Biblia Todo Logo
Bib sou entènèt

- Piblisite -




ରୋମୀୟ 16:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଆଉ ଶାନ୍ତିଦାତା ଈଶ୍ବର ଶୟତାନକୁ ଶୀଘ୍ର ତୁମ୍ଭମାନଙ୍କ ପଦ ତଳେ ଦଳିପକାଇବେ। ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଆଉ ଶାନ୍ତିଦାତା ଈଶ୍ଵର ଶୟତାନକୁ ଶୀଘ୍ର ତୁମ୍ଭମାନଙ୍କ ପଦ ତଳେ ଦଳିପକାଇବେ। ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ।

Gade chapit la Kopi

ଓଡିଆ ବାଇବେଲ

20 ଆଉ ଶାନ୍ତିଦାତା ଈଶ୍ୱର ଶୟତାନକୁ ଶୀଘ୍ର ତୁମ୍ଭମାନଙ୍କ ପଦ ତଳେ ଦଳିପକାଇବେ । ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

20 ତା’ ହେଲେ, ଶାନ୍ତିର ଆଧାର ଈଶ୍ୱର ଶୀଘ୍ର ଶୟତାନକୁ ତୁମ୍ଭମାନଙ୍କର ପଦଦଳିତ କରିବେ। ପ୍ରଭୁଙ୍କ ଅନୁଗ୍ରହ ତୁମମାନଙ୍କ ସହବର୍ତ୍ତୀ ହେଉ।

Gade chapit la Kopi

ପବିତ୍ର ବାଇବଲ

20 ଶାନ୍ତିର ସ୍ରୋତ ପରମେଶ୍ୱର ଶୀଘ୍ର ଶୟତାନକୁ ହରାଇବେ ଓ ତା’ ଉପରେ ତୁମ୍ଭମାନଙ୍କୁ ଶକ୍ତି ପ୍ରଦାନ କରିବେ। ଆମ୍ଭର ପ୍ରଭୁ ଯୀଶୁଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହିତ ରହୁ।

Gade chapit la Kopi




ରୋମୀୟ 16:20
26 Referans Kwoze  

ଦେଖ, ମୁଁ ତୁମ୍ଭମାନଙ୍କୁ ସାପ ଓ ବିଛା ଉପରେ ଚାଲିବାକୁ କ୍ଷମତା ଦେଇଅଛି, ପୁଣି, ଶତ୍ରୁର ସମସ୍ତ ଶକ୍ତି ଉପରେ ମଧ୍ୟ କ୍ଷମତା ଦେଇଅଛି, ଆଉ କିଛି ହେଲେ କୌଣସି ପ୍ରକାରେ ତୁମ୍ଭମାନଙ୍କର କ୍ଷତି କରିବ ନାହିଁ।


ଯେ ପାପ କରେ, ସେ ଶୟତାନରୁ ଜାତ, କାରଣ ଶୟତାନ ଆରମ୍ଭରୁ ପାପ କରିଆସୁଅଛି। ଶୟତାନର କାର୍ଯ୍ୟ ବିନାଶ କରିବା ଉଦ୍ଦେଶ୍ୟରେ ହିଁ ଈଶ୍ବରଙ୍କ ପୁତ୍ର ପ୍ରକାଶିତ ହେଲେ।


ଆଉ ଆମ୍ଭେ ତୁମ୍ଭର ଓ ନାରୀର ମଧ୍ୟରେ, ପୁଣି, ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ଶତ୍ରୁତା ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବେ ଓ ତୁମ୍ଭେ ତାହାଙ୍କ ଗୋଇଠିକୁ ଆଘାତ କରିବ।”


ପୁଣି, ତୁମ୍ଭେମାନେ ଦୁଷ୍ଟମାନଙ୍କୁ ପଦ ତଳେ ଦଳି ପକାଇବ; କାରଣ ଯେଉଁ ଦିନ ଆମ୍ଭେ କାର୍ଯ୍ୟ କରିବା, ସେହି ଦିନ ସେମାନେ ତୁମ୍ଭମାନଙ୍କର ତଳିପାର ଅଧଃସ୍ଥିତ ଭସ୍ମ ହେବେ, ସୈନ୍ୟାଧିପତି ସଦାପ୍ରଭୁ ଏହା କହନ୍ତି।


ପୁଣି, ସେମାନେ ବୀରଗଣ ତୁଲ୍ୟ ହୋଇ ଯୁଦ୍ଧରେ ଆପଣାମାନଙ୍କର ଶତ୍ରୁଗଣକୁ ବାଟର କାଦୁଅରେ ଦଳି ପକାଇବେ ଓ ସେମାନେ ଯୁଦ୍ଧ କରିବେ, କାରଣ ସଦାପ୍ରଭୁ ସେମାନଙ୍କର ସହବର୍ତ୍ତୀ ଅଟନ୍ତି ଓ ଅଶ୍ୱାରୋହୀମାନେ ଲଜ୍ଜିତ ହେବେ।


