Biblia Todo Logo
Bib sou entènèt

- Piblisite -




ରୋମୀୟ 2:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 କାରଣ ଯେପରି ଲେଖାଅଛି, “ତୁମ୍ଭମାନଙ୍କ ହେତୁ ଅଣଯିହୁଦୀମାନଙ୍କ ମଧ୍ୟରେ ଈଶ୍ବରଙ୍କ ନାମ ନିନ୍ଦିତ ହେଉଅଛି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 କାରଣ ଯେପରି ଲେଖାଅଛି, “ତୁମ୍ଭମାନଙ୍କ ହେତୁ ବିଜାତିମାନଙ୍କ ମଧ୍ୟରେ ଈଶ୍ଵରଙ୍କ ନାମ ନିନ୍ଦିତ ହେଉଅଛି।”

Gade chapit la Kopi

ଓଡିଆ ବାଇବେଲ

24 କାରଣ ଯେପରି ଲେଖା ଅଛି, "ତୁମ୍ଭମାନଙ୍କ ହେତୁ ଅଣଯିହୂଦୀମାନଙ୍କ ମଧ୍ୟରେ ଈଶ୍ୱରଙ୍କ ନାମ ନିନ୍ଦିତ ହେଉଅଛି ।''

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

24 ଶାସ୍ତ୍ରରେ ଉଲ୍ଲେଖ ଅଛି, “ତୁମ୍ଭମାନଙ୍କ ଯୋଗୁଁ ଅଣଇହୁଦୀମାନଙ୍କ ମଧ୍ୟରେ ଈଶ୍ୱର ନିନ୍ଦିତ ହେଉଛନ୍ତି।”

Gade chapit la Kopi

ପବିତ୍ର ବାଇବଲ

24 ପବିତ୍ର-ଶାସ୍ତ୍ରରେ ଲେଖା ଅଛି, “ଅଣଯିହୂଦୀମାନେ ପରମେଶ୍ୱରଙ୍କ ବିଷୟରେ ମନ୍ଦ କଥା, ଯିହୂଦୀମାନଙ୍କ ପାଇଁ ହିଁ କୁହନ୍ତି।”

Gade chapit la Kopi




ରୋମୀୟ 2:24
11 Referans Kwoze  

ଏହେତୁ ସଦାପ୍ରଭୁ କହନ୍ତି, ଆମ୍ଭର ଲୋକମାନେ ତ ଅକାରଣରେ ନିଆଯାଉଅଛନ୍ତି, ଆମ୍ଭେ ଏଠାରେ ଥାଇ କଅଣ କରୁଅଛୁ? ସଦାପ୍ରଭୁ କହନ୍ତି, ସେମାନଙ୍କ ଉପରେ କର୍ତ୍ତୃତ୍ୱକାରୀମାନେ ଗର୍ଜ୍ଜନ କରୁଅଛନ୍ତି ଓ ଆମ୍ଭର ନାମ ସାରାଦିନ ନିରନ୍ତର ନିନ୍ଦିତ ହେଉଅଛି।


ଆଉ, ଅନେକେ ସେମାନଙ୍କ କାମୁକତାର ଅନୁଗାମୀ ହେବେ, ଫଳତଃ ଏମାନଙ୍କ ହେତୁ ସତ୍ୟ ମାର୍ଗ ନିନ୍ଦିତ ହେବ।


ଯେପରି ବିପକ୍ଷ ଲୋକ, ଆମ୍ଭମାନଙ୍କ ବିଷୟରେ କୌଣସି ମନ୍ଦ କଥା କହି ନ ପାରି ଲଜ୍ଜିତ ହେବ।


ତଥାପି ଏହି କର୍ମ ଦ୍ୱାରା ତୁମ୍ଭେ ସଦାପ୍ରଭୁଙ୍କୁ ନିନ୍ଦା କରିଅଛ, ଏହେତୁ ତୁମ୍ଭର ଏହି ଯେଉଁ ସନ୍ତାନ ଜନ୍ମିଅଛି, ସେ ନିଶ୍ଚୟ ମରିବ।”


ସନ୍ତାନବତ୍ସଳା, ଆତ୍ମସଂଯମୀ, ସତୀ, ସୁଗୃହିଣୀ, ସୁଶୀଳା ଓ ଆପଣା ଆପଣା ସ୍ୱାମୀର ବଶୀଭୂତା ହେବାକୁ ଶିକ୍ଷା ଦିଅନ୍ତୁ।


ଯେତେ ଲୋକ ଦାସତ୍ୱରୂପ ଜୁଆଳିର ଅଧୀନରେ ଅଛନ୍ତି, ସେମାନେ ଆପଣା ଆପଣା କର୍ତ୍ତାମାନଙ୍କୁ ଯଥୋଚିତ ସମ୍ମାନ ପାଇବାର ଯୋଗ୍ୟ ବୋଲି ଜାଣନ୍ତୁ, ଯେପରି ଈଶ୍ବରଙ୍କ ନାମ ଓ ଶିକ୍ଷାର ନିନ୍ଦା ନ ହୁଏ।


ହାୟ, ସଂସାର ବିଘ୍ନ ସକାଶେ ସନ୍ତାପର ପାତ୍ର; ବିଘ୍ନ ତ ନିଶ୍ଚୟ ଘଟିବ, କିନ୍ତୁ ହାୟ, ଯେଉଁ ଲୋକ ଦ୍ୱାରା ବିଘ୍ନ ଘଟେ, ସେ ସନ୍ତାପର ପାତ୍ର।


ଅତଏବ, ମୋହର ଇଚ୍ଛା, ଯୁବତୀ ବିଧବାମାନେ ବିବାହ କରନ୍ତୁ, ସନ୍ତାନ ପ୍ରସବ କରନ୍ତୁ, ଗୃହକାର୍ଯ୍ୟ ପରିଚାଳନା କରନ୍ତୁ, ନିନ୍ଦା କରିବା ପାଇଁ ଶତ୍ରୁକୁ କୌଣସି ସୁଯୋଗ ନ ଦିଅନ୍ତୁ;


ଏହେତୁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶ ସଙ୍ଗେ କଥା କହି ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭମାନଙ୍କର ପିତୃପୁରୁଷମାନେ ଏଥିରେ ମଧ୍ୟ ଆମ୍ଭ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ଆମ୍ଭର ନିନ୍ଦା କରିଅଛନ୍ତି।


Swiv nou:

Piblisite


Piblisite