Biblia Todo Logo
Bib sou entènèt

- Piblisite -




ରୋମୀୟ 7:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 କାରଣ ପାପ ସୁଯୋଗ ପାଇ ଆଜ୍ଞା ଦ୍ୱାରା ମୋତେ ପ୍ରତାରଣା କଲା, ପୁଣି, ତାହା ଦ୍ୱାରା ମୋତେ ବଧ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 କାରଣ ପାପ ସୁଯୋଗ ପାଇ ଆଜ୍ଞା ଦ୍ଵାରା ମୋତେ ପ୍ରତାରଣା କଲା, ପୁଣି ତାହା ଦ୍ଵାରା ମୋତେ ବଧ କଲା।

Gade chapit la Kopi

ଓଡିଆ ବାଇବେଲ

11 କାରଣ ପାପ ସୁଯୋଗ ପାଇ ଆଜ୍ଞା ଦ୍ୱାରା ମୋତେ ପ୍ରତାରଣା କଲା, ପୁଣି, ତାହା ଦ୍ୱାରା ମୋତେ ବଧ କଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ବ୍ୟବସ୍ଥାର ସୁଯୋଗ ନେଇ ପାପ ମୋତେ ପ୍ରତାରଣା କଲା ଓ ମୋତେ ହତ୍ୟା କଲା।

Gade chapit la Kopi

ପବିତ୍ର ବାଇବଲ

11 ଏହି ଆଜ୍ଞାକୁ ବ୍ୟବହାର କରି ପାପ ମୋତେ ମୂର୍ଖ ପ୍ରମାଣିତ କରିବା ପାଇଁ ସୁଯୋଗ ପାଇଲା। ମୋତେ ଆତ୍ମିକ ଭାବରେ ମୃତ କରାଇବାରେ ପାପ ଏହି ଆଜ୍ଞାକୁ ବ୍ୟବହାର କଲା।

Gade chapit la Kopi




ରୋମୀୟ 7:11
12 Referans Kwoze  

ସେତେବେଳେ ସଦାପ୍ରଭୁ ପରମେଶ୍ୱର ନାରୀଙ୍କୁ କହିଲେ, “ଏ କି କଲ?” ନାରୀ କହିଲେ, “ସର୍ପ ମୋତେ ଭୁଲାଇଲା, ତହିଁରେ ମୁଁ ଖାଇଲି।”


କିନ୍ତୁ ପାପ ସୁଯୋଗ ପାଇ ଆଜ୍ଞା ଦ୍ୱାରା ମୋʼ ଠାରେ ସବୁପ୍ରକାର ଲୋଭ ଜନ୍ମାଇଲା; କାରଣ ବ୍ୟବସ୍ଥା ବିନା ପାପ ମୃତ।


କିନ୍ତୁ କାଳେ ପାପର ପ୍ରବଞ୍ଚନା ଦ୍ୱାରା ତୁମ୍ଭମାନଙ୍କ ମଧ୍ୟରୁ କେହି କଠିନମନା ହୁଏ, ଏଥିନିମନ୍ତେ ଆଜି ସୁଯୋଗ ଥାଉ ଥାଉ ପ୍ରତିଦିନ ପରସ୍ପରକୁ ଉତ୍ସାହ ଦିଅ;


ଯଦି କେହି ଆପଣାକୁ ଧର୍ମପରାୟଣ ବୋଲି ମନେ କରେ, ଆଉ ଆପଣା ଜିହ୍ୱାକୁ ବଶୀଭୂତ ନ କରି ନିଜ ହୃଦୟକୁ ପ୍ରବଞ୍ଚନା କରେ, ତାହାର ଧର୍ମପରାୟଣତା ବୃଥା।


