ରୋମୀୟ 16:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ମୋହର ସ୍ୱଜାତୀୟ ଓ ସହବନ୍ଦୀ ଆନ୍ଦ୍ରନିକ ଓ ଯୂନିୟାଙ୍କୁ ନମସ୍କାର ଜଣାଅ; ସେମାନେ ପ୍ରେରିତମାନଙ୍କ ମଧ୍ୟରେ ବିଖ୍ୟାତ ଓ ମୋହର ପୂର୍ବରେ ସୁଦ୍ଧା ଖ୍ରୀଷ୍ଟଙ୍କ ଆଶ୍ରିତ ହୋଇଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)7 ମୋହର ସ୍ଵଜାତୀୟ ଓ ସହବନ୍ଦୀ ଆନ୍ଦ୍ରନିକ ଓ ଯୂନିୟାଙ୍କୁ ନମସ୍କାର ଜଣାଅ; ସେମାନେ ପ୍ରେରିତମାନଙ୍କ ମଧ୍ୟରେ ବିଖ୍ୟାତ ଓ ମୋହର ପୂର୍ବରେ ସୁଦ୍ଧା ଖ୍ରୀଷ୍ଟଙ୍କ ଆଶ୍ରିତ ହୋଇଅଛନ୍ତି। Gade chapit laଓଡିଆ ବାଇବେଲ7 ମୋହର ସ୍ୱଜାତୀୟ ଓ ସହବନ୍ଦୀ ଆନ୍ଦ୍ରନିକ ଓ ଯୂନିୟାଙ୍କୁ ନମସ୍କାର ଜଣାଅ; ସେମାନେ ପ୍ରେରିତମାନଙ୍କ ମଧ୍ୟରେ ବିଖ୍ୟାତ ଓ ମୋହର ପୂର୍ବରେ ସୁଦ୍ଧା ଖ୍ରୀଷ୍ଟଙ୍କ ଆଶ୍ରିତ ହୋଇଅଛନ୍ତି । Gade chapit laପବିତ୍ର ବାଇବଲ (CL) NT (BSI)7 ଆନ୍ଦ୍ରୋନିକସ୍ ଓ ୟୁନିୟାଙ୍କୁ ମୋର ଅଭିବାଦନ। ଏ ଦୁଇ ଜଣ ଇହୁଦୀ ମୋ’ ସହିତ ବନ୍ଦୀଶାଳାରେ ଥିଲେ। ମୋ’ ପୂର୍ବରୁ ସେମାନେ ଖ୍ରୀଷ୍ଟଧର୍ମ ଗ୍ରହଣ କରିଥିଲେ ଓ ପ୍ରେରିତ ଶିଷ୍ୟମାନଙ୍କ ମଧ୍ୟରେ ସେମାନେ ସୁପରିଚିତ। Gade chapit laପବିତ୍ର ବାଇବଲ7 ଆନ୍ଦ୍ରନିକ ଓ ଯୂନିୟାଙ୍କୁ ନମସ୍କାର। ସେମାନେ ମୋର ଜ୍ଞାତି, ଓ ସେମାନେ ମୋ’ ସହିତ ବନ୍ଦୀ ହୋଇ କାରାଗାରରେ ଥିଲେ। ସେମାନେ ପରମେଶ୍ୱରଙ୍କ ଅତି ପ୍ରସିଦ୍ଧ କାର୍ଯ୍ୟକର୍ତ୍ତା ଓ ମୋ'ଠାରୁ ପୂର୍ବରୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସୀ ଥିଲେ। Gade chapit la |