ସେତେବେଳେ ମୁଁ ସ୍ୱର୍ଗରେ ଏହି ଉଚ୍ଚସ୍ୱର ଶୁଣିଲି, “ବର୍ତ୍ତମାନ ଆମ୍ଭମାନଙ୍କ ଈଶ୍ବରଙ୍କ ପରିତ୍ରାଣ, ପରାକ୍ରମ ଓ ରାଜ୍ୟ ପୁଣି, ତାହାଙ୍କ ଖ୍ରୀଷ୍ଟଙ୍କର କର୍ତ୍ତାପଣ ଉପସ୍ଥିତ ହୋଇଅଛି, କାରଣ ଆମ୍ଭମାନଙ୍କ ଭାଇମାନଙ୍କ ଅପବାଦକ, ଯେ ଦିବାରାତ୍ର ସେମାନଙ୍କ ବିରୁଦ୍ଧରେ ଆମ୍ଭମାନଙ୍କ ଈଶ୍ବରଙ୍କ ଛାମୁରେ ଅଭିଯୋଗ କରୁଥିଲା, ସେ ତଳେ ନିକ୍ଷିପ୍ତ ହୋଇଅଛି।


ଶାନ୍ତିଦାତା ଈଶ୍ବର ତୁମ୍ଭ ସମସ୍ତଙ୍କ ସହିତ ଥାଆନ୍ତୁ, ଆମେନ୍‍।


ପ୍ରଭୁ ଯୀଶୁଙ୍କ ଅନୁଗ୍ରହ ସମସ୍ତଙ୍କ ସହବର୍ତ୍ତୀ ହେଉ। ଆମେନ୍‍।


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ।


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉ।


ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ, ଈଶ୍ବରଙ୍କ ପ୍ରେମ ଓ ପବିତ୍ର ଆତ୍ମାଙ୍କ ସହଭାଗିତା ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉ।


ତଥାପି ଯେ ଆମ୍ଭମାନଙ୍କୁ ପ୍ରେମ କଲେ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଏହି ସମସ୍ତ ବିଷୟରେ ସର୍ବତୋଭାବେ ବିଜୟୀ ଅଟୁ।


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭମାନଙ୍କ ଆତ୍ମାର ସହବର୍ତ୍ତୀ ହେଉ। ଆମେନ୍।


ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ଆତ୍ମାର ସହବର୍ତ୍ତୀ ହେଉ।


ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ। ଆମେନ୍‍।


ମାରାନାଥା। ପ୍ରଭୁ ଯୀଶୁଙ୍କ ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ;


ପ୍ରତ୍ୟେକ ଗର୍ବୀକୁ ଅନାଇ ତାହାକୁ ନତ କର; ଦୁଷ୍ଟମାନଙ୍କୁ ସେମାନଙ୍କ ଠିଆ ହେବା ସ୍ଥାନରେ ଦଳି ପକାଅ।


ପ୍ରଭୁ ତୁମ୍ଭ ଆତ୍ମାର ସହବର୍ତ୍ତୀ ହେଉନ୍ତୁ। ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ ବର୍ତ୍ତୁ।


“ଆମ୍ଭେ ଏକାକୀ ଦ୍ରାକ୍ଷାମର୍ଦ୍ଦନ କରିଅଛୁ ଓ ଲୋକମାନଙ୍କ ମଧ୍ୟରୁ ଆମ୍ଭ ସଙ୍ଗେ କେହି ନ ଥିଲା; ଆମ୍ଭେ ଆପଣା କ୍ରୋଧରେ ସେମାନଙ୍କୁ ଦଳନ କଲୁ ଓ ଆପଣା କୋପରେ ସେମାନଙ୍କୁ ମର୍ଦ୍ଦନ କଲୁ; ଏଣୁ ସେମାନଙ୍କ ପ୍ରାଣରକ୍ତର ଛିଟା ଆମ୍ଭ ବସ୍ତ୍ରରେ ପଡ଼ିଲା ଓ ଆମ୍ଭେ ଆପଣାର ପରିହିତ ବସ୍ତ୍ରସବୁ ଦାଗଯୁକ୍ତ କରିଅଛୁ।


ମୋହର ଓ ସମସ୍ତ ମଣ୍ଡଳୀର ଆତିଥ୍ୟକାରୀ ଗାୟ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। ଏହି ନଗରର କୋଷାଧ୍ୟକ୍ଷ ଏରାଷ୍ଟ ଓ ଭାଇ କ୍ୱାର୍ତ୍ତ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।


ତହିଁରେ ଯୀଶୁ ତାହାକୁ କହିଲେ, “ଦୂର ହ, ଶୟତାନ, କାରଣ ଲେଖାଅଛି, ‘ତୁମ୍ଭେ ପ୍ରଭୁ ଆପଣା ଈଶ୍ବରଙ୍କୁ ପ୍ରଣାମ କରିବ, ପୁଣି, କେବଳ ତାହାଙ୍କର ଉପାସନା କରିବ।’”


[ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉ। ଆମେନ୍‍।]


Swiv nou:

Piblisite


Piblisite