Biblia Todo Logo
Bib sou entènèt

- Piblisite -




ରୋମୀୟ 9:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆଉ କେବଳ ତାହା ନୁହେଁ, କିନ୍ତୁ ରିବିକା ମଧ୍ୟ ଜଣେ ବ୍ୟକ୍ତିଙ୍କ ଦ୍ୱାରା, ଅର୍ଥାତ୍‍ ଆମ୍ଭମାନଙ୍କ ପିତୃ-ପୁରୁଷ ଇସ୍‌ହାକଙ୍କ ଦ୍ୱାରା ଗର୍ଭବତୀ ହେଲା ଉତ୍ତାରେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଆଉ କେବଳ ତାହା ନୁହେଁ, କିନ୍ତୁ ରିବିକା ମଧ୍ୟ ଜଣେ ବ୍ୟକ୍ତିଙ୍କ ଦ୍ଵାରା, ଅର୍ଥାତ୍ ଆମ୍ଭମାନଙ୍କ ପିତୃପୁରୁଷ ଇସ୍‍ହାକଙ୍କ ଦ୍ଵାରା ଗର୍ଭବତୀ ହେଲା ଉତ୍ତାରେ,

Gade chapit la Kopi

ଓଡିଆ ବାଇବେଲ

10 ଆଉ କେବଳ ତାହା ନୁହେଁ, କିନ୍ତୁ ରିବିକା ମଧ୍ୟ ଜଣେ ବ୍ୟକ୍ତିଙ୍କ ଦ୍ୱାରା, ଅର୍ଥାତ୍‍ ଆମ୍ଭମାନଙ୍କ ପିତୃପୁରୁଷ ଇସ୍‍ହାକଙ୍କ ଦ୍ୱାରା ଗର୍ଭବତୀ ହେଲା ଉତ୍ତାରେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 କେବଳ ସେତିକି ନୁହେଁ। ରିବିକାଙ୍କ ଦୁଇ ପୁତ୍ର ଏକ ପିତା ଯିସାହାକଠାରୁ ଜାତ ହୋଇଥିଲେ ସୁଦ୍ଧା,

Gade chapit la Kopi

ପବିତ୍ର ବାଇବଲ

10 କେବଳ ଏତିକି ନୁହେଁ। ଆମ୍ଭର ପୂର୍ବ ପୁରୁଷ ଇସ୍‌‌ହାକଙ୍କଠାରୁ ରିବିକା ଦୁଇଟି ସନ୍ତାନ ଲାଭ କରିଥିଲେ।

Gade chapit la Kopi




ରୋମୀୟ 9:10
4 Referans Kwoze  

ତାହା ଛଡ଼ା ତୁମ ଓ ଆମ ମଧ୍ୟରେ ବହୁତ ବଡ଼ ବ୍ୟବଧାନ ଅଛି, ଯେପରି ଯେଉଁମାନେ ଏ ସ୍ଥାନରୁ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ଇଚ୍ଛା କରନ୍ତି, ସେମାନେ ଯାଇ ପାରିବେ ନାହିଁ, କିମ୍ବା ସେ ସ୍ଥାନରୁ କେହି ଆମ୍ଭମାନଙ୍କ ନିକଟକୁ ପାର ହୋଇ ଆସି ପାରିବେ ନାହିଁ।’


ପୁଣି, କେବଳ ତାହା ନୁହେଁ, କିନ୍ତୁ ଆମ୍ଭମାନଙ୍କ ଯେଉଁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭେମାନେ ଏବେ ମିଳନ ଲାଭ କରିଅଛୁ; ତାହାଙ୍କ ଦ୍ୱାରା ଆମ୍ଭେମାନେ ଈଶ୍ବରଙ୍କଠାରେ ଦର୍ପ ମଧ୍ୟ କରୁଅଛୁ।


କେବଳ ତାହା ନୁହେଁ, ସମସ୍ତ କ୍ଳେଶରେ ମଧ୍ୟ ଦର୍ପ କରୁଅଛୁ, ଯେଣୁ କ୍ଳେଶରୁ ଧୈର୍ଯ୍ୟ, ଧୈର୍ଯ୍ୟରୁ ଅନୁଭୂତି,


Swiv nou:

Piblisite


Piblisite