ରୋମୀୟ 16:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ମୋହର ସ୍ୱଜାତୀୟ ହେରୋଦୀୟୋନଙ୍କୁ ନମସ୍କାର ଜଣାଅ। ନାର୍କିସଙ୍କ ପରିବାର ମଧ୍ୟରେ ଯେଉଁମାନେ ପ୍ରଭୁଙ୍କ ଆଶ୍ରିତ ଅଛନ୍ତି, ସେମାନଙ୍କୁ ନମସ୍କାର ଜଣାଅ। Gade chapit laପବିତ୍ର ବାଇବଲ (Re-edited) - (BSI)11 ମୋହର ସ୍ଵଜାତୀୟ ହେରୋଦୀୟୋନଙ୍କୁ ନମସ୍କାର ଜଣାଅ। ନାର୍କିସଙ୍କ ପରିବାର ମଧ୍ୟରେ ଯେଉଁମାନେ ପ୍ରଭୁଙ୍କ ଆଶ୍ରିତ ଅଛନ୍ତି, ସେମାନଙ୍କୁ ନମସ୍କାର ଜଣାଅ। Gade chapit laଓଡିଆ ବାଇବେଲ11 ମୋହର ସ୍ୱଜାତୀୟ ହେରୋଦୀୟୋନଙ୍କୁ ନମସ୍କାର ଜଣାଅ । ନାର୍କିସଙ୍କ ପରିବାର ମଧ୍ୟରେ ଯେଉଁମାନେ ପ୍ରଭୁଙ୍କ ଆଶ୍ରିତ ଅଛନ୍ତି, ସେମାନଙ୍କୁ ନମସ୍କାର ଜଣାଅ । Gade chapit laପବିତ୍ର ବାଇବଲ (CL) NT (BSI)11 ମୋର ସ୍ୱଜାତୀୟ ହେରୋଦିୟନ୍ ଓ ନାରସିସଙ୍କ ପରିବାର ଖ୍ରୀଷ୍ଟୀୟ ଭାଇମାନଙ୍କୁ ମଧ୍ୟ ମୋର ଅଭିବାଦନ। Gade chapit laପବିତ୍ର ବାଇବଲ11 ମୋର ଜ୍ଞାତି ହେରୋଦିୟୋନଙ୍କୁ ମୋର ନମସ୍କାର। ନାର୍କିସଙ୍କ ପରିଜନମାନଙ୍କୁ ନମସ୍କାର ଯେଉଁମାନେ ପ୍ରଭୁଙ୍କର ଅଟନ୍ତି। Gade chapit la |