Biblia Todo Logo
Bib sou entènèt

- Piblisite -




ରୋମୀୟ 4:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ତାହାଙ୍କ ପକ୍ଷରେ ଯେ ଗଣିତ ହେଲା, ଏହା କେବଳ ତାହାଙ୍କ ନିମନ୍ତେ ଲିଖିତ ହୋଇ ନାହିଁ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ତାଙ୍କ ପକ୍ଷରେ ଯେ ଗଣିତ ହେଲା, ଏହା କେବଳ ତାଙ୍କ ନିମନ୍ତେ ଲିଖିତ ହୋଇ ନାହିଁ,

Gade chapit la Kopi

ଓଡିଆ ବାଇବେଲ

23 ତାଙ୍କ ପକ୍ଷରେ ଯେ ଗଣିତ ହେଲା, ଏହା କେବଳ ତାଙ୍କ ନିମନ୍ତେ ଲିଖିତ ହୋଇ ନାହିଁ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

23 “ଧାର୍ମିକରୂପେ ଗୃହୀତ ହେବା” ଶାସ୍ତ୍ର କଥା କେବଳ ଅବ୍ରାହମଙ୍କ ପ୍ରତି ଯେ ପ୍ରଯୁଜ୍ୟ, ତା’ ନୁହେଁ।

Gade chapit la Kopi

ପବିତ୍ର ବାଇବଲ

23 ପରମେଶ୍ୱର ଅବ୍ରହାମଙ୍କ ବିଶ୍ୱାସ ଗ୍ରହଣ କଲେ, ଏହି ବାକ୍ୟଗୁଡ଼ିକ କେବଳ ଅବ୍ରହାମଙ୍କ ପାଇଁ ଲେଖା ଯାଇ ନ ଥିଲା।

Gade chapit la Kopi




ରୋମୀୟ 4:23
5 Referans Kwoze  

ଏହି ସମସ୍ତ ଦୃଷ୍ଟାନ୍ତ ସ୍ୱରୂପେ ସେମାନଙ୍କ ପ୍ରତି ଘଟିଲା, ଆଉ ଯେଉଁମାନଙ୍କ ସମୟରେ ଯୁଗାନ୍ତ କାଳ ଉପସ୍ଥିତ ହୋଇଅଛି, ଏପରି ଯେ ଆମ୍ଭେମାନେ, ଆମ୍ଭମାନଙ୍କ ଚେତନା ନିମନ୍ତେ ସେହିସବୁ ଲେଖାଯାଇଅଛି।


ପୁଣି, ଆମ୍ଭେମାନେ ଯେପରି ଶାସ୍ତ୍ର ଅନୁସାରେ ଧୈର୍ଯ୍ୟ ଓ ସାନ୍ତ୍ୱନା ଦ୍ୱାରା ଭରସା ପ୍ରାପ୍ତ ହେଉ, ଏଥିନିମନ୍ତେ ପୂର୍ବକାଳରେ ଯାହା ଯାହା ଲେଖା ହୋଇଥିଲା, ସେହିସବୁ ଆମ୍ଭମାନଙ୍କର ଶିକ୍ଷା ପାଇଁ ଲେଖା ହୋଇଅଛି।


ସେମାନେ ଯେପ୍ରକାର ମନ୍ଦ ବିଷୟରେ ଅଭିଳାଷୀ ହୋଇଥିଲେ, ଆମ୍ଭେମାନେ ଯେପରି ସେପ୍ରକାରେ ଅଭିଳାଷୀ ନ ହେଉ, ଏଥିନିମନ୍ତେ ଏହି ସମସ୍ତ ବିଷୟ ଆମ୍ଭମାନଙ୍କ ପକ୍ଷରେ ଦୃଷ୍ଟାନ୍ତ ସ୍ୱରୂପ ହୋଇଅଛି।


Swiv nou:

Piblisite


Piblisite