କିନ୍ତୁ ଶ୍ରୋତାମାତ୍ର ହୋଇ ଆପଣାମାନଙ୍କୁ ପ୍ରବଞ୍ଚନା ନ କରି ବାକ୍ୟର କର୍ମକାରୀ ହୁଅ।


ତେବେ, ଯାହା ଉତ୍ତମ, ତାହା କି ମୋʼ ପକ୍ଷରେ ମୃତ୍ୟୁଦାୟକ ହେଲା? ତାହା କେବେ ହେଁ ନ ହେଉ। କିନ୍ତୁ ପାପ ମୃତ୍ୟୁଦାୟକ ହେଲା, ଯେପରି ଯାହା ଉତ୍ତମ, ତାହା ଦେଇ ମୋʼ ପ୍ରତି ମୃତ୍ୟୁ ସାଧନ କରିବା ଦ୍ୱାରା ପାପ, ପାପ ବୋଲି ପ୍ରକାଶ ପାଏ, ପୁଣି, ଯେପରି ଆଜ୍ଞା ଦ୍ୱାରା ପାପ ଅତିଶୟ ପାପମୟ ହୁଏ।


ଗୋ ଶୈଳଛିଦ୍ର ନିବାସିନୀ, ହେ ପର୍ବତ ଶୃଙ୍ଗ ଅବଲମ୍ବିନୀ, ତୁମ୍ଭର ଭୟଙ୍କରତା ବିଷୟରେ, ତୁମ୍ଭ ଅନ୍ତଃକରଣର ଅହଙ୍କାର ତୁମ୍ଭକୁ ପ୍ରବଞ୍ଚନା କରିଅଛି; ଯଦ୍ୟପି ତୁମ୍ଭେ ଉତ୍କ୍ରୋଶ ପକ୍ଷୀ ପରି ଉଚ୍ଚସ୍ଥାନରେ ବସା କରିବ, ତଥାପି ଆମ୍ଭେ ତୁମ୍ଭକୁ ସେଠାରୁ ଓହ୍ଲାଇ ଆଣିବା, ଏହା ସଦାପ୍ରଭୁ କହନ୍ତି।


ଅନ୍ତଃକରଣ ସବୁଠାରୁ କପଟମୟ ଓ ଅପ୍ରତୀକାର୍ଯ୍ୟ ରୂପେ ପୀଡ଼ିତ; କିଏ ତାହା ଜାଣିପାରେ?


ସେ ଭସ୍ମ ଭୋଜନ କରେ; ସେ ଯେପରି ଆପଣା ପ୍ରାଣ ଉଦ୍ଧାର କରି ନ ପାରେ, “କିଅବା ଆମ୍ଭ ଡାହାଣ ହସ୍ତରେ କି ମିଥ୍ୟା ନାହିଁ,” ଏହା କହି ନ ପାରେ, ଏଥିପାଇଁ ଭ୍ରାନ୍ତ ଚିତ୍ତ ତାହାକୁ ବିପଥଗାମୀ କରିଅଛି।


ଅର୍ଥାତ୍‍ ତୁମ୍ଭେମାନେ ତୁମ୍ଭମାନଙ୍କ ପୁରାତନ ଆଚରଣ ସମ୍ବନ୍ଧରେ, ଯେଉଁ ପୁରାତନ ସ୍ୱଭାବ ପ୍ରବଞ୍ଚନାର ବିଳାସିତା ଅନୁସାରେ ଅଧିକରୁ ଅଧିକ ଭ୍ରଷ୍ଟ ହେଉଅଛି, ତାହାକୁ ପରିତ୍ୟାଗ କରିବାକୁ,


ହେ ଶୈଳ-କନ୍ଦରରେ ବାସକାରୀ, ହେ ଉଚ୍ଚସ୍ଥାନ ନିବାସୀ, ତୁମ୍ଭ ଅନ୍ତଃକରଣର ଅହଙ୍କାର ତୁମ୍ଭକୁ ପ୍ରବଞ୍ଚନା କରିଅଛି; ତୁମ୍ଭେ ଆପଣା ମନେ ମନେ କହୁଅଛ, “ଆମ୍ଭକୁ ଭୂମିକୁ ଓହ୍ଲାଇ ଆଣିବ କିଏ?”


କାରଣ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା କୌଣସି ପ୍ରାଣୀ ତାହାଙ୍କ ଛାମୁରେ ଧାର୍ମିକ ଗଣିତ ହେବ ନାହିଁ, ଯେହେତୁ ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ପାପର ଜ୍ଞାନ ଜନ୍ମେ।


Swiv nou:

Piblisite


Piblisite