Biblia Todo Logo
Bib sou entènèt

- Piblisite -




ରୋମୀୟ 6:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏହା ତ ଆମ୍ଭେମାନେ ଜାଣୁ, କାରଣ ଯେ ମରିଅଛି, ସେ ପାପରୁ ମୁକ୍ତ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଏହା ତ ଆମ୍ଭେମାନେ ଜାଣୁ, କାରଣ ଯେ ମରିଅଛି, ସେ ପାପରୁ ମୁକ୍ତ ହୋଇଅଛି।

Gade chapit la Kopi

ଓଡିଆ ବାଇବେଲ

7 ଏହା ତ ଆମ୍ଭେମାନେ ଜାଣୁ, କାରଣ ଯେ ମରିଅଛି, ସେ ପାପରୁ ମୁକ୍ତ ହୋଇଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 କାରଣ ମନୁଷ୍ୟ ମରିଗଲେ, ପାପ କବଳରୁ ଉଦ୍ଧାର ପାଇଥାଏ।

Gade chapit la Kopi

ପବିତ୍ର ବାଇବଲ

7 ଯେଉଁ ଲୋକ ମରିଯାଇଛି, ସେ ପାପର ଦାସତ୍ୱରୁ ମୁକ୍ତ ହୋଇ ଯାଇଛି।

Gade chapit la Kopi




ରୋମୀୟ 6:7
8 Referans Kwoze  

ଖ୍ରୀଷ୍ଟ ଶରୀରରେ ଦୁଃଖଭୋଗ କରିଥିବାରୁ ତୁମ୍ଭେମାନେ ମଧ୍ୟ ସେହିପରି ମନ ଧରି ଆପଣାମାନଙ୍କୁ ସୁସଜ୍ଜିତ କର, କାରଣ ଯେ, ଶରୀରରେ ଦୁଃଖଭୋଗ କରିଅଛି, ସେ ପାପରୁ ନିବୃତ୍ତ ହୋଇଅଛି,


ଅତଏବ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛନ୍ତି, ସେମାନଙ୍କ ପ୍ରତି ବର୍ତ୍ତମାନ କୌଣସି ଦଣ୍ଡାଜ୍ଞା ନାହିଁ।


ଏଣୁ ହେ ମୋହର ଭାଇମାନେ, ଖ୍ରୀଷ୍ଟଙ୍କ ଶରୀର ଦ୍ୱାରା ତୁମ୍ଭେମାନେ ମଧ୍ୟ ମୋଶାଙ୍କ ବ୍ୟବସ୍ଥା ପ୍ରତି ମୃତ ହୋଇଅଛ, ଯେପରି ତୁମ୍ଭେମାନେ ଅନ୍ୟ ସହିତ ସଂଯୁକ୍ତ ହୁଅ, ଅର୍ଥାତ୍‍ ଆମ୍ଭେମାନେ ଈଶ୍ବରଙ୍କ ନିମନ୍ତେ ଫଳ ଉତ୍ପନ୍ନ କରିବା ପାଇଁ ଯେ ମୃତ୍ୟୁରୁ ଉତ୍ଥାପିତ ହୋଇଅଛନ୍ତି, ତାହାଙ୍କ ସହିତ ସଂଯୁକ୍ତ ହୁଅ।


ସ୍ୱାମୀ ଯେପର୍ଯ୍ୟନ୍ତ ଜୀବିତ ଥାଏ, ସେପର୍ଯ୍ୟନ୍ତ ସ୍ତ୍ରୀ ସ୍ୱାମୀ ସହିତ ବ୍ୟବସ୍ଥା ଦ୍ୱାରା ଆବଦ୍ଧ ଥାଏ, କିନ୍ତୁ ସ୍ୱାମୀ ମରିଗଲେ ସ୍ତ୍ରୀ ବିବାହ ବ୍ୟବସ୍ଥାରୁ ମୁକ୍ତ ହୁଏ।


କିନ୍ତୁ ଆମ୍ଭେମାନେ ଯଦି ଖ୍ରୀଷ୍ଟଙ୍କ ସହିତ ମରିଅଛୁ, ତାହାହେଲେ ଆମ୍ଭେମାନେ ଯେ ତାହାଙ୍କ ସହିତ ମଧ୍ୟ ବଞ୍ଚିବା, ଏହା ଆମ୍ଭେମାନେ ବିଶ୍ୱାସ କରୁ।


ତାହା କେବେ ହେଁ ନ ହେଉ। ପାପ ପ୍ରତି ମୃତ୍ୟୁ ଯେ ଆମ୍ଭେମାନେ, କିପରି ସେଥିରେ ଆଉ ଆମ୍ଭେମାନେ ଜୀବନ କାଟିବା?


ମନୁଷ୍ୟପୁତ୍ର ଆସି ଭୋଜନପାନ କରନ୍ତି, ଆଉ ଲୋକେ କହନ୍ତି, ଦେଖ, ଏ ଜଣେ ପେଟୁକ ଓ ମଦୁଆ, କରଗ୍ରାହୀ ଓ ପାପୀମାନଙ୍କର ବନ୍ଧୁ; ମାତ୍ର ଜ୍ଞାନ ଆପଣା କର୍ମ ଦ୍ୱାରା ଯଥାର୍ଥ ବୋଲି ପ୍ରମାଣିତ ହେଲା।”


Swiv nou:

Piblisite


Piblisite