ରୋମୀୟ 15:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଯେପରି ଏକଚିତ୍ତରେ ଏକ ମୁଖରେ ତୁମ୍ଭେମାନେ ଈଶ୍ବରଙ୍କ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତାଙ୍କର ଗୌରବ କର। Gade chapit laପବିତ୍ର ବାଇବଲ (Re-edited) - (BSI)6 ଯେପରି ଏକ ଚିତ୍ତରେ ଏକ ମୁଖରେ ତୁମ୍ଭେମାନେ ଈଶ୍ଵରଙ୍କ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତାଙ୍କର ଗୌରବ କର। Gade chapit laଓଡିଆ ବାଇବେଲ6 ଯେପରି ଏକଚିତ୍ତରେ ଏକ ମୁଖରେ ତୁମ୍ଭେମାନେ ଈଶ୍ୱରଙ୍କ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ପିତାଙ୍କର ଗୌରବ କର । Gade chapit laପବିତ୍ର ବାଇବଲ (CL) NT (BSI)6 ସମସ୍ତେ ମିଳିତ ଭାବରେ ଏକ ସ୍ୱରରେ ପ୍ରଭୁ ଯୀଶୁ ଖ୍ରୀଷ୍ଟ ପିତା ଈଶ୍ୱରଙ୍କ ପ୍ରଶଂସା କର। Gade chapit laପବିତ୍ର ବାଇବଲ6 ତା'ହେଲେ ତୁମ୍ଭେ ସମସ୍ତେ ଏକତ୍ର ଭାବରେ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପିତା ପରମେଶ୍ୱରଙ୍କୁ ମହିମା ପ୍ରଦାନ କରି ପାରିବ। Gade chapit la |
ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ’ ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”