ରୋମୀୟ 7:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆଉ, ମୁଁ ଏ କ ସମୟରେ ବ୍ୟବସ୍ଥା ବିନା ଜୀବିତ ଥିଲି, କିନ୍ତୁ ଆଜ୍ଞା ଆସନ୍ତେ ପାପ ଜୀବିତ ହେଲା, ପୁଣି, ମୁଁ ମୃତ ହେଲି; Gade chapit laପବିତ୍ର ବାଇବଲ (Re-edited) - (BSI)9 ଆଉ, ମୁଁ ଏକ ସମୟରେ ବ୍ୟବସ୍ଥା ବିନା ଜୀବିତ ଥିଲି, କିନ୍ତୁ ଆଜ୍ଞା ଆସନ୍ତେ ପାପ ଜୀବିତ ହେଲା, ପୁଣି ମୁଁ ମୃତ ହେଲି; Gade chapit laଓଡିଆ ବାଇବେଲ9 ଆଉ, ମୁଁ ଏକ ସମୟରେ ମୋଶାଙ୍କ ବ୍ୟବସ୍ଥା ବିନା ଜୀବିତ ଥିଲି, କିନ୍ତୁ ଆଜ୍ଞା ଆସନ୍ତେ ପାପ ଜୀବିତ ହେଲା, ପୁଣି, ମୁଁ ମୃତ ହେଲି; Gade chapit laପବିତ୍ର ବାଇବଲ (CL) NT (BSI)9 ଦିନେ ବ୍ୟବସ୍ଥା ନ ଜାଣି ମୁଁ ଜୀବିତ ଥିଲି; ବ୍ୟବସ୍ଥା ଜାଣିବା ପରେ ପାପ ପ୍ରବେଶ କଲା Gade chapit laପବିତ୍ର ବାଇବଲ9 ବ୍ୟବସ୍ଥା ଜାଣିବା ପୂର୍ବରୁ, ବ୍ୟବସ୍ଥା ବିନା ମୁଁ ଜୀବିତ ଥିଲି। କିନ୍ତୁ ଯେତେବେଳେ ବ୍ୟବସ୍ଥାର ଆଦେଶ ମୋ’ ପାଖକୁ ଆସିଲା, ସେତେବେଳେ ପାପ ଜୀବିତ ହେଲା ଓ ପାପ ହେତୁ ଆତ୍ମିକ ଭାବରେ ମୁଁ ମୃତ୍ୟୁ ବରଣ କଲି। Gade chapit la |