Biblia Todo Logo
Bib sou entènèt

- Piblisite -




ରୋମୀୟ 6:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 କାରଣ ତୁମ୍ଭେମାନେ ପାପର ଦାସ ଥିବା ସମୟରେ ଧାର୍ମିକତା ସମ୍ବନ୍ଧରେ ସ୍ୱାଧୀନ ଥିଲ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 କାରଣ ତୁମ୍ଭେମାନେ ପାପର ଦାସ ଥିବା ସମୟରେ ଧାର୍ମିକତା ସମ୍ଵନ୍ଧରେ ସ୍ଵାଧୀନ ଥିଲ।

Gade chapit la Kopi

ଓଡିଆ ବାଇବେଲ

20 କାରଣ ତୁମ୍ଭେମାନେ ପାପର ଦାସ ଥିବା ସମୟରେ ଧାର୍ମିକତା ସମ୍ବନ୍ଧରେ ସ୍ୱାଧୀନ ଥିଲ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

20 ତୁମ୍ଭେମାନେ ପାପର ଦାସ ଥିବାବେଳେ, ଧାର୍ମିକତା ପ୍ରତି ଉଦାସୀନ ଥିଲ।

Gade chapit la Kopi

ପବିତ୍ର ବାଇବଲ

20 ଅତୀତରେ ତୁମ୍ଭେମାନେ ପାପର ଦାସ ଥିଲ ଓ ଯାହା ଉତ୍ତମ ତାହା ତୁମ୍ଭମାନଙ୍କୁ ନିୟନ୍ତ୍ରିତ କରି ନ ଥିଲା।

Gade chapit la Kopi




ରୋମୀୟ 6:20
3 Referans Kwoze  

ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ପାପ କରେ, ସେ ପାପର ଦାସ।


କୌଣସି ଲୋକ ଦୁଇ ପ୍ରଭୁଙ୍କର ଦାସ ହୋଇପାରେ ନାହିଁ; କାରଣ ସେ ଜଣଙ୍କୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣଙ୍କ ପ୍ରତି ଅନୁରକ୍ତ ହେବ ଓ ଅନ୍ୟ ଜଣଙ୍କୁ ଅବଜ୍ଞା କରିବ। ତୁମ୍ଭେମାନେ ଈଶ୍ବର ଓ ଧନ ଉଭୟର ଦାସ ହୋଇପାର ନାହିଁ।


Swiv nou:

Piblisite


Piblisite