Biblia Todo Logo
Bib sou entènèt

- Piblisite -




ରୋମୀୟ 5:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 କାରଣ ଯେପରି ଜଣକର ଅନାଜ୍ଞାବହତା ଦ୍ୱାରା ଅନେକେ ପାପୀ ହେଲେ, ସେହିପରି ମଧ୍ୟ ଜଣକର ଆଜ୍ଞାବହତା ଦ୍ୱାରା ଅନେକେ ଧାର୍ମିକ ହେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 କାରଣ ଯେପରି ଜଣକର ଅନାଜ୍ଞାବହତା ଦ୍ଵାରା ଅନେକେ ପାପୀ ହେଲେ, ସେହିପରି ମଧ୍ୟ ଜଣକର ଆଜ୍ଞାବହତା ଦ୍ଵାରା ଅନେକେ ଧାର୍ମିକ ହେବେ।

Gade chapit la Kopi

ଓଡିଆ ବାଇବେଲ

19 କାରଣ ଯେପରି ଜଣକର ଅନାଜ୍ଞାବହତା ଦ୍ୱାରା ଅନେକେ ପାପୀ ହେଲେ, ସେହିପରି ମଧ୍ୟ ଜଣକର ଆଜ୍ଞାବହତା ଦ୍ୱାରା ଅନେକେ ଧାର୍ମିକ ହେବେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

19 ଜଣକର ଅବାଧ୍ୟତା ଲାଗି ଯେପରି ସମସ୍ତେ ପାପୀ ହେଲେ, ସେହିପରି ଜଣକର ଆଜ୍ଞାବହତା ଯୋଗୁଁ ସମସ୍ତେ ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ହେବେ।

Gade chapit la Kopi

ପବିତ୍ର ବାଇବଲ

19 ଜଣେ ଲୋକ ପରମେଶ୍ୱରଙ୍କୁ ଅବଜ୍ଞା କଲା ଓ ଅନେକ ଲୋକ ପାପୀ ହୋଇ ଗଲେ। କିନ୍ତୁ ସେହିପରି ଜଣେ ଲୋକ ପରମେଶ୍ୱରଙ୍କୁ ମାନିଲା ଓ ଅନେକ ଲୋକ ଧାର୍ମିକ ହୋଇଯିବେ।

Gade chapit la Kopi




ରୋମୀୟ 5:19
10 Referans Kwoze  

ଯାହାଙ୍କଠାରେ ପାପର ଲେଶମାତ୍ର ନ ଥିଲା, ତାହାଙ୍କୁ ସେ ଆମ୍ଭମାନଙ୍କ ନିମନ୍ତେ ପାପ ସ୍ୱରୂପ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଈଶ୍ବରଙ୍କର ଧାର୍ମିକତାସ୍ୱରୂପ ହେଉ।


ଅତଏବ, ଜଣକର ଅପରାଧର ଫଳ ସ୍ୱରୂପେ ଯେପରି ସମସ୍ତ ମନୁଷ୍ୟଙ୍କ ପ୍ରତି ଦଣ୍ଡାଜ୍ଞା ଘଟିଲା, ସେହିପରି ମଧ୍ୟ ଜଣକର ଧାର୍ମିକତାର କର୍ମର ଫଳ ସ୍ୱରୂପେ ସମସ୍ତ ମନୁଷ୍ୟଙ୍କ ପ୍ରତି ଜୀବନଦାୟକ ଧାର୍ମିକଗଣନା ଘଟିଲା।


ପୁଣି, ମନୁଷ୍ୟ ଭାବରେ ଦେଖାଯାଇ ମୃତ୍ୟୁ ପର୍ଯ୍ୟନ୍ତ, ହଁ, କ୍ରୁଶୀୟ ମୃତ୍ୟୁ ପର୍ଯ୍ୟନ୍ତ ଆଜ୍ଞାବହ ହୋଇ ଆପଣାକୁ ଅବନତ କଲେ।


ଅତଏବ, ଯେପରି ଜଣେ ଲୋକ ଦ୍ୱାରା ପାପ ଓ ପାପ ଦ୍ୱାରା ମୃତ୍ୟୁ ଜଗତରେ ପ୍ରବେଶ କଲା, ଆଉ ସେହି ପ୍ରକାରେ ମୃତ୍ୟୁ ସମସ୍ତ ଲୋକଙ୍କ ପ୍ରତି ଘଟିଲା, ଯେଣୁ ସମସ୍ତେ ତ ପାପ କଲେ।


ଏହା ତାହାଙ୍କ ଅନୁଗ୍ରହର ଗୌରବର ପ୍ରଶଂସା ନିମନ୍ତେ ହୋଇଅଛି; ସେହି ଅନୁଗ୍ରହ ସେ ପ୍ରିୟତମଙ୍କ ଦ୍ୱାରା ଆମ୍ଭମାନଙ୍କୁ ଦାନ କରିଅଛନ୍ତି।


କିନ୍ତୁ ଅପରାଧ ଯେପରି, ଅନୁଗ୍ରହ ଦାନ ମଧ୍ୟ ଯେ ସେହିପରି, ତାହା ନୁହେଁ, କାରଣ ଯଦି ଜଣକର ଅପରାଧ ଦ୍ୱାରା ଅନେକେ ମୃତ୍ୟୁଭୋଗ କଲେ, ତାହାହେଲେ ଈଶ୍ବରଙ୍କ ଅନୁଗ୍ରହ ଓ ଜଣେ ମନୁଷ୍ୟଙ୍କ, ଅର୍ଥାତ୍‍ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଦତ୍ତ ଦାନ ଅନେକଙ୍କ ପ୍ରତି ଅଧିକ ପ୍ରଚୁର ହେଲା।


ଆଜ୍ଞାଲଙ୍ଘନ ସମାପ୍ତ କରିବାକୁ ଓ ପାପର ଶେଷ କରିବାକୁ ଓ ଅଧର୍ମର ପ୍ରାୟଶ୍ଚିତ୍ତ କରିବାକୁ, ଆଉ ଅନନ୍ତକାଳସ୍ଥାୟୀ ଧର୍ମ ଆଣିବାକୁ, ପୁଣି ଦର୍ଶନ ଓ ଭବିଷ୍ୟଦ୍‍ବାକ୍ୟ ମୁଦ୍ରାଙ୍କିତ କରିବାକୁ ଓ ମହାପବିତ୍ର ସ୍ଥାନକୁ ଅଭିଷିକ୍ତ କରିବାକୁ ତୁମ୍ଭ ଲୋକଙ୍କର ଓ ତୁମ୍ଭ ପବିତ୍ର ନଗର ନିମନ୍ତେ ସତୁରି ସପ୍ତାହ ନିରୂପିତ ହୋଇଅଛି।


କାରଣ ସମସ୍ତଙ୍କୁ ଦୟା କରିବା ନିମନ୍ତେ ଈଶ୍ବର ସମସ୍ତଙ୍କୁ ଅନାଜ୍ଞାବହତାରେ ସମର୍ପଣ କରିଅଛନ୍ତି।


Swiv nou:

Piblisite


Piblisite