Biblia Todo Logo
Bib sou entènèt

- Piblisite -




ରୋମୀୟ 4:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଯେ କର୍ମ କରେ, ତାହା ପକ୍ଷରେ ତାହାର ବେତନ ଅନୁଗ୍ରହ ରୂପେ ଗଣିତ ହୁଏ ନାହିଁ, ମାତ୍ର ଦେୟ ବୋଲି ଗଣିତ ହୁଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଯେ କର୍ମ କରେ, ତାହା ପକ୍ଷରେ ତାʼର ବେତନ ଅନୁଗ୍ରହ ରୂପେ ଗଣିତ ହୁଏ ନାହିଁ, ମାତ୍ର ଦେୟ ବୋଲି ଗଣିତ ହୁଏ।

Gade chapit la Kopi

ଓଡିଆ ବାଇବେଲ

4 ଯେ କର୍ମ କରେ, ତାହା ପକ୍ଷରେ ତା'ର ବେତନ ଅନୁଗ୍ରହ ରୂପେ ଗଣିତ ହୁଏ ନାହିଁ, ମାତ୍ର ଦେୟ ବୋଲି ଗଣିତ ହୁଏ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ଯେ କାମ କରେ, ମଜୁରୀ ତା’ର ପ୍ରାପ୍ୟ- କାହାଠାରୁ ଦାନ ରୂପେ ସେ ତା’ ପାଏ ନାହିଁ।

Gade chapit la Kopi

ପବିତ୍ର ବାଇବଲ

4 କାମ କରୁଥିବା ଲୋକକୁ ମଜୁରୀ ବା ଦରମା ଦେବା ଦାନ ନୁହେଁ। ସେ ମଜୁରୀ ବା ଦରମା ଅର୍ଜନ କରେ।

Gade chapit la Kopi




ରୋମୀୟ 4:4
5 Referans Kwoze  

କିନ୍ତୁ ଯଦି ତାହା ଅନୁଗ୍ରହରେ ହୁଏ, ତେବେ ତାହା ଆଉ କ୍ରିୟାକର୍ମ ହେତୁ ହୁଏ ନାହିଁ; ନୋହିଲେ ଅନୁଗ୍ରହ ଆଉ ଅନୁଗ୍ରହ ନୁହେଁ।


କାହିଁକି? କାରଣ ସେମାନେ ବିଶ୍ୱାସ ଦ୍ୱାରା ତାହା ନ ଖୋଜି କର୍ମ ଦ୍ୱାରା ଖୋଜୁଥିଲେ। ସେମାନେ ସେହି ବାଧାଜନକ ପ୍ରସ୍ତରରେ ଝୁଣ୍ଟି ପଡ଼ିଲେ,


“ଅବା କିଏ ତାହାଙ୍କୁ ପ୍ରଥମରେ ଦାନ କରିଅଛି, ଆଉ ତାହାକୁ ପ୍ରତିଦାନ କରାଯିବ?”


ପୁଣି, ସେମାନେ ବିନାମୂଲ୍ୟରେ ତାହାଙ୍କ ଅନୁଗ୍ରହରେ, ଖ୍ରୀଷ୍ଟ ଯୀଶୁଙ୍କଠାରେ ଯେଉଁ ମୁକ୍ତି ଅଛି, ତଦ୍ୱାରା ଧାର୍ମିକ ଗଣିତ ହୁଅନ୍ତି।


Swiv nou:

Piblisite


Piblisite