ରୋମୀୟ 4:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 କାରଣ ଅବ୍ରହାମ କିମ୍ବା ତାହାଙ୍କ ବଂଶକୁ ଜଗତର ଅଧିକାରୀ ହେବା ନିମନ୍ତେ ପ୍ରତିଜ୍ଞା ବ୍ୟବସ୍ଥା ଦ୍ୱାରା ଦିଆଯାଇ ନ ଥିଲା, ମାତ୍ର ବିଶ୍ୱାସର ଧାର୍ମିକତା ଦ୍ୱାରା ଦିଆଯାଇଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)13 କାରଣ ଅବ୍ରହାମ କିମ୍ଵା ତାଙ୍କ ବଂଶକୁ ଜଗତର ଅଧିକାରୀ ହେବା ନିମନ୍ତେ ପ୍ରତିଜ୍ଞା ବ୍ୟବସ୍ଥା ଦ୍ଵାରା ଦିଆଯାଇ ନ ଥିଲା, ମାତ୍ର ବିଶ୍ଵାସର ଧାର୍ମିକତା ଦ୍ଵାରା ଦିଆଯାଇଥିଲା। Gade chapit laଓଡିଆ ବାଇବେଲ13 କାରଣ ଅବ୍ରହାମ କିମ୍ବା ତାଙ୍କ ବଂଶକୁ ଜଗତର ଅଧିକାରୀ ହେବା ନିମନ୍ତେ ପ୍ରତିଜ୍ଞା ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଦିଆଯାଇ ନ ଥିଲା, ମାତ୍ର ବିଶ୍ୱାସର ଧାର୍ମିକତା ଦ୍ୱାରା ଦିଆଯାଇଥିଲା । Gade chapit laପବିତ୍ର ବାଇବଲ (CL) NT (BSI)13 ଅବ୍ରାହାମ ବ୍ୟବସ୍ଥା ପାଳନ କରିଥିବା ହେତୁ ନୁହେଁ। କେବଳ ତାଙ୍କ ବିଶ୍ୱାସ ଲାଗି ଈଶ୍ୱରଙ୍କ ଦ୍ୱାରା ଧାର୍ମିକରୂପେ ଗୃହୀତ ହୋଇଥିଲେ ଓ ସେଥିପାଇଁ ସେ ଓ ତାଙ୍କ ବଂଶଧରମାନେ ପୃଥିବୀର ଅଧିକାରୀ ହେବେ ବୋଲି ଈଶ୍ୱର ପ୍ରତିଜ୍ଞା କରିଥିଲେ। Gade chapit laପବିତ୍ର ବାଇବଲ13 ଅବ୍ରହାମ ଓ ତାହାଙ୍କର ବଂଶଜମାନଙ୍କୁ ପ୍ରତିଜ୍ଞା ମିଳିଥିଲା ଯେ ସେମାନେ ସଂସାରର ଉତ୍ତରାଧିକାରୀ ହେବେ। କିନ୍ତୁ ଅବ୍ରହାମ ଏହି ପ୍ରତିଶ୍ରୁତି ବ୍ୟବସ୍ଥା ପାଳନ କରିଥିବାରୁ ମିଳି ନ ଥିଲା। ବିଶ୍ୱାସ ଦ୍ୱାରା ସେ ପରମେଶ୍ୱରଙ୍କଠାରେ ଧାର୍ମିକ ହୋଇଥିବାରୁ ତାହାଙ୍କୁ ଏହି ପ୍ରତିଶ୍ରୁତି ମିଳିଥିଲା। Gade chapit la |