Biblia Todo Logo
Bib sou entènèt

- Piblisite -




ରୋମୀୟ 2:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 କାରଣ ବାହାରେ ଯେ ଯିହୁଦୀ, ସେ ଯିହୁଦୀ ନୁହେଁ, କିଅବା ବାହାର ଶରୀରରେ ଯେ ସୁନ୍ନତ, ତାହା ସୁନ୍ନତ ନୁହେଁ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 କାରଣ ବାହାରେ ଯେ ଯିହୁଦୀ, ସେ ଯିହୁଦୀ ନୁହେଁ, କିଅବା ବାହାର ଶରୀରରେ ଯେ ସୁନ୍ନତ, ତାହା ସୁନ୍ନତ ନୁହେଁନ୍ତ

Gade chapit la Kopi

ଓଡିଆ ବାଇବେଲ

28 କାରଣ ବାହାରେ ଯେ ଯିହୂଦୀ, ସେ ଯିହୂଦୀ ନୁହେଁ, କିଅବା ବାହାର ଶରୀରରେ ଯେ ସୁନ୍ନତ, ତାହା ସୁନ୍ନତ ନୁହେଁ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

28 କେବଳ ଶାରୀରିକ ଭାବରେ ସୁନ୍ନତ ହୋଇ ଉପରକୁ ଇହୁଦୀ ବୋଲି ପରିଚିତ ହେଉଥିବା ଲୋକ ପ୍ରକୃତରେ ଇହୁଦୀ ନୁହେଁ।

Gade chapit la Kopi

ପବିତ୍ର ବାଇବଲ

28 ଜଣେ କେବଳ ଶରୀରରେ ଯିହୂଦୀ, କିନ୍ତୁ ପ୍ରକୃତରେ ଯିହୂଦୀ ନୁହେଁ। ପ୍ରକୃତ ସୁନ୍ନତ କେବଳ ବାହାର ଶରୀରରେ ନୁହେଁ।

Gade chapit la Kopi




ରୋମୀୟ 2:28
17 Referans Kwoze  

କାରଣ ସୁନ୍ନତ କିମ୍ବା ଅସୁନ୍ନତ କିଛି ନୁହେଁ, କିନ୍ତୁ ନୂତନ ସୃଷ୍ଟି ହିଁ ସାର।


ପୁଣି, ଅବ୍ରହାମ ତ ଆମ୍ଭମାନଙ୍କର ପିତା, ମନେ ମନେ ଏପରି କହିବାକୁ ଭାବ ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ବର ଏହି ପଥରଗୁଡ଼ାକରୁ ଅବ୍ରହାମଙ୍କ ନିମନ୍ତେ ସନ୍ତାନ ଉତ୍ପନ୍ନ କରିପାରନ୍ତି।


ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କ୍ଲେଶ ଓ ଦୀନତା ଜାଣୁ, (କିନ୍ତୁ ତୁମ୍ଭେ ଧନବାନ), ଆଉ ଯେଉଁମାନେ ଆପଣାମାନଙ୍କୁ ଯିହୁଦୀ ବୋଲି କହନ୍ତି, ମାତ୍ର ପ୍ରକୃତରେ ଯିହୁଦୀ ନୁହଁନ୍ତି, ବରଂ ଶୟତାନର ଦଳ, ସେମାନଙ୍କର ନିନ୍ଦା ମଧ୍ୟ ଆମ୍ଭେ ଜାଣୁ।


ସେଥିର ପ୍ରତିରୂପ ବାପ୍ତିସ୍ମ ଅର୍ଥାତ୍‍ ଶରୀରର ମଳିନତା ଦୂରୀକରଣ ନୁହେଁ, କିନ୍ତୁ ଈଶ୍ବରଙ୍କ ନିକଟରେ ଶୁଚି ବିବେକ ପାଇବା ନିମନ୍ତେ ପ୍ରାର୍ଥନା, ଯୀଶୁ ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଏବେ ତୁମ୍ଭମାନଙ୍କୁ ପରିତ୍ରାଣ କରୁଅଛି;


