Biblia Todo Logo
Bib sou entènèt

- Piblisite -




ରୋମୀୟ 4:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପ୍ରଭୁ ଯେଉଁ ଲୋକର ପାପ ଗଣନା କରିବେ ନାହିଁ, ସେ ଧନ୍ୟ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ପ୍ରଭୁ ଯେଉଁ ଲୋକର ପାପ ଗଣନା କରିବେ ନାହିଁ, ସେ ଧନ୍ୟ।”

Gade chapit la Kopi

ଓଡିଆ ବାଇବେଲ

8 ପ୍ରଭୁ ଯେଉଁ ଲୋକର ପାପ ଗଣନା କରିବେ ନାହିଁ, ସେ ଧନ୍ୟ ।'

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ଈଶ୍ୱର ଯାହାର ପାପ ଗଣନା କରିବେ ନାହିଁ, ସେ ଧନ୍ୟ!”

Gade chapit la Kopi

ପବିତ୍ର ବାଇବଲ

8 ଓ ସେ ଲୋକମାନେ ପ୍ରକୃତରେ ଧନ୍ୟ, ଯେତେବେଳେ ପାପରହିତ ଭାବେ ପରମେଶ୍ୱର ତାହାଙ୍କୁ ଗ୍ରହଣ କରି ନେଇଛନ୍ତି।”

Gade chapit la Kopi




ରୋମୀୟ 4:8
7 Referans Kwoze  

ସଦାପ୍ରଭୁ ଯାହା ପ୍ରତି ଅଧର୍ମର ଆରୋପ ନ କରନ୍ତି ଓ ଯାହାର ଆତ୍ମାରେ ପ୍ରବଞ୍ଚନା ନାହିଁ, ସେ ଧନ୍ୟ।


ଆମ୍ଭେମାନେ ଯେପରି ପାପ ପ୍ରତି ମୃତ ହୋଇ ଧାର୍ମିକତା ନିମନ୍ତେ ଜୀବନଯାପନ କରୁ, ଏଥିନିମନ୍ତେ ସେ ଆପେ କ୍ରୁଶ ଉପରେ ନିଜ ଶରୀରରେ ଆମ୍ଭମାନଙ୍କର ସମସ୍ତ ପାପ ବହନ କଲେ; ତାହାଙ୍କ ପ୍ରହାରରେ ତୁମ୍ଭେମାନେ ସୁସ୍ଥ ହୋଇଅଛ।


ଯେଣୁ ଆମ୍ଭମାନଙ୍କୁ ଈଶ୍ବରଙ୍କ ନିକଟକୁ ଆଣିବା ପାଇଁ ଖ୍ରୀଷ୍ଟ ମଧ୍ୟ ଧାର୍ମିକ ହୋଇ ଅଧାର୍ମିକମାନଙ୍କ ନିମନ୍ତେ ପାପ ହେତୁ ଥରେ ମୃତ୍ୟୁଭୋଗ କଲେ। ସେ ଶରୀରରେ ମୃତ୍ୟୁଭୋଗ କଲେ ସତ, କିନ୍ତୁ ଆତ୍ମାରେ ଜୀବିତ ହେଲେ;


ଯାହାର ଅପରାଧ କ୍ଷମା, ଯାହାର ପାପ ଆଚ୍ଛାଦିତ ହୋଇଅଛି, ସେ ଧନ୍ୟ।


Swiv nou:

Piblisite


Piblisite