ରୋମୀୟ 5:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଅତଏବ, ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହେବାରୁ ଆମ୍ଭେମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବରଙ୍କ ସହିତ ଶାନ୍ତିରେ ଅଛୁ; Gade chapit laପବିତ୍ର ବାଇବଲ (Re-edited) - (BSI)1 ଅତଏବ, ବିଶ୍ଵାସ ଦ୍ଵାରା ଧାର୍ମିକ ଗଣିତ ହେବାରୁ ଆମ୍ଭେମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଈଶ୍ଵରଙ୍କ ସହିତ ଶାନ୍ତିରେ ଅଛୁନ୍ତ Gade chapit laଓଡିଆ ବାଇବେଲ1 ଅତଏବ, ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହେବାରୁ ଆମ୍ଭେମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ୱରଙ୍କ ସହିତ ଶାନ୍ତିରେ ଅଛୁ; Gade chapit laପବିତ୍ର ବାଇବଲ (CL) NT (BSI)1 ବର୍ତ୍ତମାନ ବିଶ୍ୱାସ ଦ୍ୱାରା ଆମ୍ଭେମାନେ ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ବିବେଚିତ ହୋଇଛୁ ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଯୋଗୁଁ ଈଶ୍ୱରଙ୍କ ସହିତ ଆମର ପ୍ରତିଷ୍ଠା ହୋଇଛି। Gade chapit laପବିତ୍ର ବାଇବଲ1 ଆମ୍ଭର ବିଶ୍ୱାସ ହେତୁ ଆମ୍ଭକୁ ପରମେଶ୍ୱରଙ୍କଠାରେ ଧାର୍ମିକ କରାଯାଇଛି। ସେଥିପାଇଁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ପରମେଶ୍ୱରଙ୍କ ସହିତ ଆମ୍ଭେ ଶାନ୍ତିରେ ଅଛୁ। ବିଶ୍ୱାସ ଦ୍ୱାରା ଖ୍ରୀଷ୍ଟ ଆମ୍ଭକୁ ପରମେଶ୍ୱରଙ୍କ ଅନୁଗ୍ରହର ଅଧୀନ କଲେ। Gade chapit la |
ତଥାପି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା ମନୁଷ୍ୟ ଧାର୍ମିକ ଗଣିତ ନ ହୋଇ କେବଳ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଯେ ଧାର୍ମିକ ଗଣିତ ହୁଏ, ଏହା ଜାଣି ଆମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିଅଛୁ, ଯେପରି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା ଧାର୍ମିକ ଗଣିତ ନ ହୋଇ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହେଉ; କାରଣ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା କୌଣସି ମନୁଷ୍ୟ ଧାର୍ମିକ ଗଣିତ ହେବ ନାହିଁ।