ରୋମୀୟ 16:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଯେଣୁ ତୁମ୍ଭମାନଙ୍କ ଆଜ୍ଞାବହତାର କଥା ସମସ୍ତ ଲୋକଙ୍କ ମଧ୍ୟରେ ବ୍ୟାପିଯାଇଅଛି; ଅତଏବ, ମୁଁ ତୁମ୍ଭମାନଙ୍କ ନିମନ୍ତେ ଆନନ୍ଦ କରୁଅଛି, କିନ୍ତୁ ତୁମ୍ଭେମାନେ ଯେପରି ସତ୍ ବିଷୟରେ ଜ୍ଞାନୀ ଓ ଅସତ୍ ବିଷୟରେ ଅମାୟିକ ହୁଅ, ଏହା ମୋହର ଇଚ୍ଛା। Gade chapit laପବିତ୍ର ବାଇବଲ (Re-edited) - (BSI)19 ଯେଣୁ ତୁମ୍ଭମାନଙ୍କ ଆଜ୍ଞାବହତାର କଥା ସମସ୍ତ ଲୋକଙ୍କ ମଧ୍ୟରେ ବ୍ୟାପିଯାଇଅଛି; ଅତଏବ, ମୁଁ ତୁମ୍ଭମାନଙ୍କ ନିମନ୍ତେ ଆନନ୍ଦ କରୁଅଛି, କିନ୍ତୁ ତୁମ୍ଭେମାନେ ଯେପରି ସତ୍ ବିଷୟରେ ଜ୍ଞାନୀ ଓ ଅସତ୍ ବିଷୟରେ ଅମାୟିକ ହୁଅ, ଏହା ମୋହର ଇଚ୍ଛା। Gade chapit laଓଡିଆ ବାଇବେଲ19 ଯେଣୁ ତୁମ୍ଭମାନଙ୍କ ଆଜ୍ଞାବହତାର କଥା ସମସ୍ତ ଲୋକଙ୍କ ମଧ୍ୟରେ ବ୍ୟାପିଯାଇଅଛି; ଅତଏବ, ମୁଁ ତୁମ୍ଭମାନଙ୍କ ନିମନ୍ତେ ଆନନ୍ଦ କରୁଅଛି, କିନ୍ତୁ ତୁମ୍ଭେମାନେ ଯେପରି ସତ୍ ବିଷୟରେ ଜ୍ଞାନୀ ଓ ଅସତ୍ ବିଷୟରେ ଅମାୟିକ ହୁଅ, ଏହା ମୋହର ଇଚ୍ଛା । Gade chapit laପବିତ୍ର ବାଇବଲ (CL) NT (BSI)19 ସୁସମାଚାର ପ୍ରତି ତୁମ୍ଭମାନଙ୍କର ବିଶ୍ୱସ୍ତତା ସମସ୍ତେ ଶୁଣିଛନ୍ତି, ଏଥିପାଇଁ ମୁଁ ଆନନ୍ଦିତ। ମୁଁ ଚାହେଁ, ତୁମ୍ଭେମାନେ ସତ୍ ବିଷୟରେ ଜ୍ଞାନବାନ ହୁଅ ଓ ଅସତ୍ ବିଷୟରେ ଲିପ୍ତ ହୁଅ ନାହିଁ। Gade chapit laପବିତ୍ର ବାଇବଲ19 ତୁମ୍ଭେମାନେ ବାଧ୍ୟ ହୁଅ; ସମସ୍ତେ ଏହା ଶୁଣିଛନ୍ତି। ମୁଁ ତୁମ୍ଭମାନଙ୍କ ପାଇଁ ବହୁତ ଖୁସୀ। କିନ୍ତୁ ମୁଁ ଇଚ୍ଛାକରେ ଯେ ତୁମ୍ଭେମାନେ ଭଲ ପାଇଁ ବୁଦ୍ଧିମାନ ହୋଇ ରୁହ ଓ ମନ୍ଦ ବିଷୟ ଜାଣିବା ପାଇଁ ଚେଷ୍ଟା କର ନାହିଁ। Gade chapit la |