ରୋମୀୟ 2:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 କାରଣ ମୋଶାଙ୍କ ବ୍ୟବସ୍ଥାର ଶ୍ରୋତାମାନେ ଈଶ୍ବରଙ୍କ ସାକ୍ଷାତରେ ଧାର୍ମିକ ନୁହଁନ୍ତି, କିନ୍ତୁ ମୋଶାଙ୍କ ବ୍ୟବସ୍ଥା ପାଳନକାରୀମାନେ ଧାର୍ମିକ ଗଣିତ ହେବେ। Gade chapit laପବିତ୍ର ବାଇବଲ (Re-edited) - (BSI)13 କାରଣ ବ୍ୟବସ୍ଥାର ଶ୍ରୋତାମାନେ ଈଶ୍ଵରଙ୍କ ସାକ୍ଷାତରେ ଧାର୍ମିକ ନୁହନ୍ତି, କିନ୍ତୁ ବ୍ୟବସ୍ଥା ପାଳନକାରୀମାନେ ଧାର୍ମିକ ଗଣିତ ହେବେ। Gade chapit laଓଡିଆ ବାଇବେଲ13 କାରଣ ମୋଶାଙ୍କ ବ୍ୟବସ୍ଥାର ଶ୍ରୋତାମାନେ ଈଶ୍ୱରଙ୍କ ସାକ୍ଷାତରେ ଧାର୍ମିକ ନୁହଁନ୍ତି, କିନ୍ତୁ ମୋଶାଙ୍କ ବ୍ୟବସ୍ଥା ପାଳନକାରୀମାନେ ଧାର୍ମିକ ଗଣିତ ହେବେ । Gade chapit laପବିତ୍ର ବାଇବଲ (CL) NT (BSI)13 କାରଣ କେବଳ ବ୍ୟବସ୍ଥା ଶୁଣିବା ଦ୍ୱାରା ଲୋକେ ଈଶ୍ୱରଙ୍କ ସମ୍ମୁଖରେ ଧାର୍ମିକ ବିବେଚିତ ହୋଇପାରନ୍ତି ନାହିଁ, କିନ୍ତୁ ବ୍ୟବସ୍ଥା ପାଳନ କରିବା ଦ୍ୱାରା। Gade chapit laପବିତ୍ର ବାଇବଲ13 ବ୍ୟବସ୍ଥାକୁ କେବଳ ଶୁଣିଥିଲେ କେହି ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହୋଇ ପାରିବ ନାହିଁ। ବ୍ୟବସ୍ଥାକୁ ସମଗ୍ର ଭାବରେ ପାଳନ କଲେ ହିଁ ବ୍ୟବସ୍ଥା, ଲୋକମାନଙ୍କୁ ପରମେଶ୍ୱରଙ୍କ ପ୍ରତି ଧାର୍ମିକ ବୋଲି ପ୍ରମାଣିତ କରେ। Gade chapit la |
ତଥାପି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା ମନୁଷ୍ୟ ଧାର୍ମିକ ଗଣିତ ନ ହୋଇ କେବଳ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଯେ ଧାର୍ମିକ ଗଣିତ ହୁଏ, ଏହା ଜାଣି ଆମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିଅଛୁ, ଯେପରି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା ଧାର୍ମିକ ଗଣିତ ନ ହୋଇ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହେଉ; କାରଣ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା କୌଣସି ମନୁଷ୍ୟ ଧାର୍ମିକ ଗଣିତ ହେବ ନାହିଁ।