ରୋମୀୟ 16:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ମୋହର ଓ ସମସ୍ତ ମଣ୍ଡଳୀର ଆତିଥ୍ୟକାରୀ ଗାୟ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। ଏହି ନଗରର କୋଷାଧ୍ୟକ୍ଷ ଏରାଷ୍ଟ ଓ ଭାଇ କ୍ୱାର୍ତ୍ତ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)23 ମୋହର ଓ ସମସ୍ତ ମଣ୍ତଳୀର ଆତିଥ୍ୟକାରୀ ଗାୟ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। ଏହି ନଗରର କୋଷାଧ୍ୟକ୍ଷ ଏରାଷ୍ଟ ଓ ଭ୍ରାତା କ୍ଵାର୍ତ୍ତ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। Gade chapit laଓଡିଆ ବାଇବେଲ23 ମୋହର ଓ ସମସ୍ତ ମଣ୍ଡଳୀର ଆତିଥ୍ୟକାରୀ ଗାୟ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି । ଏହି ନଗରର କୋଷାଧ୍ୟକ୍ଷ ଏରାଷ୍ଟ ଓ ଭାଇ କ୍ୱାର୍ତ୍ତ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି । Gade chapit laପବିତ୍ର ବାଇବଲ (CL) NT (BSI)23 ମୋର ଆତିଥ୍ୟକାରୀ ଗାୟସ୍, ଯାହାଙ୍କ ଗୃହରେ ଉପାସକମାନେ ଏକତ୍ରିତ ହୁଅନ୍ତି ଏବଂ ଏହି ନଗରୀର କୋଷାଧ୍ୟକ୍ଷ ଏରାଷ୍ଟ ଓ ଭାଇ କ୍ୱାତ୍ତ ମଧ୍ୟ ତୁମ୍ଭମାନଙ୍କୁ ଅଭିବାଦନ ଜଣାଉଛନ୍ତି। Gade chapit laପବିତ୍ର ବାଇବଲ23 ମୋତେ ଓ ସମଗ୍ର ମଣ୍ତଳୀକୁ ଆତିଥ୍ୟ ପ୍ରଦାନ କରିଥିବା ଗାୟ ତୁମ୍ଭମାନଙ୍କୁ ପ୍ରଣାମ ଜଣାଉଛନ୍ତି। ଏରାଷ୍ଟ ନାମକ, ଏହି ନଗରର କୋଷାଧ୍ୟକ୍ଷ ଓ କ୍ୱାର୍ତ୍ତ ନାମକ ଜଣେ ଭାଇ ତୁମ୍ଭମାନଙ୍କୁ ନମସ୍କାର ଜଣାଉଛନ୍ତି। Gade chapit la |