Biblia Todo Logo
Bib sou entènèt

- Piblisite -




ରୋମୀୟ 8:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଅତଏବ, ହେ ଭାଇମାନେ, ଆମ୍ଭେମାନେ ଋଣୀ, କିନ୍ତୁ ଶାରୀରିକ ଭାବାନୁସାରେ ଜୀବନଯାପନ କରିବାକୁ ଶରୀର ନିକଟରେ ନୁହେଁ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଅତଏବ, ହେ ଭାଇମାନେ, ଆମ୍ଭେମାନେ ଋଣୀ, କିନ୍ତୁ ଶାରୀରିକ ଭାବାନୁସାରେ ଜୀବନ ଯାପନ କରିବାକୁ ଶରୀର ନିକଟରେ ନୁହେଁ;

Gade chapit la Kopi

ଓଡିଆ ବାଇବେଲ

12 ଅତଏବ, ହେ ଭାଇମାନେ, ଆମ୍ଭେମାନେ ଋଣୀ, କିନ୍ତୁ ଶାରୀରିକ ଭାବାନୁସାରେ ଜୀବନ ଯାପନ କରିବାକୁ ଶରୀର ନିକଟରେ ନୁହେଁ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ତେବେ ହେ ଭାଇମାନେ, ଆମ୍ଭମାନଙ୍କ କର୍ତ୍ତବ୍ୟ ହେଉଛି, ମାନବ ପ୍ରକୃତି ଅନୁଯାୟୀ ଜୀବନ ଯାପନ କରିବା ନାହିଁ, କାରଣ ତା’ କଲେ ତୁମେ ମରିବ;

Gade chapit la Kopi

ପବିତ୍ର ବାଇବଲ

12 ସୁତରାଂ, ମୋ’ ଭାଇ ଓ ଭଉଣୀମାନେ, ଆମ୍ଭ ପାପପୂର୍ଣ୍ଣ ଶରୀର ଦ୍ୱାରା ଆମ୍ଭେ ଶାସିତ ନୋହୁଁ। ଆମ୍ଭେ ଆମ୍ଭର ପାପପୂର୍ଣ୍ଣ ଶରୀରର ଇଚ୍ଛା ଅଧୀନରେ ନୋହୁଁ।

Gade chapit la Kopi




ରୋମୀୟ 8:12
7 Referans Kwoze  

ହେ ସଦାପ୍ରଭୋ, ମୁଁ ନିତାନ୍ତ ତୁମ୍ଭର ଦାସ; ମୁଁ ତୁମ୍ଭର ଦାସ, ତୁମ୍ଭ ଦାସୀର ପୁତ୍ର; ତୁମ୍ଭେ ମୋହର ବନ୍ଧନସବୁ ମୁକୁଳାଇଅଛ।


ଆମ୍ଭେମାନେ ଯେପରି ଆପଣା ଆପଣା ଅପରାଧୀମାନଙ୍କୁ କ୍ଷମା କରିଅଛୁ, ସେପରି ଆମ୍ଭମାନଙ୍କର ଅପରାଧସବୁ କ୍ଷମା କର।


ଆଉ ଯେ ମୃତମାନଙ୍କ ମଧ୍ୟରୁ ଯୀଶୁଙ୍କୁ ଉଠାଇଲେ, ତାହାଙ୍କର ଆତ୍ମା ଯଦି ତୁମ୍ଭମାନଙ୍କଠାରେ ବାସ କରନ୍ତି, ତେବେ ଯେ ମୃତମାନଙ୍କ ମଧ୍ୟରୁ ଖ୍ରୀଷ୍ଟ ଯୀଶୁଙ୍କୁ ଉଠାଇଲେ, ସେ ତୁମ୍ଭମାନଙ୍କଠାରେ ବାସ କରୁଥିବା ଆପଣା ଆତ୍ମାଙ୍କ ଦ୍ୱାରା ତୁମ୍ଭମାନଙ୍କ ମର୍ତ୍ତ୍ୟ ଶରୀରକୁ ମଧ୍ୟ ଜୀବିତ କରିବେ।


କାରଣ ଯଦି ଶାରୀରିକ ଭାବାନୁସାରେ ତୁମ୍ଭେମାନେ ଜୀବନଯାପନ କର, ତେବେ ଅବଶ୍ୟ ମରିବ, କିନ୍ତୁ ଯଦି ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ଶରୀରର କର୍ମସବୁକୁ ବିନାଶ କର, ତେବେ ଜୀବିତ ହେବ।


Swiv nou:

Piblisite


Piblisite