କିନ୍ତୁ ଯଦି ତୁମ୍ଭେ ଯିହୁଦୀ ନାମ ବହନ କରି ମୋଶାଙ୍କ ବ୍ୟବସ୍ଥା ଉପରେ ନିର୍ଭର କରୁଅଛ ଓ ଈଶ୍ବରଙ୍କଠାରେ ଗର୍ବ କରୁଅଛ,


ଯୀଶୁ ନିଥନିୟେଲଙ୍କୁ ଆପଣା ନିକଟକୁ ଆସୁଥିବା ଦେଖି ତାହାଙ୍କ ବିଷୟରେ କହିଲେ, “ଏହି ଦେଖ, ପ୍ରକୃତରେ ଏ ଜଣେ ଇସ୍ରାଏଲୀୟ ଲୋକ, ଏହାଙ୍କଠାରେ ଛଳନା ନାହିଁ।”


ଆମ୍ଭେ ମିସରକୁ ଓ ଯିହୁଦାକୁ, ଇଦୋମକୁ, ଅମ୍ମୋନ-ସନ୍ତାନଗଣକୁ ଓ ମୋୟାବକୁ, ଆପଣା ଆପଣା କେଶ କୋଣ ମୁଣ୍ଡନକାରୀ ପ୍ରାନ୍ତରବାସୀ ସମସ୍ତଙ୍କୁ ଦଣ୍ଡ ଦେବା; କାରଣ ସକଳ ଗୋଷ୍ଠୀ ଅସୁନ୍ନତ, ପୁଣି ସମଗ୍ର ଇସ୍ରାଏଲ ବଂଶ ଅନ୍ତଃକରଣରେ ଅସୁନ୍ନତ ଅଟନ୍ତି।”


ପରମେଶ୍ୱର ଇସ୍ରାଏଲ ପ୍ରତି, ନିର୍ମଳାନ୍ତଃକରଣ ଲୋକଙ୍କ ପ୍ରତି ନିଶ୍ଚୟ ମଙ୍ଗଳ ସ୍ୱରୂପ ଅଟନ୍ତି।


ହେ ଯିହୁଦାର ଲୋକେ ଓ ଯିରୂଶାଲମର ନିବାସୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କୁ ସୁନ୍ନତ କର ଓ ଆପଣା ଆପଣା ହୃଦୟର ଅଗ୍ରଚର୍ମ କାଢ଼ି ପକାଅ; ନୋହିଲେ ତୁମ୍ଭମାନଙ୍କ କ୍ରିୟାର ଦୁଷ୍ଟତା ସକାଶୁ ଆମ୍ଭର କୋପ ଅଗ୍ନି ତୁଲ୍ୟ ବାହାରି ପ୍ରଜ୍ୱଳିତ ହେବ ଓ କେହି ତାହା ଲିଭାଇ ପାରିବ ନାହିଁ।”


ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଯେଉଁ ସମୟରେ ସୁନ୍ନତ ଲୋକମାନଙ୍କୁ ସେମାନଙ୍କର ଅସୁନ୍ନତ ଅନୁସାରେ ଦଣ୍ଡ ଦେବା, ଏପରି ସମୟ ଆସୁଅଛି;


ଅତଏବ ତୁମ୍ଭେମାନେ ପୂର୍ବରେ ଯେତେବେଳେ ଶରୀର ସମ୍ବନ୍ଧରେ ଅଣଯିହୁଦୀ ଥିଲ ଓ ଶାରୀରିକ ଭାବେ ହସ୍ତକୃତ ସୁନ୍ନତ ଲୋକମାନଙ୍କ ଦ୍ୱାରା ଅସୁନ୍ନତ ବୋଲି ଖ୍ୟାତ ହେଉଥିଲ,


Swiv nou:

Piblisite


Piblisite