

32 ତା'ପରେ ଯଦି ପରମେଶ୍ୱର ଇଚ୍ଛା କରନ୍ତି ତା'ହେଲେ ମୁଁ ତୁମ୍ଭମାନଙ୍କ ପାଖକୁ ଆନନ୍ଦର ସହ ଆସିବି ଓ ବିଶ୍ରାମ ନେବି।

Gade chapit la Kopi




ରୋମୀୟ 15:32
18 Referans Kwoze  

ଯେଣୁ ସେମାନେ ମୋହର ଓ ତୁମ୍ଭମାନଙ୍କ ଆତ୍ମାକୁ ସଞ୍ଜୀବିତ କରିଅଛନ୍ତି; ଅତଏବ, ତୁମ୍ଭେମାନେ ଏହି ପ୍ରକାର ଲୋକମାନଙ୍କୁ ଯୋଗ୍ୟ ଜାଣି ମାନ୍ୟ କର।


ମାତ୍ର ସେମାନଙ୍କଠାରୁ ବିଦାୟ ଘେନି କହିଲେ, ଈଶ୍ବରଙ୍କ ଇଚ୍ଛା ହେଲେ ଆଉ ଥରେ ଆପଣମାନଙ୍କ ନିକଟକୁ ବାହୁଡ଼ି ଆସିବି; ପୁଣି, ସେ ଏଫିସରୁ ପ୍ରସ୍ଥାନ କଲେ।


ହଁ, ଭାଇ, ପ୍ରଭୁଙ୍କ ସହଭାଗିତାରେ ତୁମ୍ଭ ଦ୍ୱାରା ମୋହର ଲାଭ ହେଉ, ଖ୍ରୀଷ୍ଟଙ୍କଠାରେ ମୋହର ହୃଦୟକୁ ଆଶ୍ୱାସନା ଦିଅ।


କାରଣ, ହେ ଭାଇ, ପବିତ୍ର ସାଧୁମାନଙ୍କ ହୃଦୟ ତୁମ୍ଭ ଦ୍ୱାରା ଆଶ୍ୱାସନା ପ୍ରାପ୍ତ ହୋଇଥିବାରୁ ମୁଁ ତୁମ୍ଭ ପ୍ରେମରୁ ବହୁତ ଆନନ୍ଦ ଓ ଉତ୍ସାହ ଲାଭ କଲି।


ପୁଣି, ଆମ୍ଭମାନଙ୍କ ସାନ୍ତ୍ୱନାରେ ଆମ୍ଭେମାନେ ତୀତସଙ୍କ ଆନନ୍ଦ ହେତୁ ଆହୁରି ଅଧିକ ଆନନ୍ଦ କଲୁ, କାରଣ ତାହାଙ୍କ ଆତ୍ମା ତୁମ୍ଭ ସମସ୍ତଙ୍କ ଦ୍ୱାରା ସଞ୍ଜୀବିତ ହୋଇଅଛି।


ଅନୀସିଫରଙ୍କ ପରିବାରକୁ ପ୍ରଭୁ ଦୟା କରନ୍ତୁ, କାରଣ ସେ ବାରମ୍ବାର ମୋତେ ସାନ୍ତ୍ୱନା ଦେଇଅଛନ୍ତି, ପୁଣି, ମୋହର ବନ୍ଦୀ ଅବସ୍ଥା ପାଇଁ ଲଜ୍ଜିତ ହୋଇ ନାହାନ୍ତି,


ଏଣୁ ପ୍ରଭୁଙ୍କ ଇଚ୍ଛା ହେଲେ ଆମ୍ଭେମାନେ ଜୀବିତ ଥାଇ ଏହା କରିବା ବା ତାହା କରିବା, ଏହିପରି କହିବା ତୁମ୍ଭମାନଙ୍କର ଉଚିତ।


କିନ୍ତୁ ଯଦି ପ୍ରଭୁ ଇଚ୍ଛା କରନ୍ତି, ମୁଁ ତୁମ୍ଭମାନଙ୍କ ନିକଟକୁ ଶୀଘ୍ର ଆସିବି; ପୁଣି, ଯେଉଁମାନେ ଗର୍ବ କରୁଅଛନ୍ତି, ସେମାନଙ୍କର ବାକ୍ୟ ନୁହେଁ, କିନ୍ତୁ ଶକ୍ତି ବୁଝିନେବି!


ଯେତେବେଳେ ଆମ୍ଭମାନଙ୍କର ଜାହାଜରେ ଚଢ଼ି ଇତାଲିଆକୁ ଯିବା ନିମନ୍ତେ ସ୍ଥିର ହୋଇଥିଲା, ସେତେବେଳେ ପାଉଲ ଓ ଅନ୍ୟ କେତେକ ବନ୍ଦୀ ଆଗସ୍ତିୟ ରାଜକୀୟ ସୈନ୍ୟଦଳର ଯୂଲିଅସ୍ ନାମକ ଜଣେ ଶତ-ସେନାପତିଙ୍କ ହସ୍ତରେ ସମର୍ପିତ ହେଲେ।


ଫସଲ ସମୟରେ ହିମର ଶୀତଳତା ଯେପରି, ପ୍ରେରକଗଣ ପ୍ରତି ବିଶ୍ୱସ୍ତ ଦୂତ ସେପରି; କାରଣ ସେ ଆପଣା କର୍ତ୍ତାମାନଙ୍କ ପ୍ରାଣରେ ଆଶ୍ୱାସ ଦିଏ।


ଆଉ ମୁଁ ଜାଣେ, ଯେତେବେଳେ ମୁଁ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେବି, ସେତେବେଳେ ଖ୍ରୀଷ୍ଟଙ୍କ ଆଶୀର୍ବାଦର ପୂର୍ଣ୍ଣତାରେ ଉପସ୍ଥିତ ହେବି।


Swiv nou:

Piblisite


Piblisite