Biblia Todo Logo
Bib sou entènèt

- Piblisite -




ରୋମୀୟ 16:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପ୍ରଭୁଙ୍କଠାରେ ମୋହର ପ୍ରିୟ ଆମ୍ପ୍ଳିୟାତାଙ୍କୁ ନମସ୍କାର ଜଣାଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ପ୍ରଭୁଙ୍କଠାରେ ମୋହର ପ୍ରିୟ ଆମ୍ପ୍ଳିୟାତାଙ୍କୁ ନମସ୍କାର ଜଣାଅ।

Gade chapit la Kopi

ଓଡିଆ ବାଇବେଲ

8 ପ୍ରଭୁଙ୍କଠାରେ ମୋହର ପ୍ରିୟ ଆମ୍ପ୍ଳିୟାତାଙ୍କୁ ନମସ୍କାର ଜଣାଅ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ମୋ’ ସହିତ ପ୍ରଭୁଙ୍କ ସାହଚର୍ଯ୍ୟ ଉପଭୋଗ କରୁଥିବା ମୋର ପ୍ରିୟ ବନ୍ଧୁ ଆମ୍ପ୍ଲିୟାତଙ୍କୁ ମୋର ଶୁଭେଚ୍ଛା।

Gade chapit la Kopi

ପବିତ୍ର ବାଇବଲ

8 ପ୍ରଭୁଙ୍କଠାରେ ସ୍ଥିତ ମୋର ପ୍ରିୟ ମିତ୍ର ଆମ୍ପ୍ଲିୟାତାଙ୍କୁ ନମସ୍କାର।

Gade chapit la Kopi




ରୋମୀୟ 16:8
6 Referans Kwoze  

ଆମ୍ଭେମାନେ ଜାଣୁ ଯେ, ଆମ୍ଭେମାନେ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛୁ, ଯେଣୁ ଆମ୍ଭେମାନେ ଭାଇମାନଙ୍କୁ ପ୍ରେମ କରୁଅଛୁ। ଯେ ପ୍ରେମ କରେ ନାହିଁ, ସେ ମୃତ୍ୟୁର ଅଧୀନରେ ଥାଏ।


ଅତଏବ, ହେ ମୋହର ପ୍ରିୟ ଓ ଇଷ୍ଟ, ମୋହର ଆନନ୍ଦ ଓ ମୁକୁଟ ସ୍ୱରୂପ ଭ୍ରାତୃବୃନ୍ଦ, ଏହିପରି ଭାବରେ ପ୍ରଭୁଙ୍କଠାରେ ସ୍ଥିର ହୋଇଥାଅ।


ଆଉ ସେମାନଙ୍କ ଗୃହରେ ଥିବା ମଣ୍ଡଳୀକୁ ନମସ୍କାର ଜଣାଅ। ମୋହର ପ୍ରିୟ ଏପାଇନେତଙ୍କୁ ନମସ୍କାର ଜଣାଅ, ସେ ଖ୍ରୀଷ୍ଟଙ୍କ ଉଦ୍ଦେଶ୍ୟରେ ଏସିଆର ପ୍ରଥମ ଫଳ ସ୍ୱରୂପ ଅଟନ୍ତି।


ଆଉ ତୁମ୍ଭେମାନେ ଯଦି କେବଳ ନିଜ ନିଜ ଭାଇମାନଙ୍କୁ ନମସ୍କାର କର, ତେବେ ଅଧିକ କଅଣ କର? ଅଣଯିହୁଦୀମାନେ ସୁଦ୍ଧା କଅଣ ତାହା କରନ୍ତି ନାହିଁ?


ମୋହର ସ୍ୱଜାତୀୟ ଓ ସହବନ୍ଦୀ ଆନ୍ଦ୍ରନିକ ଓ ଯୂନିୟାଙ୍କୁ ନମସ୍କାର ଜଣାଅ; ସେମାନେ ପ୍ରେରିତମାନଙ୍କ ମଧ୍ୟରେ ବିଖ୍ୟାତ ଓ ମୋହର ପୂର୍ବରେ ସୁଦ୍ଧା ଖ୍ରୀଷ୍ଟଙ୍କ ଆଶ୍ରିତ ହୋଇଅଛନ୍ତି।


ଖ୍ରୀଷ୍ଟଙ୍କ ସେବାରେ ଆମ୍ଭମାନଙ୍କ ସହକର୍ମୀ ଉର୍ବାଣଙ୍କୁ ଓ ମୋହର ପ୍ରିୟ ସ୍ତାଖୁଙ୍କୁ ନମସ୍କାର ଜଣାଅ।


Swiv nou:

Piblisite


Piblisite