ରୋମୀୟ 3:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଯେ ବୁଝେ, ଏପରି କେହି ନାହିଁ; ଯେ ଈଶ୍ବରଙ୍କ ଅନ୍ୱେଷଣ କରେ, ଏପରି ଜଣେ ନାହିଁ; Gade chapit laପବିତ୍ର ବାଇବଲ (Re-edited) - (BSI)11 ଯେ ବୁଝେ, ଏପରି କେହି ନାହିଁ; ଯେ ଈଶ୍ଵରଙ୍କ ଅନ୍ଵେଷଣ କରେ, ଏପରି ଜଣେ ନାହିଁ; Gade chapit laଓଡିଆ ବାଇବେଲ11 ଯେ ବୁଝେ, ଏପରି କେହି ନାହିଁ; ଯେ ଈଶ୍ୱରଙ୍କ ଅନ୍ୱେଷଣ କରେ, ଏପରି ଜଣେ ନାହିଁ; Gade chapit laପବିତ୍ର ବାଇବଲ (CL) NT (BSI)11 ଜଣେ ହେଲେ ଜ୍ଞାନୀ ବା ଈଶ୍ୱରଙ୍କ ପ୍ରକୃତ ଉପାସକ ନାହିଁ। Gade chapit laପବିତ୍ର ବାଇବଲ11 ବୁଝିବା ଲୋକ ଜଣେ ମଧ୍ୟ ନାହିଁ, ପରମେଶ୍ୱରଙ୍କୁ ପ୍ରକୃତରେ ଖୋଜୁଥିବା ଲୋକ ଜଣେ ନାହିଁ। Gade chapit la |