Biblia Todo Logo
Bib sou entènèt

- Piblisite -




ରୋମୀୟ 9:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏଥିନିମନ୍ତେ ଏହି କଥା ତାହାଙ୍କୁ କୁହାଯାଇଥିଲା, “ଜ୍ୟେଷ୍ଠ କନିଷ୍ଠର ଦାସ ହେବ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଏଥିନିମନ୍ତେ ଏହି କଥା ତାଙ୍କୁ କୁହା ଯାଇଥିଲା, “ଜ୍ୟେଷ୍ଠ କନିଷ୍ଠର ଦାସ ହେବ;

Gade chapit la Kopi

ଓଡିଆ ବାଇବେଲ

12 ଏଥି ନିମନ୍ତେ ଏହି କଥା ତାଙ୍କୁ କୁହାଯାଇଥିଲା, "ଜ୍ୟୋଷ୍ଠ କନିଷ୍ଠର ଦାସ ହେବ;

Gade chapit la Kopi




ରୋମୀୟ 9:12
4 Referans Kwoze  

ସେହି ସମୟରେ ଇଦୋମରେ କେହି ରାଜା ନ ଥିଲା; ଜଣେ ପ୍ରତିନିଧି ରାଜ୍ୟ କଲା।


ପୁଣି ସେ ଇଦୋମ ଦେଶରେ ପ୍ରହରୀ-ଦଳ ସ୍ଥାପନ କଲେ; ସେ ଇଦୋମର ସର୍ବତ୍ର ପ୍ରହରୀ-ଦଳ ସ୍ଥାପନ କଲେ, ଆଉ ଇଦୋମୀୟ ଲୋକ ସମସ୍ତେ ଦାଉଦଙ୍କର ଦାସ ହେଲେ। ଆଉ ଦାଉଦ ଯେଉଁଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦେଲେ।


କୌଣସି ଲୋକ ଦୁଇ ପ୍ରଭୁଙ୍କର ଦାସ ହୋଇପାରେ ନାହିଁ; କାରଣ ସେ ଜଣଙ୍କୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣଙ୍କ ପ୍ରତି ଅନୁରକ୍ତ ହେବ ଓ ଅନ୍ୟ ଜଣଙ୍କୁ ଅବଜ୍ଞା କରିବ। ତୁମ୍ଭେମାନେ ଈଶ୍ବର ଓ ଧନ ଉଭୟର ଦାସ ହୋଇପାର ନାହିଁ।


Swiv nou:

Piblisite


Piblisite