ରୋମୀୟ 3:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ତେବେ ଆମ୍ଭମାନଙ୍କ ମୀମାଂସା ଏହି, ମନୁଷ୍ୟ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ବ୍ୟତୀତ ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହୁଏ। Gade chapit laପବିତ୍ର ବାଇବଲ (Re-edited) - (BSI)28 ତେବେ ଆମ୍ଭମାନଙ୍କ ମୀମାଂସା ଏହି, ମନୁଷ୍ୟ ବ୍ୟବସ୍ଥାର କ୍ରିୟାକର୍ମ ବ୍ୟତୀତ ବିଶ୍ଵାସ ଦ୍ଵାରା ଧାର୍ମିକ ଗଣିତ ହୁଏ। Gade chapit laଓଡିଆ ବାଇବେଲ28 ତେବେ ଆମ୍ଭମାନଙ୍କ ମୀମାଂସା ଏହି, ମନୁଷ୍ୟ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ବ୍ୟତୀତ ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହୁଏ। Gade chapit laପବିତ୍ର ବାଇବଲ (CL) NT (BSI)28 ଆମେ ପ୍ରକୃତରେ ବୁଝିପାରିଛୁ ଯେ, ଜଣେ କେବଳ ତା’ର ବିଶ୍ୱାସ ଦ୍ୱାରା ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ବିବେଚିତ ହେବ- ବ୍ୟବସ୍ଥା ପାଳନ କରିବା ଦ୍ୱାରା ନୁହେଁ। Gade chapit laପବିତ୍ର ବାଇବଲ28 ଏହାର କାରଣ ହେଲା ଜଣେ ଲୋକ ବ୍ୟବସ୍ଥା ପାଳନ କରିବା ଦ୍ୱାରା ନୁହେଁ ବରଂ ବିଶ୍ୱାସ ଦ୍ୱାରା ପରମେଶ୍ୱରଙ୍କ ପ୍ରତି ଧାର୍ମିକ ଗଣିତ ହୁଏ। ଏ କଥାରେ ଆମ୍ଭେ ବିଶ୍ୱାସ କରୁ। Gade chapit la |
ତଥାପି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା ମନୁଷ୍ୟ ଧାର୍ମିକ ଗଣିତ ନ ହୋଇ କେବଳ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଯେ ଧାର୍ମିକ ଗଣିତ ହୁଏ, ଏହା ଜାଣି ଆମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିଅଛୁ, ଯେପରି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା ଧାର୍ମିକ ଗଣିତ ନ ହୋଇ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହେଉ; କାରଣ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା କୌଣସି ମନୁଷ୍ୟ ଧାର୍ମିକ ଗଣିତ ହେବ ନାହିଁ।