ରୋମୀୟ 7:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଏଣୁ ମୁଁ ଆଉ ତାହା କରୁ ନାହିଁ, କିନ୍ତୁ ମୋʼ ଠାରେ ବାସ କରୁଥିବା ପାପ ତାହା କରୁଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)17 ଏଣୁ ମୁଁ ଆଉ ତାହା କରୁ ନାହିଁ, କିନ୍ତୁ ମୋʼଠାରେ ବାସ କରୁଥିବା ପାପ ତାହା କରୁଅଛି। Gade chapit laଓଡିଆ ବାଇବେଲ17 ଏଣୁ ମୁଁ ଆଉ ତାହା କରୁ ନାହିଁ, କିନ୍ତୁ ମୋ'ଠାରେ ବାସ କରୁଥିବା ପାପ ତାହା କରୁଅଛି । Gade chapit laପବିତ୍ର ବାଇବଲ (CL) NT (BSI)17 ତେଣୁ ସେ କାର୍ଯ୍ୟ ପ୍ରକୃତରେ ମୁଁ କରେ ନାହିଁ- ମୋ’ ଭିତରେ ଥିବା ପାପ ହିଁ ତା' କରେ। Gade chapit laପବିତ୍ର ବାଇବଲ17 କିନ୍ତୁ ମୁଁ, ପ୍ରକୃତରେ ଏହି ମନ୍ଦ କର୍ମ କରି ନ ଥାଏ। ମୋ’ ଭିତରେ ଥିବା ପାପର ସ୍ୱଭାବ ଏହିସବୁ କାମ କରେ। Gade chapit la |