Biblia Todo Logo
Bib sou entènèt

- Piblisite -




ରୋମୀୟ 16:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 [ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉ। ଆମେନ୍‍।]

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 [ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉ। ଆମେନ୍।]

Gade chapit la Kopi

ଓଡିଆ ବାଇବେଲ

24 [ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉ । ଆମେନ୍‍ ।]

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

24 ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ ସମସ୍ତଙ୍କ ସହବର୍ତ୍ତୀ ହେଉ।

Gade chapit la Kopi

ପବିତ୍ର ବାଇବଲ

24

Gade chapit la Kopi




ରୋମୀୟ 16:24
4 Referans Kwoze  

ମୋହର ଓ ସମସ୍ତ ମଣ୍ଡଳୀର ଆତିଥ୍ୟକାରୀ ଗାୟ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। ଏହି ନଗରର କୋଷାଧ୍ୟକ୍ଷ ଏରାଷ୍ଟ ଓ ଭାଇ କ୍ୱାର୍ତ୍ତ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।


ଯେଉଁ ଈଶ୍ବର ମୋହର ସୁସମାଚାର ଓ ଯୀଶୁ ଖ୍ରୀଷ୍ଟଙ୍କ ବିଷୟକ ପ୍ରଚାର ଅନୁସାରେ, ଅର୍ଥାତ୍‍ ଯେଉଁ ନିଗୂଢ଼ତତ୍ତ୍ୱ ଅନାଦିକାଳରୁ ଗୁପ୍ତ ଥିଲା,


ଆଉ ଶାନ୍ତିଦାତା ଈଶ୍ବର ଶୟତାନକୁ ଶୀଘ୍ର ତୁମ୍ଭମାନଙ୍କ ପଦ ତଳେ ଦଳିପକାଇବେ। ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ।


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ।


Swiv nou:

Piblisite


Piblisite