ରୋମୀୟ 15:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଧୈର୍ଯ୍ୟ ଓ ସାନ୍ତ୍ୱନାଦାତା ଈଶ୍ବର ତୁମ୍ଭମାନଙ୍କୁ ଖ୍ରୀଷ୍ଟ ଯୀଶୁଙ୍କ ଅନୁରୂପରେ ପରସ୍ପର ଏକମନା ହେବାକୁ ଦିଅନ୍ତୁ, Gade chapit laପବିତ୍ର ବାଇବଲ (Re-edited) - (BSI)5 ଧୈର୍ଯ୍ୟ ଓ ସାନ୍ତ୍ଵନାଦାତା ଈଶ୍ଵର ତୁମ୍ଭମାନଙ୍କୁ ଖ୍ରୀଷ୍ଟ ଯୀଶୁଙ୍କ ଅନୁରୂପରେ ପରସ୍ପର ଏକମନା ହେବାକୁ ଦିଅନ୍ତୁ, Gade chapit laଓଡିଆ ବାଇବେଲ5 ଧୈର୍ଯ୍ୟ ଓ ସାନ୍ତ୍ୱନାଦାତା ଈଶ୍ୱର ତୁମ୍ଭମାନଙ୍କୁ ଖ୍ରୀଷ୍ଟ ଯୀଶୁଙ୍କ ଅନୁରୂପରେ ପରସ୍ପର ଏକମନା ହେବାକୁ ଦିଅନ୍ତୁ, Gade chapit laପବିତ୍ର ବାଇବଲ (CL) NT (BSI)5 ଖ୍ରୀଷ୍ଟ ଯୀଶୁଙ୍କ ଆଦର୍ଶର ଅନୁଗାମୀ ସ୍ୱରୂପେ ସମସ୍ତଙ୍କର ସେହି ପ୍ରକାର ମନୋଭାବ ହେବା ପାଇଁ ଧୈର୍ଯ୍ୟ ଓ ଉତ୍ସାହର ଆଧାର ଈଶ୍ୱର ତୁମ୍ଭମାନଙ୍କୁ ସକ୍ଷମ କରନ୍ତୁ। Gade chapit laପବିତ୍ର ବାଇବଲ5 ଧୈର୍ଯ୍ୟ ଓ ଶକ୍ତି ପରମେଶ୍ୱରଙ୍କଠାରୁ ପ୍ରାପ୍ତ ହୁଏ। ମୁଁ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରୁଛି ଯେ ତୁମ୍ଭେ ସମସ୍ତେ ଯୀଶୁଙ୍କ ମାର୍ଗରେ ମିଳିମିଶି ରୁହ। Gade chapit la |