Biblia Todo Logo
Bib sou entènèt

- Piblisite -




ରୋମୀୟ 16:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ପବିତ୍ର ଚୁମ୍ବନ ଦେଇ ପରସ୍ପରକୁ ନମସ୍କାର କର। ଖ୍ରୀଷ୍ଟଙ୍କ ସମସ୍ତ ମଣ୍ଡଳୀ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ପବିତ୍ର ଚୁମ୍ଵନ ଦେଇ ପରସ୍ପରକୁ ନମସ୍କାର କର। ଖ୍ରୀଷ୍ଟଙ୍କ ସମସ୍ତ ମଣ୍ତଳୀ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

16 ପବିତ୍ର ଚୁମ୍ବନ ଦେଇ ପରସ୍ପରକୁ ନମସ୍କାର କର । ଖ୍ରୀଷ୍ଟଙ୍କ ସମସ୍ତ ମଣ୍ଡଳୀ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ପରସ୍ପରକୁ ଭ୍ରାତୃ ସୁଲଭ ଚୁମ୍ବନ ଦେଇ ଅଭିବାଦନ କର। ଖ୍ରୀଷ୍ଟଙ୍କ ସମସ୍ତ ମଣ୍ଡଳୀ ତୁମ୍ଭମାନଙ୍କୁ ନମସ୍କର ଜଣାଉଛନ୍ତି।

Gade chapit la Kopi

ପବିତ୍ର ବାଇବଲ

16 ତୁମ୍ଭେମାନେ ସମସ୍ତେ ପବିତ୍ର ଚୁମ୍ବନ ଦେଇ ଏକଆରେକକୁ ଅଭିବାଦନ ଜଣାଅ। ଖ୍ରୀଷ୍ଟଙ୍କର ସମସ୍ତ ମଣ୍ତଳୀ ବା ବିଶ୍ୱାସୀ ସମୂହ ତୁମ୍ଭମାନଙ୍କୁ ଅଭିବାଦନ ଜଣାଉଛନ୍ତି।

Gade chapit la Kopi




ରୋମୀୟ 16:16
6 Referans Kwoze  

ଭାଇମାନେ ସମସ୍ତେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। ପବିତ୍ର ଚୁମ୍ବନ ଦେଇ ପରସ୍ପରକୁ ନମସ୍କାର କର।


ସମସ୍ତ ଭାଇଙ୍କୁ ପବିତ୍ର ଚୁମ୍ବନ ଦେଇ ନମସ୍କାର କର।


ପବିତ୍ର ଚୁମ୍ବନ ଦେଇ ପରସ୍ପରକୁ ନମସ୍କାର କର।


ପ୍ରେମ ଚୁମ୍ବନ ଦେଇ ପରସ୍ପରକୁ ନମସ୍କାର କର। ଖ୍ରୀଷ୍ଟଙ୍କଠାରେ ଥିବା ତୁମ୍ଭମାନଙ୍କ ପ୍ରତି ଶାନ୍ତି ହେଉ।


ଆଉ ସେମାନେ ଅତ୍ୟନ୍ତ ରୋଦନ କରି ପାଉଲଙ୍କ ଗଳା ଧରି ତାହାଙ୍କୁ ଚୁମ୍ବନ କରିବାକୁ ଲାଗିଲେ,


ତୁମ୍ଭେମାନେ ନିଜ ନିଜ ବିଷୟରେ, ଆଉ ଯେଉଁ ମଣ୍ଡଳୀକୁ ଈଶ୍ବର ଆପଣା ନିଜ ରକ୍ତରେ କ୍ରୟ କରିଅଛନ୍ତି, ତାହାଙ୍କର ସେହି ମଣ୍ଡଳୀକୁ ପ୍ରତିପାଳନ କରିବା ନିମନ୍ତେ, ପବିତ୍ର ଆତ୍ମା ଯେ ତୁମ୍ଭମାନଙ୍କୁ ସମସ୍ତ ପଲ ମଧ୍ୟରେ ଅଧ୍ୟକ୍ଷ ସ୍ୱରୂପ ନିଯୁକ୍ତ କରିଅଛନ୍ତି, ସେମାନଙ୍କ ବିଷୟରେ ସାବଧାନ ହୋଇଥାଅ।


Swiv nou:

Piblisite


Piblisite