Biblia Todo Logo
Bib sou entènèt

- Piblisite -




ରୋମୀୟ 3:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଈଶ୍ବରଙ୍କ ଭୟ ସେମାନଙ୍କ ଆଖି ଆଗରେ ନ ଥାଏ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଈଶ୍ଵରଙ୍କ ଭୟ ସେମାନଙ୍କ ଆଖି ଆଗରେ ନ ଥାଏ।

Gade chapit la Kopi

ଓଡିଆ ବାଇବେଲ

18 ଈଶ୍ୱରଙ୍କ ଭୟ ସେମାନଙ୍କ ଆଖି ଆଗରେ ନ ଥାଏ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 କିଅବା ଈଶ୍ୱରଙ୍କୁ ଭୟ କରିବା ସେମାନେ ଶିଖି ନାହାନ୍ତି।

Gade chapit la Kopi

ପବିତ୍ର ବାଇବଲ

18 “ସେମାନଙ୍କର ଆଖିରେ ପରମେଶ୍ୱରଙ୍କ ପ୍ରତି ଭୟ ବା ସମ୍ମାନ ଭାବ ନାହିଁ।”

Gade chapit la Kopi




ରୋମୀୟ 3:18
9 Referans Kwoze  

ଦୁଷ୍ଟର ଅପରାଧ ମୋʼ ହୃଦୟ ମଧ୍ୟରେ କହେ, ପରମେଶ୍ୱର ବିଷୟକ ଭୟ ତାହାର ଚକ୍ଷୁର ଅଗୋଚର।


ତୁମ୍ଭ ମନ ପାପୀଗଣକୁ ଈର୍ଷା ନ କରୁ, ପୁଣି, ତୁମ୍ଭେ ସମସ୍ତ ଦିନ ସଦାପ୍ରଭୁଙ୍କ ପ୍ରତି ଭୟରେ ଥାଅ।


ଦୟା ଓ ସତ୍ୟତାରେ ପାପର ପ୍ରାୟଶ୍ଚିତ୍ତ ହୁଏ, ପୁଣି, ସଦାପ୍ରଭୁ ବିଷୟକ ଭୟ ଦ୍ୱାରା ମନୁଷ୍ୟମାନେ କୁକ୍ରିୟା ତ୍ୟାଗ କରନ୍ତି।


ସଦାପ୍ରଭୁଙ୍କ ବିଷୟକ ଭୟ, ମନ୍ଦତା ପ୍ରତି ଘୃଣା; ଅହଙ୍କାର, ଦାମ୍ଭିକତା ଓ କୁପଥ ଏବଂ କୁଟିଳ ମୁଖ ମୁଁ ଘୃଣା କରେ।


ସେତେବେଳେ ସିଂହାସନଠାରୁ ଗୋଟିଏ ଶଦ୍ଦ ନିର୍ଗତ ହୋଇ କହିଲା, “ହେ ଈଶ୍ବରଙ୍କ ଦାସମାନେ, ହେ ତାହାଙ୍କର ଭୟକାରୀ କ୍ଷୁଦ୍ର ଓ ମହାନ ଲୋକମାନେ, ତାହାଙ୍କର ପ୍ରଶଂସା କର।”


କିନ୍ତୁ ଅନ୍ୟ ଜଣକ ତାହାକୁ ଧମକ ଦେଇ ଉତ୍ତର ଦେଲା, ତୁ ସମାନ ଦଣ୍ଡ ତ ପାଉଅଛୁ, ତୁ ଈଶ୍ବରଙ୍କୁ କଅଣ ଭୟ ମଧ୍ୟ କରୁ ନାହୁଁ?


ସେତେବେଳେ ଅବ୍ରହାମ କହିଲେ, “ଏ ଦେଶରେ ପରମେଶ୍ୱରଙ୍କ ପ୍ରତି କିଛି ଭୟ ନାହିଁ; ଏନିମନ୍ତେ ମୁଁ ଭାବିଲି, ଏମାନେ ଅବା ମୋହର ଭାର୍ଯ୍ୟା ଲୋଭରେ ମୋତେ ବଧ କରିବେ।


ତୁମ୍ଭେ ଶ୍ରାନ୍ତ ଓ କ୍ଳାନ୍ତ ହେବା ସମୟରେ ସେ ପଥରେ ତୁମ୍ଭକୁ ଭେଟି ତୁମ୍ଭ ପଶ୍ଚାତ୍‍ବର୍ତ୍ତୀ ଦୁର୍ବଳ ଲୋକମାନଙ୍କୁ ତୁମ୍ଭ ପଛରେ କିପରି ଆକ୍ରମଣ କଲା ଓ ସେ ପରମେଶ୍ୱରଙ୍କୁ ଭୟ କଲା ନାହିଁ; ଏହା ସ୍ମରଣ କର।


ପୁଣି, ଶାନ୍ତିର ପଥ ସେମାନେ ଜାଣନ୍ତି ନାହିଁ।


Swiv nou:

Piblisite


Piblisite